୧୩ ଜିଲ୍ଲାରୁ ୩୩ କୋଭିଡ୍ ଆକ୍ରାନ୍ତଙ୍କ ମୃତ୍ୟୁ, ଅନୁଗୁଳରୁ ସର୍ବାଧିକ ୫
ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ମାମଲା ସାମାନ୍ୟ ଖସିଥିବା ବେଳେ ମୃତ୍ୟୁସଂଖ୍ୟା ୩୦ ଉପରେ ରହିଛି । ୨୪ ଘଣ୍ଟାରେ ରାଜ୍ୟର ୧୩ ଜିଲ୍ଲାରୁ ୩୩ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଏଥିସହ ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା ବୃଦ୍ଧି ପାଇ ୨୬୫୧ରେ ପହଞ୍ଚିଛି ।
ଅନୁଗୁଳରୁ…