Latest Odisha News

BREAKING NEWS

[ଭିଡିଓ] ଓଡିଶାରେ ମାତିଛନ୍ତି ବାହାର ରାଜ୍ୟର ଗଂଜେଇ ବେପାରୀ

ଗୁଣୁପୁର: ଦିନକୁ ଦିନ ଓଡିଶାରେ ଗଂଜେଇ କାରବାର କ୍ରମଶଃ ବୃଦ୍ଧି ପାଇବାରେ ଲାଗିଛି । ଖାସ କରି ଗଂଜେଇ ଚାଲାଣରେ ସଂପୃକ୍ତ ରହୁଛନ୍ତି ବାହାର ରାଜ୍ୟର ଲୋକେ । ନିକଟରେ ପୁଣିଥରେ ରାୟଗଡାରେ ଧରାପଡିଛନ୍ତି ଏକାଧିକ ଗଂଜେଇ ବେପାରୀ । ଗିରଫଦାରୀ ସହ ଜବତ ହୋଇଛି ବିପୁଳ ପରିମାଣର ଗଂଜେଇ ଓ ନଗଦ…

ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟସେବା, ଜଣେ ସ୍ୱାସ୍ଥ୍ୟକର୍ମୀ ଭରସାରେ ଚାଲିଛି ସ୍ୱାସ୍ଥ୍ୟକେନ୍ଦ୍ର

ରାୟଗଡା: ସ୍ୱାସ୍ଥ୍ୟ ସେବାର ଉନ୍ନତି ପାଇଁ ରାଜ୍ୟଠାରୁ ଆରମ୍ଭ କେନ୍ଦ୍ର ସରକାର ଡିଣ୍ଡିମ ପିଟୁଛନ୍ତି । ହେଲେ ବାସ୍ତବ କ୍ଷେତ୍ରରେ ଏବେ ବି ଅନେକଙ୍କ ପାଖକୁ ପହଂଚିପାରିନି ପ୍ରାଥମିକ ସ୍ୱାସ୍ଥ୍ୟସେବା । ରାୟଗଡା ଜିଲ୍ଲା ମୁନିଗୁଡା ବ୍ଲକ ଜଗଦଲପୁର ଗାଁରୁ ସାମ୍ନାକୁ ଆସିଛି ବିପର୍ଯ୍ୟସ୍ତ…

କଟକଣାକୁ ବେଖାତିର, ପ୍ରସାଦ ବିକ୍ରି ସ୍ଥାନରେ ଚଢ଼ାଉ

ଗୁଣୁପୁର: କରୋନା କଟକଣାକୁ ବେଖାତିର । ରାୟଗଡା ଜିଲ୍ଲା ଗୁଣୁପୁରରେ କିଛି ପୂଜକଙ୍କ ସହ ବ୍ୟକ୍ତି ଖୋଲମଖୁଲା ପ୍ରସାଦ ବିକ୍ରି କରୁଥିବା ଖବର ପାଇବା ପରେ ଗୁଣୁପୁର ଉପଜିଲ୍ଲାପାଳ ଯେ ସୋନାଲ ଆଜି ଅଚାନକ ରଥଯାତ୍ରା ପଡିଆରେ ଚଢ଼ାଉ କରିଛନ୍ତି । ପ୍ରସାଦ ବିକ୍ରି କରୁଥିବା ପୂଜକ ଏବଂ ବ୍ୟକ୍ତିଙ୍କ…

ଅପହଞ୍ଚ ଇଲାକାରେ ହେବ ଉନ୍ନତି

ରାୟଗଡା  : ରାୟଗଡା ଜିଲ୍ଲାର ଅପହଞ୍ଚ ଇଲାକା କୋଣ୍ଡାବାରିଡିର ସ୍ଥିତି ପରଖିଲେ ଗୁଣୁପୁର ଉପଜିଲ୍ଲାପାଳ ଜେ.ସୋନାଲ । ଅଧପନ୍ତରିଆ କାମ ଶୀଘ୍ର ସାରିବାକୁ ବିଭାଗୀୟ ଅଧିକାରୀଙ୍କୁ ତାଗିଦ  ରାୟଗଡା ଜିଲ୍ଲାର ଅପହଞ୍ଚ ଇଲାକା ପାରିକ୍ଷିତି ଗ୍ରାମପଞ୍ଚାୟତର କୋଣ୍ଡାବାରିଡି ଗାଁରେ ପହଁଚି ସେଠାକାର…

ସାମ୍ବାଦିକଙ୍କୁ ଧମକ ଦେଇ ବନ୍ଧା ହେଲା ବାଲି ମାଫିଆ

ଗୁଣୁପୁର: ରାୟଗଡା ଜିଲ୍ଲାର ଗୁଣୁପୁରର ବଂଶଧାରା ନଦୀ ପଠା ରୁ ଜିଲ୍ଲା ପ୍ରଶାସନର ଜାଣତରେ ଲକ୍ଷାଧିକ ଟଙ୍କା ର ବାଲି ଆନ୍ଧ୍ର ପ୍ରଦେଶକୁ ଚୋରା ଚାଲାଣ ହେଉଛି। ସ୍ଥାନୀୟ ତହସିଲଦାର ଙ୍କୁ ବିଭିନ୍ନ ସମୟରେ ବିଭିନ୍ନ ଗଣମାଧ୍ୟମ ରେ ଖବର ପ୍ରକାଶ ପାଇବା ପରେ ମଧ୍ୟ ପ୍ରଶାସନ ସବୁ ଜାଣି ନ ଜାଣିବା…

କୋଟିଏ ଟଙ୍କାର ଗଞ୍ଜେଇ ଜବତ, ୩ ଗିରଫ

ରାୟଗଡ଼ା: ଗଞ୍ଜେଇ ଚୋରା ଚାଲଣ ବେଳେ ଧରିଲା ପୋଲିସ । ପାଟ୍ରୋଲିଂ ବେଳେ କୋଟିଏ ଟଙ୍କାର ଗଞ୍ଜେଇ ଜବତ ହୋଇଛି । ରାୟଗଡ଼ା ଜିଲ୍ଲା ଚନ୍ଦ୍ରପୁର ଥାନା ଅଞ୍ଚଳରୁ ଜବତ ହୋଇଛି ବସ୍ତା ବସ୍ତା ଗଞ୍ଜେଇ । ଏହି ଘଟଣାରେ ୩ ଜଣଙ୍କୁ ପୋଲିସ ଗିରଫ କରିଛି । ମୋଟ୍ ୧୧ଶହ ୮୦ କିଲୋଗ୍ରାମ୍ ଗଞ୍ଜେଇ ଜବତ ହୋଇଛି…

ପୋଲିସ ଜାଲରେ ଲୁଟେରା, ବିପୁଳ ଟଙ୍କା ଓ ସୁନା ଗହଣା ଜବତ

ଗୁଣୁପୁର: କରୋନା ମହାମାରୀରେ ଲକ୍‌ଡାଉନ୍ ଓ ସଟ୍‌ଡାଉନ୍ ଭଳି ସରକାରୀ ଘୋଷଣା ସାମ୍ନାକୁ ଆଣିଛି ଅନେକ ଅପ୍ରତ୍ୟଶିତ ପରିସ୍ଥିତି । ବଢିଛି ବେରୋଜଗାରୀ, ବ୍ୟାପିଛି ଲୁଟ୍ ଓ ଡକାୟତି ଭଳି ଅପରାଧିକ ଘଟଣା । ଏହି ଧାରାରେ ରାୟଗଡା ଜିଲ୍ଲାରେ ଏକ ଲୁଟ୍ ମାମଲାର ପର୍ଦ୍ଦାଫାସ୍ କରିବାରେ ସଫଳ ହୋଇଛି…

ମୁନିଗୁଡାରେ ଅସମ୍ଭାଳ ଗଂଜେଇ ଚାଲାଣ

ରାୟଗଡା: ରାଜ୍ୟରେ ଦିନକୁଦିନ ବୃଦ୍ଧି ପାଇବାରେ ଲାଗିଛି ନିଶା କାରବାର । ବ୍ରାଉନ୍ ସୁଗାର ଓ ଗଂଜେଇ ଚାଲାଣ ପୋଲିସ ପ୍ରଶାସନର ନିଦ ହଜାଇଦେଇଛି । ନିକଟରେ ରାୟଗଡା ଜିଲ୍ଲାରେ ଅପ୍ରତ୍ୟଶିତ ଭାବେ ବୃଦ୍ଧି ପାଇଛି ଗଂଜେଇ ଚୋରା ଚାଲାଣ । ଏହି ଧାରାରେ ଆଜି ମୁନିଗୁଡା ପୋଲିସ ୬୦ ଲକ୍ଷ ଟଙ୍କା…