ନିଶା କବଳରେ ଯୁବପୀଢ଼ି
ପ୍ରୀତିଛନ୍ଦା ଧଳଙ୍କ ନିୟମିତ ସ୍ତମ୍ଭ 'ପ୍ରୀତିଲେଖା'
ମଦ୍ୟପାନର ଅଭ୍ୟାସ ଦିନକୁ ଦିନ ଲୋକମାନଙ୍କ ଭିତରେ ବଢ଼ୁଥିଲା ବେଳେ, ଅନ୍ୟ ଭଳିକି ଭଳିକି ନିଶାର ପ୍ରକୋପ ମଧ୍ୟ କ୍ରମଶଃ ବଢ଼ିବାରେ ଲାଗିଛି । ରାଜ୍ୟରେ ଏବେ ମଦୁଆଙ୍କର ସଂଖ୍ୟା ଅଧିକ ମାତ୍ରାରେ ବଢ଼ିବାରେ ଲାଗିଛି ।…