ନିଜ ମାଟିରେ ମୁଖ୍ୟମନ୍ତ୍ରୀ, ଉତ୍ଫୁଲିତ କେନ୍ଦୁଝର ବାସୀ
କେନ୍ଦୁଝର; ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ଜନ୍ମମାଟି କେନ୍ଦୁଝରରେ ପାଦ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଭବ୍ୟ ସମ୍ବର୍ଦ୍ଧନା ସହ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିଛନ୍ତି କେନ୍ଦୁଝରବାସୀ । ମନରେ ଭରି ରହିଛି ଅନେକ ଉତ୍କଣ୍ଠା ଓ ଉଦ୍ଦୀପନ । ନିଜ ମାଟିର ପୁଅକୁ…