‘ମୁଁ ଲଢୁଆ, କାଳି ମାଡ ଦବେଇପାରିବନି’; ଶରତ ପଟ୍ଟନାୟକ
ଭୁବନେଶ୍ବର: ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପରେ କାଳିମାଡ କରିଛନ୍ତି ଦୁଇ ଯୁବକ । କଂଗ୍ରେସ ଭବନ ଭିତରେ ପସି କାଳି ମାଡ କରିଛନ୍ତି । ତେବେ ଯୁବକ ଦୁଇ ଜଣ କିଏ ଓ କେଉଁ କାରଣରୁ ଏଭଳି କାଣ୍ଡ ଭିଆଇଛନ୍ତି ତାହା ଅସ୍ପଷ୍ଟ ଥିଲେ ମଧ୍ୟ ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି…