ପୁଣି ମୁହାଁମୁହିଁ ଟ୍ରେନ; ୧୫ ଆହତ
ସିଲିଗୁରି: ପୁଣି ଆଉ ଏକ ବଡ ଟ୍ରେନ ଟ୍ରାଜେଡି | ବାଲେଶ୍ୱର ବାହାନଗା ଭଳି ପଶ୍ଚିମବଙ୍ଗ ଦାର୍ଜିଲିଂରେ ଘଟିଛି ଟ୍ରେନ୍ ଦୁର୍ଘଟଣା | ସୋମବାର ଦିନ କଞ୍ଚନଜୁଙ୍ଗା ଏକ୍ସପ୍ରେସ ପଶ୍ଚିମବଙ୍ଗର ସିଲିଗୁରିରେ ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ଫଳରେ ଟ୍ରେନର ୨ରୁ ଅଧିକ ବଗି କ୍ଷତିଗ୍ରସ୍ତ…