ପୁଣି ଟ୍ରେନ ଟ୍ରାଜେଡି; ରେଳ ବିଭାଗ ପକ୍ଷରୁ ଜାରି ହେଲା ହେଲ୍ପଲାଇନ୍ ନମ୍ବର
ସିଲିଗୁରି: ପୁଣି ଆଉ ଏକ ବଡ ଟ୍ରେନ ଟ୍ରାଜେଡି | ପଶ୍ଚିମବଙ୍ଗ ଦାର୍ଜିଲିଂରେ ଘଟିଛି ଟ୍ରେନ୍ ଦୁର୍ଘଟଣା | ସୋମବାର କଞ୍ଚନଜୁଙ୍ଗା ଏକ୍ସପ୍ରେସ ପଶ୍ଚିମବଙ୍ଗର ସିଲିଗୁରି ଜିଲ୍ଲାରେ ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ଫଳରେ ଟ୍ରେନର ୨ରୁ ଅଧିକ ବଗି କ୍ଷତିଗ୍ରସ୍ତ ହୋଇଛି | ଏହାସହିତ ପ୍ରାୟ…