Latest Odisha News

BREAKING NEWS

ଦେଖାଦେବନି ବିଜୁଳି ସଙ୍କଟ: ଟିପିଏସ୍ଓଡିଏଲର ପ୍ରସ୍ତୁତି

ବ୍ରହ୍ମପୁର: ମାଡ଼ି ଆସୁଛି ଖରା । ଏଥିରୁ ତ୍ରାହି ପାଇବାକୁ ଟିପିଏସ୍ଓଡିଏଲ ପକ୍ଷରୁ ଆରମ୍ଭ ହୋଇଛି ପ୍ରସ୍ତୁତି । ଯେପରି ଉପଭୋକ୍ତା ବିଦ୍ୟୁତ ସଂକଟ ଦେଇ ଗତିକରିବେନି ଏବଂ ନିରବଚ୍ଛିନ୍ନ ତଥା ଭରସାଯୋଗ୍ୟ ବିଜୁଳି ସେବା ଯୋଗାଇଦେବା ଲକ୍ଷ୍ୟ ରଖାଯାଇଛି । ଏଥିପାଇଁ ଟିପିଏସ୍ଓଡିଏଲ୍, ଟାଟା…

ସିଦ୍ଧୁ ମୁସେୱାଲାଙ୍କ ଘରକୁ ଆସିବ ଖୁସି, ପୁଣି ମା ହେବାକୁ ଯାଉଛନ୍ତି ସିଦ୍ଧୁଙ୍କ ମା’

ଚଣ୍ଡିଗଡ: ପଞ୍ଜାବୀ ଗାୟକ ସିଦ୍ଧୁ ମୁସେୱାଲଙ୍କ ଘରକୁ ଆସିବେ ନୂଆଁ ଅତିଥି । ପୁଣି ମା’ ହେବାକୁ ଯାଉଛନ୍ତି ସିଦ୍ଧୁ ମୁସେୱାଲଙ୍କ ମା’ ଚରଣ କୌର ସିଂହ । ଆଇଭିଏଫ ଜ୍ଞାନକୌଶଳରେ ଏକ ଶିଶୁକୁ ଜନ୍ମ ଦେବାକୁ ଯାଉଛନ୍ତି ସିଦ୍ଧୁ ମୁସେୱାଲାଙ୍କ ମାଆ । ମାର୍ଚ୍ଚରେ କୁନି ଅତିଥି ଆସିବା ନେଇ…

ଖୁସିର ସଂସାରରେ ଲାଗିଗଲା ନଜର, ହୃଦଘାତରେ ସ୍ୱାମୀ ମୃତ୍ୟୁ, ଜୀବନ ହାରିଲେ ସ୍ତ୍ରୀ

ଲକ୍ଷ୍ନୌ: କିଛି ମୁହୁର୍ତ୍ତରେ ଉଜୁଡ଼ିଗଲା ହସଖୁସିର ସଂସାର । ସ୍ୱାମୀଙ୍କ ମୃତ୍ୟୁକୁ ସହି ପାରିଲାନି ସ୍ତ୍ରୀ  । ଦୁଃଖରେ ଜୀବନ ହାରିଦେଲା ସ୍ତ୍ରୀ । ଏଭଳି ଅଭାବନୀୟ ଘଟଣା ଘଟିଛି ଉତ୍ତରପ୍ରଦେଶ ଗାଜିଆବାଦରେ । ବିବାହର ୩ ମାସରେ ଆରପାରିକୁ ଚାଲିଗଲେ ଏହି ନବଦମ୍ପତି । ହୃଦଘାତେର ସ୍ୱାମୀଙ୍କ…

ମାହାଙ୍ଗା: ନେତା, କର୍ମୀ ଏବେ କଂଗ୍ରେସ ମୁହାଁ, ଅସନ୍ତୁଷ୍ଟ ବିଜେଡି-ବିଜେପି ନେତା!

ମାହାଙ୍ଗା: ଆସନ୍ତା ନିର୍ବାଚନ ପାଇଁ ରାଜନୀତି ବେଶ୍ ସରଗରମ୍ । ଭୋଟରଙ୍କୁ ମନାଇବାକୁ ପ୍ରସ୍ତୁତ ହୋଇଗଲେଣି ନେତା । କିଏ ପଦ୍ମ ଛାଡ଼ି ହାତ ଧରୁଛି, ଆଉ କିଏ ହାତ ଛାଡ଼ି ପଦ୍ମ ଆଉ ଶଙ୍ଖକୁ ବାଛି ନେଉଛନ୍ତି । ସବୁବେଳେ ରାଜନୀତିକୁ ନେଇ ଚର୍ଚ୍ଚାରେ ରହିଛି ମାହାଙ୍ଗା । ଏବେ ମାହାଙ୍ଗା…

ଯୁକ୍ତ ୨ ପରୀକ୍ଷା: ମାର୍ଚ୍ଚ ୨୨ରୁ ଖାତା ଦେଖା, ୧୫ରେ ଫଳ

କଟକ: ମେ’ ୧୫ ଭିତରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ । ଗୋଟିଏ ଦିନରେ କଳା, ବିଜ୍ଞାନ, ବାଣିଜ୍ୟ ଧନ୍ଦାମୂଳକ ଶିକ୍ଷା ରେଜଲ୍ଟ ବାହାରିବ । ଚଳିତ ବର୍ଷ ଗୋଟିଏ ଦିନରେ ସବୁ ରେଜଲ୍ଟ ପ୍ରକାଶ ପାଇବ । ଏନେଇ ସୂଚନା ଦେଇଛନ୍ତି ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ଅଶୋକ ନାୟକ । ନିର୍ବାଚନ…

ଜୀବନ ହାରିଲେ ପେଟିଏମ୍ କମ୍ପାନୀ ଫିଲ୍ଡ ମ୍ୟାନେଜର, ୧୬ ଘଣ୍ଟା କାଳ ବାପା,ମାଆ ଲୁଚାଇଥିଲେ

ଭୋପାଳ: କମ୍ପାନୀ ବନ୍ଦ ହୋଇଯିବା ଭାବି କିଛି ଦିନ ହେବ ଚିନ୍ତାରେ ଥିଲେ । ଶେଷରେ ଜୀବନ ହାରିଦେଲେ ଇନ୍ଦୋର ପେଟିଏମ୍ କମ୍ପାନୀର ଫିଲ୍ଡ ମ୍ୟାନେଜର ଗୌରବ ଗୁପ୍ତା । ୧୬ ଘଣ୍ଟା କାଳ ବାପା ମାଆଙ୍କୁ ଏହି ଖବର ଜଣାଇଥିଲେ ପରିବାରର ଅନ୍ୟ ସଦସ୍ୟ । ଉଭୟ ବାପା, ମାଆ ହାର୍ଟ ପେସେଣ୍ଟ ଥିବାରୁ…