Latest Odisha News

BREAKING NEWS

ଆତ୍ମସମର୍ପଣ କଲେ ୭୦୦ରୁ ଊର୍ଦ୍ଧ୍ବ ମିଲିସିଆ

ମାଲକାନଗିରି: ରାଜ୍ୟ ସରକାରଙ୍କ ଲୋକାଭିମୁଖୀ କାର୍ଯ୍ୟକୁ ଦେଖି ସଙ୍ଗଠନ ଛାଡିଛନ୍ତି ମିଲିସିଆ । ମାଲକାନଗିରି ଜିଲ୍ଲାରୁ 700ରୁ ଅଧିକ ମିଲିସିଆ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି।  ମାଓ ସଙ୍ଗଠନ ଛାଡ଼ି ସାଧାରଣ ଜୀବନ ସ୍ରୋତରେ ସାମିଲ ହେଉଛନ୍ତି  ଆଦିବାସୀ । ପୋଲିସର ସଚେତନତା ପରେ  …

ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ ଟେକ୍ନୋଲୋଜିରେ ଖର୍ଚ୍ଚ ହେବ ୨ ହଜାର କୋଟି ଟଙ୍କା

ଭୁବନେଶ୍ବର: ବଦଳିବ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ ଟେକ୍ନୋଲୋଜି ର ରୂପରେଖ ।  ୫ ବର୍ଷରେ ଖର୍ଚ୍ଚ ହେବ ୨ ହଜାର କୋଟି ଟଙ୍କା  । ମାଷ୍ଟରପ୍ଲାନକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  । ୨୦୨୬ ସୁଦ୍ଧା ୨୪ଟି ଅଣ୍ଡର ଗ୍ରାଜୁଏଟ ବିଭାଗରେ ୧୦ ହଜାରରୁ ଅଧିକ…

୪ ଦିନିଆ ପୁଲିସ ହେପାଜତକୁ ଗଲେ ଆପ୍ ବିଧାୟକ ଅମାନତୁଲ୍ଲା ଖାନ

ନୂଆଦିଲ୍ଲୀ: ଆପ୍ ବିଧାୟକ ଅମାନତୁଲ୍ଲା ଖାନଙ୍କୁ ଚାରି ଦିନିଆ ପୋଲିସ ହେପାଜତକୁ ପଠାଇଛନ୍ତି କୋର୍ଟ ।  ଦିଲ୍ଲୀ ୱାକଫ ବୋର୍ଡ ନିଯୁକ୍ତିରେ ଅନିୟମିତତା ଅଭିଯୋଗରେ ଗିରଫ ହୋଇଥିଲେ ଆପ ବିଧାୟକ ଅମାନତୁଲ୍ଲା ଖାନ । ଏବେ ତାଙ୍କୁ ପୋଲିସ ଜେରା କରିବା ପାଇଁ ସ୍ବତନ୍ତ୍ର ସିବିଆଇ କୋର୍ଟ…

ଜାତୀୟ ଲଜିଷ୍ଟିକ୍ସ ନୀତି ପଛରେ ୮ ବର୍ଷର କଠିନ ପରିଶ୍ରମ ରହିଛି: ମୋଦି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନ ଠାରେ ଜାତୀୟ ଲଜିଷ୍ଟିକ୍ସ ନୀତି (ଏନଏଲପି)ର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ, ଏକ ବିକଶିତ ରାଷ୍ଟ୍ର ଭାବେ ଭାରତକୁ ପ୍ରତିଷ୍ଠିତ କରିବା…

ଭାରତ ଯୋଡୋ ଯାତ୍ରା ପ୍ରସ୍ତୁତି ବୈଠକ ପାଇଁ ଓଡ଼ିଶାରେ ପହଁଚିଲେ ଦିଗବିଜୟ, ଜୟରାମ

ଭୁବନେଶ୍ୱର : ଓଡ଼ିଶାରେ କଂଗ୍ରେସର ଭାରତ ଯୋଡୋ ଯାତ୍ରା ଆୟୋଜନ କରାଯିବ । ସେନେଇ ପ୍ରସ୍ତୁତି ବୈଠକ ପାଇଁ ଓଡ଼ିଶା ଗସ୍ତରେ ଆସି ପହଁଚିଛନ୍ତି କଂଗ୍ରେସର ବରିଷ୍ଠ ନେତା ଦିଗବିଜୟ ସିଂ ଓ ଜୟରାମ ରମେଶ  । ଆଜି ସନ୍ଧ୍ୟାରେ ଭୁବନେଶ୍ୱର ପହଞ୍ଚିବା ସହ ରାଜ୍ୟ ନେତାଙ୍କ ସହ ଆଲୋଚନା କରିଛନ୍ତି ।…

ମଲା ବାଛୁରୀକୁ ଝୁରି ଝୁରି ଗାଡ଼ି ପଛରେ ଧାଉଁଛି ମା ଗାଈ

ଭୁବନେଶ୍ୱର: ସୃଷ୍ଟିର କଲ୍ୟାଣ ପାଇଁ ମା ର ଜନ୍ମ  । ସନ୍ତାନର ସୁଖରେ ସେ ପାଏ ପରମ ଆନନ୍ଦ । ଏହା କେବଳ ମଣିଷ ମାନଙ୍କ କ୍ଷେତ୍ରରେ ଦେଖାଯାଏ ନାହିଁ । ପଶୁମାନଙ୍କ ନିକଟରେ ମଧ୍ୟ ଦେଖାଯାଏ । ଏମିତି ଏକ ଘଟଣା ଦେଖିବାକୁ ମିଳଛି ରାଜଧାନୀରେ ।  ମା ଗାଈଟି ଛୁଆ ବାଛୁରୀର ମୃତ୍ୟୁକୁ ସହଜରେ ଗ୍ରହଣ…

ଚିତା ବାଘ ପୁଣିଥରେ ଭାରତ ମାଟିକୁ ଫେରିଛନ୍ତି : ମୋଦି

ମଧ୍ୟପ୍ରଦେଶ: ଚିତା ବାଘ ପୁଣିଥରେ ଭାରତ ମାଟିକୁ ଫେରିଛି। ଏବେ ଚିତାବାଘଙ୍କ ନୂତନ ବାସସ୍ଥାନ ହୋଇଛି ମଧ୍ୟପ୍ରଦେଶର କୁନୋ ନ୍ୟାସନାଲ ପାର୍କ।   ନାମ୍ବିଆରୁ ଆଠଟି ଚିତାବାଘ ଏକ ସ୍ବତନ୍ତ୍ର କାର୍ଗୋ ବିମାନରେ ଭାରତ ଆସିବା ପରେ ଏହି ସମସ୍ତ ଚିତାଙ୍କୁ ସେନାର ତିନିଟି ସ୍ୱତନ୍ତ୍ର ହେଲିକପ୍ଟର…

ସାଇ ଇଣ୍ଟରନ୍ୟାସନାଲ୍ ସ୍କୁଲ ଛାତ୍ର ଶ୍ରେୟାନ୍ସଙ୍କ ସଫଳତା

ନୂଆ ଦିଲ୍ଲୀ: ଦିଲ୍ଲୀର ଆଇଟିପିଓ ଠାରେ ଅନୁଷ୍ଠିତ ନବମ ଜାତୀୟ ସ୍ତରୀୟ ପ୍ରଦର୍ଶନୀ ଏବଂ ପ୍ରକଳ୍ପ ପ୍ରତିଯୋଗିତାରେ ସାଇ ଇଣ୍ଟରନ୍ୟାସନାଲ୍ ସ୍କୁଲର ବିଜ୍ଞାନ ବିଭାଗର ଏକାଦଶ ଶ୍ରେଣୀ ଛାତ୍ର ଶ୍ରେୟାନ୍ସ ବିକାଶ ମିଶ୍ର ରାଜ୍ୟ ପାଇଁ ଗୈାରବ ଆଣିଛନ୍ତି । ନିଜର ବଳିଷ୍ଠ ଉଦ୍ଭାବନକୁ ପ୍ରଦର୍ଶିତ କରି…

ବାଉଚର ମୁମ୍ବାଇ ଇଣ୍ଡିଆନ୍ସ , ବେଲିସ ପଞ୍ଜାବ କିଙ୍ଗ୍ସର ମୁଖ୍ୟ ପ୍ରଶିକ୍ଷକ

ମୁମ୍ବାଇ: ମାର୍କ ବାଉଚର ଆଗାମୀ ଆଇପିଏଲ୍‌ ରେ ମୁମ୍ବାଇ ଇଣ୍ଡିଆନ୍ସର ମୁଖ୍ୟ ପ୍ରଶିକ୍ଷକ ଭାବେ  ନିଯୁକ୍ତ ହୋଇଛନ୍ତି। ବାଉଚର ପୂର୍ବତନ ଶ୍ରୀଲଙ୍କା ଅଧିନାୟକ ମାହେଲା ଜୟବର୍ଦ୍ଧନେଙ୍କ ସ୍ଥାନରେ ନୂଆ ନିଯୁକ୍ତି ପାଇଛନ୍ତି। ଏବେ ସେ ଦକ୍ଷିଣ ଆଫ୍ରିକା ଦଳର ମୁଖ୍ୟ ପ୍ରଶିକ୍ଷକ ଅଛନ୍ତି । …

ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନ: ମଧ୍ୟପ୍ରଦେଶରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ । ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀଙ୍କୁ ଚାରିଆଡୁ ଶୁଭେଚ୍ଛା ବାର୍ତ୍ତା ମିଳୁଛି । ଏହା ସହ ଜନ୍ମଦିନରେ ଅନେକ କାର୍ଯ୍ୟକ୍ରମରେ ଯୋଗଦେବେ ପ୍ରଧାନମନ୍ତ୍ରୀ । ଆଜି ମଧ୍ୟପ୍ରଦେଶ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ମୋଦି ।…