ଯୁଦ୍ଧକାଳୀନ ଭିତ୍ତିରେ ଘାଇ ମରାମତି କରିବାକୁ ନିର୍ଦ୍ଦେଶ
ଭୁବନେଶ୍ବର: ରାଜ୍ୟ ଜଳସମ୍ପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ ଆଜି ସେଚ ସଦନ ଠାରେ ରାଜ୍ୟର ବିଭିନ୍ନ ନଦୀ ଅବବାହିକାରେ ଥିବା ନଦୀ ଓ ଜଳଭଣ୍ଡାରର ଜଳସ୍ତର ସ୍ଥିତି ସମୀକ୍ଷା କରିଛନ୍ତି । ରାଜ୍ୟରେ ସୁବର୍ଣ୍ଣରେଖା, ବୈତରଣୀ,ବୁଢ଼ାବଳଙ୍ଗ, ଜଳକା ଆଦି ନଦୀରେ ଜଳ ପ୍ରବାହ ସହ …