ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ
ସୋନପୁର: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି । ପ୍ରତିବର୍ଷ ଭାଦ୍ରବ ପଂଚମୀ ତିଥିରେ ନୂଆଁଖାଇ ଆସୁଥିଲେ ହେଁ ନିଜ ନିଜର ଇଷ୍ଟ ଦେବୀଙ୍କୁ ନେଇ ଲଗ୍ନ ସ୍ଥିର ହୋଇଥାଏ । ସୁବର୍ଣ୍ଣପୁର ଗଡଜାତ ସହ ପଂଚରା ଅଂଚଳ ପାଇଁ ଏବର୍ଷ ପଣ୍ଡିତ ମହାସଭା ଜଗନ୍ନାଥ ମନ୍ଦିର…