Latest Odisha News

ଆସନ୍ତାକାଲି ନୀତୀଶ କୁମାରଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ

ଆସନ୍ତାକାଲି ନୀତିଶ କୁମାରଙ୍କ ମନ୍ତ୍ରୀମଣ୍ଡଳରେ ୩୧ ଜଣ ମନ୍ତ୍ରୀ ଶପଥ ନେବେ। ନୀତିଶଙ୍କ ମନ୍ତ୍ରୀମଣ୍ଡଳରେ  କଂଗ୍ରେସରୁ ୨, ଆରଜେଡି ରୁ ୧୬, ଜେଡିୟୁ ୧୧, ହମର ଜଣେ ଓ ଆଉ ଜଣେ ସ୍ୱାଧୀନ ବିଧାୟକ ମନ୍ତ୍ରୀ ଭାବେ ଶପଥ ନେବେ ବୋଲି ଜଣାପଡିଛି । ଆସନ୍ତାକାଲି ରାଜଭବନରେ ଦିନ ୧୧ ଟା  ୩୦ ମିନିଟରେ…

ତଳମୁଣ୍ଡରେ ବନ୍ୟାର ପ୍ରକୋପ କମାଇବାକୁ ହୀରାକୁଦର ୮ଟି ଗେଟ୍‌ ବନ୍ଦ ପାଇଁ ନିଷ୍ପତ୍ତି

ଭୁବନେଶ୍ୱର: ମହାନଦୀର ତଳମୁଣ୍ଡରେ ବନ୍ୟାର ପ୍ରକୋପ ବୃଦ୍ଧି ପାଇଛି। ଲଗାଣ ବର୍ଷା ପରେ କିଛି ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ଆଜି ଦିନରେ ଜଳ ସ୍ତର ବୃଦ୍ଧି ପାଉଛି। ଫଳରେ ଏହିସବୁ ଗାଁକୁ ମୁଖ୍ୟ ରାସ୍ତା ସହିତ ସଂଯୋଗ କରୁଥିବା ରାସ୍ତା ଉପରେ ପ୍ରାୟ ୧୦ ଫୁଟ ଉଚର ବନ୍ୟାଜଳ ପ୍ରବାହିତ…

କ୍ରୀଡା ଓ ଯୁବସେବା ବିଭାଗ ପକ୍ଷରୁ ୭୬ ତମ ସ୍ୱାଧୀନତା ଦିବସ ପାଳିତ

ଭୁବନେଶ୍ୱର: କ୍ରୀଡା ଓ ଯୁବସେବା ବିଭାଗ ପକ୍ଷରୁ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ଠାରେ ୭୬ ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି ।  ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ତଥା ଓଡିଶା ହକି ପ୍ରମୋସନ କାଉନସିଲର ଅଧକ୍ଷ ପଦ୍ମଶ୍ରୀ ଦିଲୀପ ତିର୍କୀ ଜାତୀୟ ପତାକା ଉତ୍ତୋଳନ କରିଵା ସହ ଉପସ୍ଥିତ…

୨୨ ପୁଲିସ କର୍ମଚାରୀଙ୍କୁ ପଦକ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର:  ୭୬ତମ ସ୍ୱାଧୀନତା ଦିବସ ଅବସରରେ  ପୁଲିସ ଅଧିକାରୀ ଓ  କର୍ମଚାରୀଙ୍କୁ ପୁଲିସ ପଦକ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।ସାହସିକତା ପାଇଁ ୯ ଜଣଙ୍କୁ ପୁଲିସ ପଦକ, ବିଶିଷ୍ଟ ସେବା ପାଇଁ ୨ ଜଣଙ୍କୁ ରାଷ୍ଟ୍ରପତି ପୁଲିସ ପଦକ ଏବଂ ଉଲ୍ଲେଖନୀୟ ସେବା ପାଇଁ ୧୧ଜଣଙ୍କୁ…

ସ୍ବାଧୀନତା ସଂଗ୍ରାମୀ ଓ ଦେଶ ନିର୍ମାତାଙ୍କୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ସ୍ବାଧୀନତା ଦିବସ ଅବସରରେ ଲାଲ୍‌ କିଲାରୁ ପ୍ରଧାନମନ୍ତ୍ରୀ ମୋଦୀ ଦେଶବାସୀଙ୍କୁ ଉଦବୋଧନ ଦେଇଛନ୍ତି । ଭବ୍ୟ ସମାରୋହରେ  ତ୍ରିରଙ୍ଗା ଉତ୍ତୋଳନ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।  ସକାଳ  ୭.୩୦ରୁ ଆରମ୍ଭ ହୋଇ  ୯୦ ମନିଟ୍‌   ଭାଷଣ ଦେଇଥିଲେ ପ୍ରଧାନମନ୍ତ୍ରୀ…

ଜାତୀୟ ପତାକା ଦେଶବାସୀଙ୍କ ସ୍ୱାଭିମାନ ଓ ଗୌରବ: ସମୀର ମହାନ୍ତି

ଭୁବନେଶ୍ୱର, : କଟକ ଜିଲ୍ଲା ନିଆଳି ନିର୍ବାଚନ ମଣ୍ଡଳୀର ଜଳାରପୁରଠାରେ ଆୟୋଜିତ ‘ ହର୍ ଘର୍ ତ୍ରିରଙ୍ଗା’ କାର୍ଯ୍ୟକ୍ରମରେ ରାଜ୍ୟ ସଭାପତି  ସମୀର ମହାନ୍ତି ଯୋଗ ଦେଇଥିଲେ । ଜାତୀୟ ପତାକା ଦେଶବାସୀଙ୍କ ସ୍ୱାଭିମାନ ଓ ଗୌରବ । ଏହି ପତାକାକୁ ସମ୍ମାନର ସହିତ ଉଚ୍ଚ ସ୍ଥାନରେ ରଖିବା ଆମ ସମସ୍ତ…

ସ୍ୱାଧୀନତା ଦିବସ ଉପଲକ୍ଷେ ୧୦୮୨ ପୁଲିସ କର୍ମୀଙ୍କୁ ପୁଲିସ ପଦକ

ନୂଆଦିଲ୍ଲୀ:  ସ୍ୱାଧୀନତା ଦିବସ, ୨୦୨୨ ଉପଲକ୍ଷେ ଦେଶର ମୋଟ୍‌ ୧୦୮୨ ଜଣ ପୁଲିସ କର୍ମୀଙ୍କୁ ପଦକ ପ୍ରଦାନ ପାଇଁ ଘୋଷଣା  କରାଯାଇଛି । ୩୪୭ ଜଣ ପୁଲିସ କର୍ମୀଙ୍କୁ ସାହସିକତା ପୁରସ୍କାର ପ୍ରଦାନ କରାଯାଇଥିବା କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଘୋଷଣା କରାଯାଇଛି । ଅନ୍ୟପକ୍ଷରେ…

ଦେବେନ୍ଦ୍ର ପ୍ରତାପ ସିଂହଙ୍କୁ କିର୍ତ୍ତୀ ଚକ୍ର , ଆକ୍ସେଲକୁ ମରଣୋତ୍ତର ବୀରତା ପୁରସ୍କାର

ନୂଆଦିଲ୍ଲୀ: ସ୍ୱାଧୀନତା ଦିବସ ପୂର୍ବ ସଂଧ୍ୟାରେ  କେନ୍ଦ୍ର ସରକାର ବୀରତା ପୁରସ୍କାର ଘୋଷଣା କରିଛନ୍ତି ।  ନାୟକ ଦେବେନ୍ଦ୍ର ପ୍ରତାପ ସିଂଙ୍କୁ ଦେଶର ଦ୍ୱିତୀୟ ସର୍ବୋଚ୍ଚ ବୀରତା ପୁରସ୍କାର କିର୍ତ୍ତୀ ଚକ୍ର ପ୍ରଦାନ କରାଯାଇଛି। ନାଏକ ଦେବେନ୍ଦ୍ର ପ୍ରତାପ ସିଂ ଚଳିତ ବର୍ଷ ଜାନୁୟାରୀ 29 ରେ…

ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ରାଷ୍ଟ୍ର ଉଦ୍ଦେଶ୍ୟରେ ଅଭିଭାଷଣ

ନୂଆଦିଲ୍ଲୀ: ଛ’ସ୍ତରୀ ତମ ସ୍ୱାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ରାଷ୍ଟ୍ର ଉଦ୍ଦେଶ୍ୟରେ ଅଭିଭାଷଣ ଦେଇଛନ୍ତି । ରାଷ୍ଟ୍ରପତି କହିଛନ୍ତି ମୋର ପ୍ରିୟ ଦେଶବାସୀ, ନମସ୍କାର ! ଛ’ସ୍ତରୀ ତମ ସ୍ୱାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଦେଶରେ…

ସ୍ୱାଧିନତା ସଂଗ୍ରାମୀଙ୍କ ଏନ୍ତୁଡ଼ିଶାଳ ଗୋପାଳବାଡ଼ି ଏବେ ଅଲୋଡ଼ା

କୋରାପୁଟ: ପରିଚୟ ହଜାଇବାକୁ ବସିଲାଣି ସ୍ୱାଧିନତା ସଂଗ୍ରାମୀଙ୍କ ଏନ୍ତୁଡ଼ିଶାଳ ଗୋପାଳବାଡ଼ି । ଦିନ ଥିଲା ଦେଶ ସ୍ୱାଧୀନରେ ଅବିଭକ୍ତ କୋରାପୁଟ ଜିଲ୍ଲା ପ୍ରମୁଖ ଭୁମିକା ଗ୍ରହଣ କରିଥିଲା । ଏବେ ଏହି ଐତିହାସିକ ସ୍ଥଳି ଏବେ ସମସ୍ତଙ୍କ ପାଇଁ ଅଲୋଡ଼ା ।  ସ୍ବାଧୀନତା ସଂଗ୍ରାମ ପାଇଁ  ଯେଉଁମାନେ…