Latest Odisha News

BREAKING NEWS

ସ୍ବାଧୀନତାର ୭୫ବର୍ଷ: ଦେଶର ୭୫ଟି ଜେଲରେ ହେବ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ

ନୂଆଦିଲ୍ଲୀ: ମହର୍ଷି ଶ୍ରୀ ଅରବିନ୍ଦଙ୍କର ୧୫ଠତମ ଜନ୍ମ ଦିବସ ଏବଂ ଦେଶ ସ୍ୱାଧୀନତାର ୭୫ ବର୍ଷ ପାଳନ ଅବସରରେ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଶ୍ରୀ ଅରବିନ୍ଦଙ୍କର ଜୀବନାଦର୍ଶ ଉପରେ ଆଧାରିତ ସାଂସ୍କୃତିକ କାର୍ଯ୍ୟକ୍ରମ ୭୫ଟି ଜେଲରେ ଆୟୋଜନ କରାଯିବ । ଅଗଷ୍ଟ ୧୨ ତାରିଖରୁ ୧୫ ତାରିଖ ମଧ୍ୟରେ…

ନେତାଜୀ ୧୯୪୩ରେ ପୋର୍ଟବ୍ଲେୟାରରୁ ଉଡ଼ାଇଥିଲେ ସ୍ବାଧୀନତାର ପତାକା

ଭୁବନେଶ୍ୱର: ଭାରତର ସ୍ବାଧୀନତା ପାଇଁ ଅନେକ ଦେଶପ୍ରେମୀ ବଳୀଦାନ ଦେଇଥିଲେ । ଦେଶ ଯେତେବେଳେ ସ୍ବାଧୀନତାର ୭୫ ବର୍ଷ ପାଳନ କରୁଛି ସେତେବେଳେ ସେହି ଦେଶପ୍ରେମୀଙ୍କୁ ଆଜି ସାରା ଦେଶ ସ୍ମରଣ କରୁଛି । ସ୍ବାଧୀନତା ସଂଗ୍ରାମ ସମୟର ଅନେକ କଥା ଅଛି ଯାହା ଆଜିବି ଜାଣିଲେ ମନରେ ନୂତନ ଆଶା ସୃଷ୍ଟି…

ବ୍ୟବସାୟୀଙ୍କ ଠାରୁ ସୁନା ବିସ୍କୁଟ ଓ ଟଙ୍କା ଜବତ ଘଟଣାରେ ଆୟକର ବିଭାଗର ତଦନ୍ତ

ବ୍ରହ୍ମପୁର: ଗଞ୍ଜେଇ ଯାଞ୍ଚ ବେଳେ ବସ ଭିତରୁ ମହାରାଷ୍ଟ୍ରର ବ୍ୟବସାୟୀ ଦଶରଥ ସାହୁକାରଙ୍କ ଠାରୁ ୧ କୋଟି ୨୨ ଲକ୍ଷ ଟଙ୍କା ଓ ବ୍ରହ୍ମପୁରର ଆନନ୍ଦ ଜୁଏଲର୍ସରୁ ୨୩ଟି ସୁନା ବିସ୍କୁଟ ଜବତ ଘଟଣାରେ କଟକ ଲିଙ୍କ ମିଳିଛି  ।  ବୁଧବାର ଜିଏସଟି ବିଭାଗର ତଦନ୍ତ କରିଥିବା ବେଳେ ଗୁରୁବାର ଆୟକର ବିଭାଗ…

ଓକିଲାତିରୁ ଉପରାଷ୍ଟ୍ରପତି : ଜଗଦୀପ ଧନଖଡ଼େ ଚତୁର୍ଦ୍ଦଶ ଉପରାଷ୍ଟ୍ରପତି

ନୂଆଦିଲ୍ଲୀ: ଜଗଦୀପ ଧନଖଡ଼  ଭାରତର ଚତୁର୍ଦ୍ଦଶ ଉପରାଷ୍ଟ୍ରପତି ତଥା ରାଜ୍ୟସଭା ଅଧ୍ୟକ୍ଷ ଭାବେ ଶପଥ ଗ୍ରହଣ କରିଛନ୍ତି । ଜଣେ ସ୍ୱନାମଧନ୍ୟ ଆଇନଜ୍ଞ ଓ ପଶ୍ଚିମବଙ୍ଗର ପୂର୍ବତନ ରାଜ୍ୟପାଳ ଶ୍ରୀ ଧନଖଡ଼ଙ୍କୁ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ଶପଥ ଗ୍ରହଣ…

ନୀତିଶ କୁମାରଙ୍କ ସ୍ବପ୍ନ ବାସ୍ତବ ହେବ କି?

୨୨ ବର୍ଷ ମଧ୍ୟରେ ଅଷ୍ଟମ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ନୀତିଶ କୁମାର ।  ତେବେ ଏତେ ଥର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଧାନମନ୍ତ୍ରୀ ହେବାକୁ କାହାର ବା ଇଚ୍ଛା ହେବ ନାହିଁ । ନୀତିଶଙ୍କର ମଧ୍ୟ ପୂର୍ବରୁ ଏହା ସ୍ପଷ୍ଟ କରିସାରିଛନ୍ତି । ୨୦୦୦ ମସିହାରୁ ମୁଖ୍ୟମନ୍ତ୍ରୀ ଭାବେ…

ନୂପୁର ଶର୍ମାଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ବସ୍ତି: ଯାଂଚ ନସରିବା ପର୍ଯ୍ୟନ୍ତ ଗିରଫ ଉପରେ ରୋକ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ନୂପୁର ଶର୍ମାଙ୍କ ଆବେଦନକୁ ଗ୍ରହଣ କରିଛନ୍ତି । ଯାଂଚ ନସରିବା ପର୍ଯ୍ୟନ୍ତ ନୂପୁରଙ୍କ ଗିରଫ ଉପରେ ରୋକ ଲଗାଇଛନ୍ତି । ମହମ୍ମଦଙ୍କ ଉପରେ ଟିପ୍ପଣୀ ଦେଇଥିବାରୁ ତାଙ୍କ ନାମରେ ଭିନ୍ନ ଭିନ୍ନ ରାଜ୍ୟରେ ୯ଟି  ମାମଲା ଦାୟର ହୋଇଥିଲା । ସୁପ୍ରିମକୋର୍ଟ ସବୁ ମାମଲା…

ଓଡ଼ିଶା ବିଜେପି ପ୍ରଭାରୀ ହେଲେ ସୁନୀଲ ବଂସଲ

ଭୁବନେଶ୍ବର: ବଦଳିଛନ୍ତି ଓଡ଼ିଶା ପାଇଁ ରାଜ୍ୟ ବିଜେପି ପ୍ରଭାରୀ । ନୂଆ ଦାୟିତ୍ବ ତୁଲାଇବେ ସୁନୀଲ ବଂଶଲ ।  ସୁନୀଲ ବଂଶଲ ହୋଇଛନ୍ତି ରାଜ୍ୟ ବିଜେପି ପ୍ରଭାରୀ । ତେଲେଙ୍ଗାନା, ପଶ୍ଚିମବଙ୍ଗ ସହ ଓଡିଶା ଦାୟିତ୍ୱ ମଧ୍ୟ ସମ୍ଭାଳିବେ ସୁନୀଲ ବଂଶଲ । କେନ୍ଦ୍ର ଗୃହମନ୍ତ୍ରୀଙ୍କ ଓଡ଼ିଶା ଗସ୍ତର…

ଓଡ଼ିଶା ପାଇଲା ୫,୨୮୨.୮୬ କୋଟି ଟଙ୍କାର ଟିକସ ଭାଗ

ରାଜ୍ୟ ସରକାରମାନଙ୍କୁ ଟିକସ ହସ୍ତାନ୍ତର ର ଦୁଇଟି କିସ୍ତି ଜାରି କରିଛନ୍ତି କେନ୍ଦ୍ର ସରକାର । ସ୍ୱାଭାବିକ ମାସିକ ଟିକସ ହସ୍ତାନ୍ତର ପରିମାଣ ୫୮,୩୩୨.୮୬ କୋଟି ଟଙ୍କା ତୁଳନାରେ ୧୦ ଅଗଷ୍ଟ, ୨୦୨୨ରେ କେନ୍ଦ୍ର ସରକାର ୧,୧୬,୬୬୫.୭୫ କୋଟି ଟଙ୍କାର କେନ୍ଦ୍ରୀୟ ଟିକସ ଭାଗ ରାଜ୍ୟମାନଙ୍କୁ ଯୋଗାଇ…

ତାଇଓ୍ୱାନକୁ ଦଖଲ କରିବାକୁ ସି ଜିନପିଙ୍ଗ୍ ଦେଖୁଛନ୍ତି ସ୍ବପ୍ନ!

ତାଇଓ୍ବାନକୁ ଦଖଲ କରିବ କି ଚୀନ? ଏ ପ୍ରଶ୍ନ କୁ ନେଇ ସାରା ବିଶ୍ବରେ ଏବେ ଚର୍ଚା, ଆଲୋଚନା ଚାଲିଛି । ତେବେ ଏହି ଆଲୋଚନାକୁ ଚାଇନା ପୁଣି ଖୋରାକ ଯୋଗାଉଛି । ଏବେ ତାଇଓ୍ବାନକୁ ଦଖଲ କରିବା ପାଇଁ ପୁଣି  ଚାଇନା ନୂଆ ପ୍ଲାନ କରିଛି । ଏଥିପାଇଁ ପ୍ରଥମେ ଧମକ ଦେବା ପରେ ଏବେ ତାଇଓ୍ବାନ …

ଲେଖକ ଗଣେଶ୍ବର ମିଶ୍ରଙ୍କ ସ୍ମାରକୀ ବକ୍ତୃତା : ଓଡ଼ିଆ ସିନେମାରୁ ଅପସରି ଗଲାଣି ସାହିତ୍ୟ କହିଲେ ସୂର୍ଯ୍ୟ ଦେଓ

ଭୁବନେଶ୍ବର: ଓଡ଼ିଆ ସାହିତ୍ୟର ବିଶିଷ୍ଟ କଥାକାର, କବି ତଥା ଲେଖକ ଗଣେଶ୍ବର ମିଶ୍ରଙ୍କ ସପ୍ତମ ଶ୍ରାଦ୍ଧବାର୍ଷିକୀ ଅବସରରେ ସ୍ଥାନୀୟ ଗୀତଗୋବିନ୍ଦ ସଦନରେ  ଏକ ସ୍ମୃତିସଭା ଗୀ ମଙ୍ଗଳବାର ଦିନ ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସ୍ବାଗତ ଭାଷଣ ପ୍ରଦାନ କରି ବରିଷ୍ଠ…