Latest Odisha News

BREAKING NEWS

କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ଶତ ପ୍ରତିଶତ ସଫଳତା:ବିଶାଖା ଓ ରୋନିତ ଆଞ୍ଚଳିକ ଟପର୍

ଭୁବନେଶ୍ୱର : ସିବିଏସ୍‍ଇ ଦ୍ୱାରା ପରିଚାଳିତ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳରେ  କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ଛାତ୍ରଛାତ୍ରୀମାନେ ଶତପ୍ରତିଶତ ସଫଳତା ହାସଲ କରିଛନ୍ତି। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ସ୍କୁଲ୍‍ର ସମସ୍ତ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି।…

ଅନୁବାଦ କବିତା : ତୁମକୁ ଭଲପାଇ

ମୂଳ ବଙ୍ଗଳା : ଜୀବନାନନ୍ଦ ଦାଶ  ଆଜି ଭୋର୍ ର ଆଲୁଅରେ ଉଜ୍ଜ୍ୱଳ ଏଇ ଜୀବନର ପଦ୍ମ ପତ୍ରର ଜଳ, ତଥାପି ଏଇ ଜଳ ନିମିଷକ ପାଇଁ କେଉଁଠୁ ଆସେ, କେଉଁଠିକୁ ଚାଲିଯାଏ , ତୁମକୁ ଭଲପାଇ ଏଇଟା ବୁଝିଛି ରାତି ପାହିଲେ ପଦ୍ମର ପତ୍ରରେ। ଅନେକ ଜନ୍ମ ଧରି ମୋ ମନରେ ଥିଲା ବ୍ୟଥା ସେଇଟା…

ଓଡିଶାର 43.52 ଲକ୍ଷ ପରିବାରକୁ ଟ୍ୟାପ୍‍ ଯୋଗେ ପାନୀୟ ଜଳ ଯୋଗାଣ

ନୂଆଦିଲ୍ଲୀ : ଓଡିଶାର 43.52 ଲକ୍ଷ ପରିବାରକୁ ଜଳ ଜୀବନ ମିଶନ ଯୋଜନାରେ ଟ୍ୟାପ ପାଣି ଯୋଗାଇ ଦିଆଯାଇଛି । ପାନୀୟଜଳ ଯୋଗାଣ ନେଇ ରାଜ୍ୟସଭାରେ ଏକ ପ୍ରଶ୍ନର ଉତ୍ତରରେ କେନ୍ଦ୍ର ଜଳ ଶକ୍ତି ରାଷ୍ଟ୍ରମନ୍ତ୍ରୀ ଶ୍ରୀ ପ୍ରହଲାଦ ସିଂହ ପଟେଲ ଏହି ସୂଚନା ଦେଇଛନ୍ତି । କେନ୍ଦ୍ର ମନ୍ତ୍ରୀ ଦର୍ଶାଇଛନ୍ତି…

ପ୍ରେମିକର ଘର ଆଗରେ ପ୍ରେମିକାଙ୍କ ଧାରଣା

ବ୍ରହ୍ମପୁର: ଗଞ୍ଜାମ ଜିଲାରେ ପୁଣି ଥରେ ପ୍ରେମ ଓ ପ୍ରତାରଣାର ଅଭିଯୋଗ ଆସିଛି । ପ୍ରେମିକଙ୍କ ଘର ଆଗରେ ଧାରଣା ଦେଇଛନ୍ତି ପ୍ରେମିକା । ଘଟଣା ହେଲା, ରାମଗିରି ଗ୍ରାମର ଶିବ ପ୍ରଧାନ କାମ ସନ୍ଧାନରେ ଗୁଜରାଟର ସୁରତକୁ ଯାଇଥିଲେ । ସେଠାରେ ଖଲିକୋଟ ଥାନା ସଚ୍ଛିନା ଗ୍ରାମର ଯୁବତୀ ଜଣକ ମଧ୍ୟ…

ଆଉ ଜଣେ ଅଧ୍ୟାପକଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଲେ ଛାତ୍ରୀ

ବ୍ରହ୍ମପୁର:ଛାତ୍ରୀଙ୍କୁ ନିର୍ଯାତନା ଜନିତ ଅଭିଯୋଗକୁ ନେଇ ଏବେ ଚର୍ଚ୍ଚାରେ ରହିଛି ବ୍ରହ୍ମପୁର ବିଶ୍ବବିଦ୍ୟାଳୟ । ପୂର୍ବରୁ ଓଡ଼ିଆ ଏବଂ ଇଂରାଜୀ ସ୍ନାତକୋତ୍ତର ବିଭାଗର ଅଧ୍ୟାପକଙ୍କ ବିରୋଧରେ କେତେକ ଛାତ୍ରୀ ନିର୍ଯ୍ୟାତନା  ଅଭିଯୋଗ ଆଣିଥିଲେ । ଏବେ ଇତିହାସ ବିଭାଗର ଅଧ୍ୟାପକଙ୍କ ବିରୋଧରେ…

ରାଜ୍ୟମାନଙ୍କୁ ମିଳିଛି ୫ ଲକ୍ଷ ୫୫ ହଜାର ୧୨୧ କୋଟି ଟଙ୍କାର ଜିଏସଟି କ୍ଷତିପୂରଣ

ନୂଆଦିଲ୍ଲୀ: ବିଗତ ପାଞ୍ଚ ବର୍ଷ ମଧ୍ୟରେ ବସ୍ତୁ ଓ ସେବା କର (ଜିଏସଟି) କାର‌୍ୟ୍ୟକାରୀ କରିବା କାରଣରୁ ରାଜ୍ୟମାନଙ୍କର ହୋଇଥିବା ରାଜସ୍ବ ହାନି ବାବଦରେ କେନ୍ଦ୍ର ସରକାର ବିଭିନ୍ନ ରାଜ୍ୟ ଏବଂ କେନ୍ଦ୍ର ଶାସିତ ପ୍ରଦେଶକୁ ୫ ଲକ୍ଷ ୫୫ ହଜାର ୧୨୧ କୋଟି ଟଙ୍କାର ଜିଏସଟି କ୍ଷତିପୂରଣ ଯୋଗାଇ…

ପୂର୍ବ ଶତ୍ରୁତାକୁ ନେଇ ଗୁଳିମାଡରେ ଜଣେ ମୃତ

ଆନନ୍ଦପୁର :  ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଖଲଣା ଗାଁରେ ପୂର୍ବ ଶତ୍ରୁତାକୁ ନେଇ ଗୁଳିମାଡ। ଗୁଳିମାଡରେ ଜଣଙ୍କର ମୃତ୍ୟ। ଅନ୍ୟଜଣେ ଗୁରୁତର ଅବସ୍ଥାରେ ସାଇଁକୁଳ ମେଡ଼ିକାଲ ରେ ଭର୍ତ୍ତି।  ବରପଦା ଠାରେ ସାପ୍ତାହିକ ହାଟ ଚାଲିଥିବା ବେଳେ ଖଲଣା ଗାଁର ସୁନନ୍ଦ ସେଠି ଓ ଅଭିମନ୍ୟୁ ସେଠି…

ଓଡ଼ିଆ-କନ୍ନଡ଼ ଜାତୀୟ ଅନୁବାଦ କର୍ମଶାଳା ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶା ସାହିତ୍ୟ ଏକାଡେମୀ, କର୍ଣ୍ଣାଟକ ସାହିତ୍ୟ ଏକାଡେମୀ ଓ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ବିଶ୍ୱବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଚାରିଦିନିଆ ଓଡ଼ିଆ-କନ୍ନଡ଼ ଜାତୀୟ ଅନୁବାଦ କର୍ମଶାଳା ଉଦ୍‍ଯାପିତ ହୋଇଛି । ଏନ୍‍. ନାଗାରାଜୁଙ୍କ ପୌରୋହିତ୍ୟରେ…

ଆରମ୍ଭ ହେଲା ମୈାସୁମୀ ଅଧିବେଶନ, ପ୍ରଥମେ ରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ

ନୂଆଦିଲ୍ଲୀ:  ଆଜିଠାରୁ ଆରମ୍ଭ ହୋଇଛି ସଂସଦର ମୌସୁମୀ ଅଧିବେଶନ । ପ୍ରଥମ ଦିନରେ ସଂସଦରେ ଉଭୟ ଗୃହର ସଦସ୍ୟମାନେ ରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଦେବା ଆରମ୍ଭ କରିଛନ୍ତି।  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନେକ ସାଂସଦ ଭୋଟ ଦେଇଛନ୍ତି  ।…

ମହାଦେବଙ୍କ ପାଖରେ ଜଳଲାଗି କଲେ କାଉଡ଼ିଆ

ଭୁବନେଶ୍ବର: ଆଜି ଶ୍ରାବଣ ମାସର ପ୍ରଥମ ସୋମବାରରେ ଶିବମନ୍ଦିରରେ ପ୍ରବଳ ଗହଳି । ବିଭିନ୍ନ ଶୈବପୀଠରେ କାଉଡିଆମାନେ  ବାବା ଭୋଳନାଥଙ୍କୁ ଜଳଲାଗି କରିଛନ୍ତି ।  ମାନସିକ ପୂରଣ ଲାଗି  ବିଭିନ୍ନ ନଦୀରୁ ପାଣି ଆଣି ଜଳ ଲାଗି କରିବା ପାଇଁ ସକାଳୁ ସକାଳୁ  କାଉଡିଆଙ୍କ ମନ୍ଦିର ନିକଟରେ ଭିଡ…