Latest Odisha News

BREAKING NEWS

ଓଡ଼ିଶା ରଣଜୀ କ୍ରିକେଟ ଟିମ୍‌ର କୋଚ୍ ପଦ ଛାଡ଼ିଲେ ଓ୍ୱାସିମ୍ ଜାଫର

ଭୁବନେଶ୍ବର: ଓଡ଼ିଶା ରଣଜୀ କ୍ରିକେଟ ଟିମ୍‌ର ମୁଖ୍ୟ କୋଚ୍ ପଦ ଛାଡ଼ିଲେ ଓ୍ୱାସିମ୍ ଜାଫର । ଓଡ଼ିଶା ପାଇଁ ସେ  ୨ଟି ସିଜିନ ରହିବା ପରେ କୋଚ୍ ପଦ ଛାଡ଼ିଛନ୍ତି ଓ୍ୱାସିମ୍ ଜାଫର । ଓ୍ୱାସିମ୍ ଜାଫର କୋଚ୍ ପଦ ଛାଡ଼ିବା ନେଇ ଓସିଏ ପକ୍ଷରୁ ସୂଚନା ଦିଆଯାଇଛି ।  ୧୯ ବର୍ଷରୁ କମ୍ ବାଂଲାଦେଶ ଟିମ୍‌ର…

ଜଗଦୀପ କିଏ ? ମମତାଙ୍କ ସହ କଣ ଥିଲା ବିବାଦ

ଓଡ଼ିଶା ସମ୍ବାଦ ବ୍ୟୁରୋ:  ଜଗଦୀପ ଧନଖଡ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ହୋଇଛନ୍ତି । ନିର୍ବାଚନ ଗଣିତ ଯାହା ଅଛି ଆକଳନ ଅନୁସାରେ ସେ ନିଶ୍ଚୟ ବିଜୟଲାଭ କରିବେ । ଲୋକସଭା ଏବଂ ରାଜ୍ୟସଭାରେ ଏନଡିଏର ବହୁମତ ଥିବାରୁ ଜଗଦୀପ ଧନଖଡ ଉପରାଷ୍ଟ୍ରପତି ହେବା ନିଶ୍ଚିତ । ତେବେ ସବୁଠୁ ଚର୍ଚାରେ…

ଜଗଦୀପ ଧନଖଡ ଏନଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ

 ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ପଦ ପାଇଁ ପ୍ରାର୍ଥୀ ଘୋଷଣା କରିଛି ଏନ୍‌ଡିଏ ।  ଜଗଦୀପ ଧନଖଡ଼ ହୋଇଛନ୍ତି ଏନ୍‌ଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ।  ବିଜେପି ସଂସଦୀୟ ବୋର୍ଡ ବୈଠକରେ ନିଷ୍ପତ୍ତି ହୋଇଥିବା କହିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା । ଅଗଷ୍ଟ 6ରେ ଉପରାଷ୍ଟ୍ରପତି…

ଝାଡ଼ାବାନ୍ତିରେ କାଶୀପୁର ବ୍ଲକରେ ମୃତ୍ୟୁ ସଂଖ୍ୟା 7 କୁ ବଢିଲା

ରାୟଗଡ଼ା:  ଝାଡ଼ାବାନ୍ତିରେ କାଶୀପୁର ବ୍ଲକରେ ମୃତ୍ୟୁ ବଢ଼ିବାରେ ଲାଗିଛି । ଗତକାଲି ସୁଦ୍ଧା 6 ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ମୃତ୍ୟୁ ସଂଖ୍ୟା 7ରେ ପହଁଚିଛି ।   ବିଗତ 2 ଦିନ ମଧ୍ୟରେ କାଶୀପୁର ବ୍ଲକରେ 6 ଜଣଙ୍କର ଝାଡାବାନ୍ତିରେ ମୃତ୍ୟୁ ହୋଇଛି । ଏହାକୁ ନେଇ ସ୍ଥାନୀୟ ଅଂଚଳରେ ଭୟ…

ଦେଶର ଶ୍ରେଷ୍ଠ ଉଚ୍ଚ ଶିକ୍ଷାନୁଷ୍ଠାନ ତାଲିକା-୨୦୨୨’ ଉନ୍ମୋଚନ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ନୂଆଦିଲ୍ଲୀ : ଶୁକ୍ରବାର ନୂଆଦିଲ୍ଲୀ ଠାରେ ଶିକ୍ଷା ମନ୍ତ୍ରଣାଳୟର ନ୍ୟାସନାଲ ଇନଷ୍ଟିଚ୍ୟୁସନ ର‌୍ୟାକିଙ୍ଗ୍ ଫେମୱାର୍କ(ଏନଆଇଆରଏଫ) ଅନ୍ତର୍ଗତ ଇଣ୍ଡିଆ ର‌୍ୟାକିଙ୍ଗସ୍‌- ୨୦୨୨କୁ ଉନ୍ମୋଚନ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।…

କୋଟିଆରେ ଖୋଲିଲା ଆଦର୍ଶ ବିଦ୍ୟାଳୟ: ମାଗଣା ବସରେ ପିଲା ଗଲେ ସ୍କୁଲ

ଭୁବନେଶ୍ୱର: କୋଟିଆ ଅଞ୍ଚଳର ସର୍ବାଙ୍ଗୀନ ଉନ୍ନତି ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏହି କ୍ରମରେ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ କୋଟିଆରେ ଆରମ୍ଭ ହୋଇଛି ଓଡିଶା ଆଦର୍ଶ ବିଦ୍ୟାଲୟ । କୋଟିଆ ଗ୍ରାମପଂଚାୟତରେ ଖୋଲିଛି ଏହି ଆଦର୍ଶ ବିଦ୍ୟାଳୟ ।…

କଂଗ୍ରେସକୁ ଶିବୁ ସୋରେନ କାହିଁକି ଦେଲେ ଝଟକା ?

ଓଡ଼ିଶା ସମ୍ବାଦ ବ୍ୟୁରୋ:  ଆଉ ଦୁଇ ଦିନ ପରେ ରାଷ୍ଟ୍ରପତି ନିର୍ବାଚନ । ନିର୍ବାଚନ ଯେତିକି ପାଖେଇ ଆସୁଛି ଏନଡିଏ ପ୍ରାର୍ଥୀଙ୍କ ପ୍ରତି ସମର୍ଥନ ସେତିକି ବଢ଼ି ବଢ଼ି ଯାଉଛି । ତେବେ ସବୁଠୁ ବଡ଼ କଥା ହେଉଛି ମହାରାଷ୍ଟ୍ରରେ ଉଦ୍ଧବ ଠାକରେଙ୍କ ଶିବସେନା  କଂଗ୍ରେସ ପ୍ରାର୍ଥୀଙ୍କୁ ଭୋଟ ଦେବାକୁ ମନା…

ଆଜିଠୁ ୧୮ରୁ ୫୯ ବର୍ଗଙ୍କୁ ମାଗଣା ବୁଷ୍ଟର ଡୋଜ୍

ଭୁବନେଶ୍ବର: ରାଜ୍ୟରେ ଆଜିଠାରୁ ୧୮ରୁ ୫୯ ବର୍ଷ ବୟସ୍କଙ୍କୁ ମାଗଣାରେ ବୁଷ୍ଟର ଡୋଜ୍‌ ଦିଆଯିବ। ଟିକାକରଣକୁ ବ୍ୟାପକ କରିବା ପାଇଁ ଇଞ୍ଜିନିୟରିଂ ମହାବିଦ୍ୟାଳୟ, ଉଚ୍ଚଶିକ୍ଷାନୁଷ୍ଠାନ ଏବଂ ଛାତ୍ରାବାସଗୁଡ଼ିକର ଛାତ୍ରଛାତ୍ରୀଙ୍କୁ ଟିକା ଦିଆଯିବ।…

ଦ୍ବିତୀୟ ଦିନିକିଆରେ ଜିତିଲା ଇଂଲଣ୍ଡ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଦ୍ଵିତୀୟ ଦିନିକିଆରେ ଭାରତ 100 ରନରେ ପରାସ୍ତ ହୋଇଛି । ପ୍ରାରମ୍ଭିକ ବ୍ୟାଟିଂ ବିଫଳତା ପର ଗୋଟିଏ ପରେ ଗୋଟିଏ ଉଇକେଟ ହରାଇ ଚାଲିଥିଲା ଭାରତ । ୨୪୭ ରନର ପିଛା କରି ଭାରତ 146    ରନରେ ଅଲଆଉଟ ହୋଇଥିଲା । ଦଳ ପକ୍ଷରୁ ରୋହିତ ଶର୍ମା ୦ ରନ କରି ଆଉଟ ହୋଇଥିବା…

ଜାଣନ୍ତୁ; ଭୁବନେଶ୍ୱରରେ କେଉଁ ହସପିଟାଲରେ ମିଳିବ ବୁଷ୍ଟର ଡୋଜ୍

ଭୁବନେଶ୍ବର: ଆସନ୍ତାକାଲି ଶୁକ୍ରବାର ଠାରୁ ୧୮ରୁ ୫୯ ବର୍ଗର ଲୋକଙ୍କୁ ମାଗଣା ପ୍ରିକସନାରୀ ଡୋଜ୍ ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ । ଭୁବନେଶ୍ବରରେ କ୍ୟାପିଟାଲ ହସପିଟାଲ, ବିଏମସି ହସପିଟାଲ, ୟୁନିଟ 4 ୟୁପିଏଚସି , ପଟିଆ ୟୁସିଏଚସି, ଡୁମଡୁମା ୟୁଚିଏଚସି, ୟୁନିଟ୍ 8 ୟୁପିଏଚସି, ଆଇଆରସି…