Latest Odisha News

BREAKING NEWS

ଆସନ୍ତାକାଲି ଠାରୁ ଆରମ୍ଭ ହେବ ୭୫ ଦିନିଆ-‘କୋଭିଡ ଟିକାକରଣ

ନୂଆଦିଲ୍ଲୀ:  ଆସନ୍ତାକାଲି ଅର୍ଥାତ୍‌ ୧୫ ଜୁଲାଇ ୨୦୨୨ ଠାରୁ ୭୫ ଦିନିଆ – ‘କୋଭିଡ ଟିକାକରଣ ଅମୃତ ମହୋତ୍ସବ’ ଆରମ୍ଭ ହେବାକୁ ଯାଉଛି । ଏହି ଅଭିଯାନ ଅନ୍ତର୍ଗତ ସବୁ ସରକାରୀ ଟିକାକରଣ କେନ୍ଦ୍ରରେ ୧୮ ବର୍ଷରୁ ଅଧିକ ସବୁ ଯୋଗ୍ୟ ନାଗରିକମାନଙ୍କୁ କୋଭିଡ ବୁଷ୍ଟର ଡୋଜ୍‌ ଟିକା ଦିଆଯିବ । ଆଜାଦୀ…

‘ଆଇ-ଟୁ-ୟୁ-ଟୁ’’ ଶିଖର ସମ୍ମିଳନୀରେ ମୋଦୀଙ୍କ ଉଦବୋଧନ

ଓଡ଼ିଶା ସମ୍ବାଦ ବ୍ୟୁରୋ:  4ଟି ଦେଶ ଗୋଷ୍ଠୀ 'I2U2' ଶିଖର ସମ୍ମିଳନୀରେ ମତ ରଖିଛନ୍ତି ପ୍ରଧାନମନ୍ତ୍ରୀ । ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ, ଇସ୍ରାଏଲର ପ୍ରଧାନମନ୍ତ୍ରୀ ୟାୟର ଲାପିଡ ଏବଂ ୟୁଏଇର ରାଷ୍ଟ୍ରପତି ମହମ୍ମଦ ବିନ ଜାଏଦ ଅଲ ନାହିନଙ୍କ କଥା ଶୁଣିବା ସହ ମୋଦୀ କହିଛନ୍ତି ଯେ ଶକ୍ତି…

ତରଙ୍ଗା ହିଲ-ଅମ୍ବାଜୀ-ଅବୁ ରୋଡ୍‌ ନୂଆ ରେଳ ଲାଇନକୁ କ୍ୟାବିନେଟ ମଞ୍ଜୁରି

ଓଡ଼ିଶା ସମ୍ବାଦ ବ୍ୟୁରୋ: ୨୭୯୮.୧୫ କୋଟି ଟଙ୍କାର ଆନୁମାନିକ ବ୍ୟୟ ଅଟକଳ ସହିତ ରେଳ ମନ୍ତ୍ରଣାଳୟ ଦ୍ବାରା ତରଙ୍ଗା ହିଲ-ଅମ୍ବାଜୀ-ଆବୁ ରୋଡ୍‌ ନୂଆ ରେଳଲାଇନ ନିର୍ମାଣ କରାଯିବ । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ ସମିତି ଏହି…

ବୁନ୍ଦେଲଖଣ୍ଡ ଏକ୍ସପ୍ରେସୱେର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

ଓଡ଼ିଶା ସମ୍ବାଦ ବ୍ୟୁରୋ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୬ ଜୁଲାଇ ୨୦୨୨ ରେ ଉତ୍ତରପ୍ରଦେଶ ଗସ୍ତ କରିବେ ଏବଂ ଜଲାଉନ୍‍ ଜିଲ୍ଲାର ଓରାଇ ତହସିଲ ଅର୍ନ୍ତଗତ କାଇଥେରୀ ଗ୍ରାମରେ ପୂର୍ବାହ୍ନ ପ୍ରାୟ ୧୧.୩୦ ରେ ବୁନ୍ଦେଲଖଣ୍ଡ ଏକ୍ସପ୍ରେସୱେ ଉଦଘାଟନ କରିବେ । ସାରା ଦେଶରେ ଯୋଗାଯୋଗ…

ବିଏସଏନଏଲ ଓଡ଼ିଶା ସର୍କଲ ସିଜିଏମ୍ ଦାୟିତ୍ୱ ନେଲେ ରୁଦ୍ର ନାରାୟଣ ପଲାଇ

ବିଏସଏନଏଲ ଓଡ଼ିଶା ସର୍କଲର  ମୁଖ୍ୟ ମହାପ୍ରବନ୍ଧକ (ସି.ଜି.ଏମ୍) ଭାବେ ଦାୟିତ୍ୱଭାର ଗ୍ରହଣ କରିଛନ୍ତି ଶ୍ରୀ ରୁଦ୍ରନାରାୟଣ ପଲାଇ, ଆଇ.ଟି.ଏସ୍  । ଏହି ଅବସରରେ ସେ ଓଡିଶା ଦୂରସଂଚାର ପରିମଣ୍ଡଳରେ କାର୍ଯ୍ୟରତ ସମସ୍ତ ଉଦ୍ୟୋଗ ବ୍ୟବସାୟିକ କ୍ଷେତ୍ର ମୁଖ୍ୟ, ଅଧିକାରୀ, କର୍ମଚାରୀ ତଥା …

ନେଦରଲ୍ୟାଣ୍ଡର ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

ଓଡ଼ିଶା ସମ୍ବାଦ ବ୍ୟୁରୋ:  ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ  ଫୋନରେ ନେଦରଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ମାନ୍ୟବର ଶ୍ରୀ ମାର୍କ ରୁଟେଙ୍କ ସହ କଥା ହୋଇଛନ୍ତି । ଦୁଇ ନେତା ଭାରତ ନେଦରଲ୍ୟାଣ୍ଡ ଦ୍ୱିପାକ୍ଷିକ ସମ୍ପର୍କ ଉପରେ ଆଲୋଚନା ସହିତ ଜଳ ଉପରେ ରଣନୀତିକ ସହଯୋଗ, ପ୍ରମୁଖ କୃଷି…

ଦୀପିକା ଦାଶଙ୍କ ପ୍ରଥମ କବିତା ସଙ୍କଳନ ‘ଅସ୍ତରାଗ’ ଉନ୍ମୋଚିତ

ଭୁବନେଶ୍ୱର : ନବ ପ୍ରଜନ୍ମର ଯୁବ କବୀ ଦୀପିକା ଦାଶଙ୍କର ପ୍ରଥମ କବିତା ସଙ୍କଳନ 'ଅସ୍ତରାଗ' ସ୍ଥାନୀୟ ଏକ ଘରୋଇ ହୋଟେଲରେ ଉନ୍ମୋଚିତ ହୋଇ ଯାଇଛି । ବିଶିଷ୍ଟ କଥାକାର ଆର୍ଯ୍ୟ ଜଜ୍ଞଦତ୍ତଙ୍କ ସଭାପତିତ୍ୱରେ ଆୟୋଜିତ ଏହି ଏହି ସାରସ୍ଵତ ସମାରୋହରେ ରାଜେନ୍ଦ୍ର କିଶୋର ପଣ୍ଡା ମୁଖ୍ୟ ଅତିଥି…

ମମତା ଦାର୍ଜିଲିଂରେ ରାଜ୍ୟପାଳ ଜଗଦୀପଙ୍କୁ ଭେଟିଲେ, କହିଲେ ରାଜନୀତି ନାହିଁ

ଓଡ଼ିଶା ସମ୍ବାଦ ବ୍ୟୁରୋ:  ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ଦିନ ଦାର୍ଜିଲିଂରେ ରାଜ୍ୟପାଳ ଜଗଦୀପ ଧନକଡ଼ଙ୍କୁ ଭେଟିବାକୁ ନେଇ ଏବେ ଚର୍ଚା ଜୋର ଧରିଛି । ନିକଟରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବି ବସିଥିବା ଦେଖିବାକୁ ମିଳିଛି । ତେବେ ମମତା ବାନାର୍ଜୀ…

ବ୍ରିଟେନ ପ୍ରଧାନମନ୍ତ୍ରୀ ଦୌଡ଼ରେ ଋଷି ସୁନକ ସମସ୍ତଙ୍କଠୁ ଆଗରେ

ଓଡ଼ିଶା ସମ୍ବାଦ ବ୍ୟୁରୋ: ବ୍ରିଟେନ ପ୍ରଧାନମନ୍ତ୍ରୀ ପଦରୁ ବୋରିସ ଜନସନଙ୍କ  ଇସ୍ତଫା ପରେ  କଞ୍ଜର୍ଭେଟିଭ୍ ପାର୍ଟିର ନେତା ଏବଂ ପ୍ରଧାନମନ୍ତ୍ରୀ ଦୌଡ଼ରେ ଆଗରେ ଅଛନ୍ତି ପୂର୍ବତନ ଅର୍ଥମନ୍ତ୍ରୀ ଋଷି ସୁନକ। ପ୍ରଥମ ରାଉଣ୍ଡ ଭୋଟରେ ସେ ଆଗରେ ଅଛନ୍ତି । …

ରାନିଲ ବିକ୍ରମସିଂଘେ ଶ୍ରୀଲଙ୍କାର ନୂଆ କାର୍ଯ୍ୟକାରୀ ରାଷ୍ଟ୍ରପତି!

ଓଡ଼ିଶା ସମ୍ବାଦ ବ୍ୟୁରୋ:  ଶ୍ରୀଲଙ୍କା ରାଷ୍ଟ୍ରପତି ଗୋଟବାୟ ରାଜପକ୍ଷେ ଦେଶଛାଡି ଯିବାପରେ ରାନିଲ ବିକ୍ରମସିଂଘେଙ୍କୁ ଦେଶର କାର୍ଯ୍ୟକାରୀ ରାଷ୍ଟ୍ରପତି ଭାବେ ଘୋଷଣା କରିଛନ୍ତି । ତାଙ୍କ ଅନୁପସ୍ଥିତରେ ରାନିଲ ରାଷ୍ଟ୍ରପତି ଭାବେ ଦାୟିତ୍ବ ତୁଲାଇବେ ବୋଲି କହିଛନ୍ତି ଗୋଟବାୟ ।…