Latest Odisha News

ଉଦୟପୁର ଯିବେ ମୁଖ୍ୟମନ୍ତ୍ରୀ ଅଶୋକ ଗେହେଲଟ୍

ଓଡ଼ିଶା ସମ୍ବାଦ ବ୍ୟୁରୋ: ଉଦୟପୁରରେ ତଣ୍ଟିକାଟି ହତ୍ୟାକାଣ୍ଡ ଘଟଣାରେ ସାରା ଦେଶରେ ପ୍ରତିବାଦର ସ୍ବର ଉଠିଛି । ସମସ୍ତେ ଏହି ଘଟଣାକୁ ନିନ୍ଦା କରିବା ସହ ଏହା ବିରୋଧରେ ରାଜସ୍ଥାନ ସରକାର କଠୋର ଦଣ୍ଡ ଅପରାଧୀଙ୍କୁ ଦିଅନ୍ତୁ ବୋଲି ଦାବି ହେଉଛି । ଏପରିକି ରାଜ୍ୟ ସରକାର ତୁଷ୍ଟିକରଣ…

ଆସନ୍ତାକାଲି ମହାପ୍ରଭୁଙ୍କ ରଥଯାତ୍ରା , ଆଜି ତିନି ରଥ ନେବେ ଉତ୍ତର ମୋଡ଼

ରାତି ପାହିଲେ ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ମହାପ୍ରଭୁଙ୍କ ରଥ ଯାତ୍ରା । ରଥ ଯାତ୍ରା ପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଁଚିଥିବା ବେଳେ ଆଜି ଶ୍ରୀକ୍ଷେତ୍ରରେ ଉଭାଯାତ୍ରା ପାଳନ ହେଉଛି । ଏଥିପାଇଁ ଗୋପାଳ ବଲ୍ଲଭ ଓ ସକାଳ ଧୂପ ନୀତି ସଂପନ୍ନ ହେବା ପରେ ରଥଖଳାକୁ ଯିବ ମହାପ୍ରଭୁଙ୍କ…

ଆଜିଠୁ ଆରମ୍ଭ ହେଲା ପ୍ରସିଦ୍ଧ ଅମରନାଥ ଯାତ୍ରା

ଓଡ଼ିଶା ସମ୍ବାଦ ବ୍ୟୁରୋ:  ଦୁଇ ବର୍ଷ ପରେ ଆରମ୍ଭ ହୋଇଛି  ଅମରନାଥ ଯାତ୍ରା । ଜମ୍ମୁ କାଶ୍ମୀରର ପ୍ରସିଦ୍ଧ ଅମରନାଥ ଯାତ୍ରା ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।  କଡ଼ା ସୁରକ୍ଷା ମଧ୍ୟରେ ଭକ୍ତ ମାନେ ପବିତ୍ର ଗୁମ୍ଫାକୁ ପ୍ରବେଶ କରି ବାବା ଅମରନାଥଙ୍କ ଦର୍ଶନ କରୁଛନ୍ତି । କରୋନା…

ଓଡ଼ିଶାରେ ହେବ ୨୧,୮୦୦ କୋଟି ଟଙ୍କାର ପୁଞ୍ଜିନିବେଶ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଗତକାଲି  ଦୁବାଇରେ ଆୟୋଜିତ ହୋଇଥିବା  ‘ଓଡ଼ିଶା ଇନଭେଷ୍ଟର୍ସ ମିଟ’ କାର୍ଯ୍ୟକ୍ରମରେ ବିଭିନ୍ନ ଶିଳ୍ପ ପାଇଁ ଶିଳ୍ପପତିମାନେ ୨୧୮୦୦କୋଟି ଟଙ୍କାର ପୁଞ୍ଜିନିବେଶ ଓଡ଼ିଶାରେ କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଏହି ଶିଳ୍ପପତିମାନେ…

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ପଦରୁ ଉଦ୍ଧବ ଠାକରେଙ୍କ ଇସ୍ତଫା

ଓଡ଼ିଶା ସମ୍ବାଦ ବ୍ୟୁରୋ: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ  ଇସ୍ତଫା ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦେଶ ଆସିବା ପରେ ଇସ୍ତଫା ଦେଇଛନ୍ତି ଉଦ୍ଧବ । ଇସ୍ତଫା ପୂର୍ବରୁ ଉଦ୍ଧବ କିଛି ଇମୋସନାଲ କଥା କହି ଶେଷରେ ଇସ୍ତଫା ଦେଉଛି ବୋଲି କହିଥିଲେ ।…

ଉଦ୍ଧବ ଠାକରେଙ୍କୁ ବହୁମତ ସାବ୍ୟସ୍ତ କରିବାକୁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

ଓଡ଼ିଶା ସମ୍ବାଦ ବ୍ୟୁରୋ:  ଆସନ୍ତାକାଲି ଉଦ୍ଧବ ଠାକରେଙ୍କ ସରକାର ବହୁମତ ସାବ୍ୟସ୍ତ କରିବ । ସୁପ୍ରିମକୋର୍ଟ  ରାଜ୍ୟପାଳଙ୍କ ନିର୍ଦେଶ ଉପରେ ରୋକ ଲଗାଇନାହାଁନ୍ତି । https://twitter.com/ANI/status/1542171239745171456 ମହାବିକାଶ ଅଘାଡ଼ି ମେଣ୍ଟରୁ ୩୯ ବିଧାୟକ ସମର୍ଥନ…

ଓଡ଼ିଶା ଇନ୍‌ଭେଷ୍ଟର୍ସ ମିଟ୍‌: ନିବେଶକଙ୍କୁ ସମ୍ବୋଧନ କରିବେ ନବୀନ

ଓଡ଼ିଶା ସମ୍ବାଦ ବ୍ୟୁରୋ: ରୋମରୁ ଆସି ଦୁବାଇରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନରେ  ଓଡ଼ିଶା ଇନଭେଷ୍ଟର୍ସ ମିଟ୍‌ରେ ଯୋଗ ଦେବେ  । ପୁଞ୍ଜି ନିବେଶକାରୀଙ୍କୁ ସମ୍ବୋଧନ କରି ଓଡ଼ିଶା ଆସି ଏଠାରେ ପୁଞ୍ଜି ନିବେଶ କରିବା ପାଇଁ ଆଲୋଚନା କରିବେ ।…

ମହାପ୍ରଭୁଙ୍କ ନବଯୌବନ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ

ପୁରୀ: ମହାପ୍ରଭୁଙ୍କ ନବଯୌବନ ଦର୍ଶନ କରୁଛନ୍ତି ଭକ୍ତି । 14 ଦିନ ପରେ ମହାପ୍ରଭୁଙ୍କ ନବ ଯୈାବନ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ପ୍ରବଳ ଗହଳି ହୋଇଛି । ବଡ଼ ଦାଣ୍ଡରେ ଗହଳି ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଆଜି ସକାଳ ୮ଟାରେ ତାଟି ଫିଟିବା ପରେ ପ୍ରଥମେ ଏକ ଘଣ୍ଟା ପରିମାଣିକ…

ଅତି ଶସ୍ତା ଷ୍ଟୋରି ପଛରେ ଗଣମାଧ୍ୟମ

ଭୁବନେଶ୍ବର: ଆପଣ ଦେଖୁଥିବେ ଏଇ ସପ୍ତାହ ହେଲା ଓଡ଼ିଶାରେ ଅନେକ ବଡ଼ ବଡ଼ ଖବର ରହିଛି । କିନ୍ତୁ ଓଡ଼ିଶାର ମିଡିଆର କିଛି ଲୋକ ଟୁଙ୍ଗୁରୁ ଭୋଳ ପଛରେ ପଡିଛନ୍ତି । ଓଡ଼ିଶାରେ ଯେପରି ଟୁଙ୍ଗୁର ପଛରେ ପଡି ଶସ୍ତା ଖବର ପ୍ରଚାର ପ୍ରସାର କରାଯାଉଛି ତାହାକୁ ବୁଦ୍ଧିଜୀବୀ ମହଲରେ ନାପସନ୍ଦ କରାଯାଉଛି ।…

4 ରନରେ ଜିତିଲା ଇଣ୍ଡିଆ, ପାଣି ପିଆଇ ଦେଲା ଆୟରଲ୍ୟାଣ୍ଡ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଭାରତ  ଆୟରଲ୍ୟାଣ୍ଡ ମଧ୍ୟରେ ଚାଲିଥିବା ଟି-20ରେ ଭାରତ  4 ରନରେ ଆୟରଲ୍ୟାଣ୍ଡକୁ ପରାସ୍ତ କରିଛି ।   ନିର୍ଦ୍ଧାରିତ ୨୦ ଓଭରରେ ୭ ଓ୍ବିକେଟ ହରାଇ 225 ରନ କରିଥିଲା  ଭାରତ । ଏହାର ଜବାବରେ ଆୟରଲ୍ୟାଣ୍ଡ 5 ଉଇକେଟ ହରାଇ 221 ରନ କରିବାକୁ ସକ୍ଷମ ହୋଇଛି । ଭାରତ …