ଜାତୀୟ ମୁକ୍ତ ବିଶ୍ବବିଦ୍ୟାଳୟ ମାଧ୍ୟମରେ ଅଗ୍ନିପଥ ଯୋଜନାକୁ ସମର୍ଥନ
ଭାରତ ସରକାରଙ୍କ ପ୍ରତିରକ୍ଷା ମନ୍ତ୍ରଣାଳୟ ଦ୍ବାରା ସେନା, ବାୟୁସେନା ଏବଂ ନୌସେନାରେ ନିଯୁକ୍ତି ପାଇଁ ‘‘ଅଗ୍ନିପଥ’’ ନାମକ ଏକ ଅଖିଳ ଭାରତୀୟ ଯୋଗ୍ୟତା ଆଧାରିତ ନିଯୁକ୍ତି ଯୋଜନାର ଶୁଭାରମ୍ଭ କରିଛନ୍ତି। ସଶସ୍ତ୍ର ବଳକୁ ଏକ ଯୁବ ପ୍ରୋଫାଇଲ୍ ପ୍ରଦାନ କରିବା ଦିଗରେ ଏହା ଏକ ପରିବର୍ତ୍ତନକାରୀ…