ଦିଲ୍ଲୀ ପୁଲିସର ଦମନଲୀଳାକୁ କଂଗ୍ରେସର ଦୃଢ଼ ନିନ୍ଦା
ଭୁବନେଶ୍ୱର : କେନ୍ଦ୍ରର ମୋଦୀ ସରକାରଙ୍କର ଏକଛତ୍ରବାଦ ନୀତି ଓ ପୁଲିସ୍ର ଦମନଲୀଳାକୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ଦୃଢ଼ ନିନ୍ଦା କରିଛି । ଏହା ଗଣତାନ୍ତ୍ରିକ ବିଧି ବ୍ୟବସ୍ଥାର ପରିପନ୍ଥି ବୋଲି ପ୍ରଦେଶ କଂଗ୍ରେସର ସଭାପତି ଶରତ ପଟ୍ଟନାୟକ କହିଛନ୍ତି । ଗଣମାଧ୍ୟମକୁ ସମ୍ବୋଦ୍ଧିତ କରି…