Latest Odisha News

BREAKING NEWS

ନିଶାକର ବାବୁଙ୍କ ପିଲାଦିନ: ସିଂହପୁରରେ ଖିଆପିଆ

ଶ୍ରୀ ନିଶାକର ଦାସ ଜଣେ ଗାନ୍ଧିବାଦୀ ସର୍ବୋଦୟ କର୍ମୀ । କୋରାପୁଟର ମାଳ ଅଞ୍ଚଳରେ ଅର୍ଦ୍ଧ ଶତାବ୍ଦୀରୁ ଉର୍ଦ୍ଧ ସମୟ ସେ କାମ କରିଛନ୍ତି । ଜାତିରେ ପାଣ ବୈଷ୍ଣବ । ଖରସୁଆଁ ନଇକୂଳ ସିଂହପୁର ଗାଁର ଲୋକ ସେ । ତାଙ୍କ ବାପାଙ୍କର ନାମ ଭାଇଗି ଦାସ ଆଉ ବୋଉଙ୍କର ନାଁ ସର ଦେଈ । ବାପାଙ୍କୁ ମିଶାଇ…