Latest Odisha News

BREAKING NEWS

ବିଶ୍ବପ୍ରସିଦ୍ଧ ଘୋଷ ଯାତ୍ରା ପାଇଁ ରଥକାଠ ପୂଜାର୍ଚ୍ଚନା

ପୁରୀ : ପବିତ୍ର ଶ୍ରୀପଞ୍ଚମୀ ତିଥି ଅବସରରେ ଆଗାମୀ ବିଶ୍ବପ୍ରସିଦ୍ଧ ଘୋଷ ଯାତ୍ରା ପାଇଁ ରଥକାଠକୁ ପୂଜାର୍ଚ୍ଚନା କରାଯାଇଛି । ଏଥିପାଇଁ ନୟାଗଡ଼ ବନଖଣ୍ଡରୁ ଆସିଥିବା କାଠ ମଧ୍ୟରୁ ତିନିଖଣ୍ଡ ୧୨ ଫୁଟିଆ ଧଉରା କାଠକୁ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମୁଖରେ ରଖାଯାଇ ପୂଜା କରାଯାଇଛି । ପରମ୍ପରା…

ନୂଆ ଓଡ଼ିଆ ଚଳଚ୍ଚିତ୍ର ‘ମାୟାବୀ’ର ଶୁଭ ମହୁରତ

ପୁରୀ : ନୂତନ ଓଡ଼ିଆ ଚଳଚ୍ଚିତ୍ର ମାୟାବୀର ଶୁଭ ମହୁରତ ହୋଇଛି । ଶ୍ରୀମନ୍ଦିର ସିଂହଦ୍ବାର ସମ୍ମୁଖ ମଙ୍ଗୁ ମଠ ପରିସରରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶୁଭ ମହୁରତ କରିଥିଲେ । ପୁରୀ ପୁଅ ତଥା ପୂର୍ବରୁ ବିଭିନ୍ନ ଚଳଚ୍ଚିତ୍ର ସମେତ ଚକ୍ଷୁବନ୍ଧନ…

[ଭିଡ଼ିଓ] ପୁରୀରେ ଶ୍ରୀଜିଉଙ୍କ ଦର୍ଶନ କଲେ 5-T ସଚିବ

ପୁରୀ: ପୁରୀ ଗସ୍ତରେ ୫-ଟି ସଚିବ ଭିକେ ପାଣ୍ଡିଆନ୍ । ପୁରୀ ଗସ୍ତ କରିବା ସହିତ ମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି ୫-ଟି ସଚିବ ଭିକେ ପାଣ୍ଡିଆନ୍ । ଗସ୍ତ କାଳରେ ସେ ଶ୍ରୀମନ୍ଦିର ପରିକ୍ରମା ମାର୍ଗ ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିବା ଜଣାପଡ଼ିଛି । ସିଂହଦ୍ଵାର…

[ଭିଡ଼ିଓ] ହାସ୍ୟ ରସାତ୍ମକ ଲେଖାରେ ସାମାଜିକ ବିପ୍ଲବ

ପୁରୀ : ସେ ଜଣେ ବିପ୍ଲବୀ କବି । ମନରେ ଅନେକ ବୈପ୍ଲବିକ ଚିନ୍ତା ନେଇ ଲେଖନୀ ନିଃସୃତ ଅନେକ ଲେଖା ସାହିତ୍ୟ ପୃଷ୍ଠା ମଣ୍ଡନ କରୁଥିଲା । ଲେଖାର ଧାରା ବଜାୟ ରହିଲା ହେଲେ ବଦଳିଗଲା ଲେଖିବାର ମୋଡ । ହାସ୍ୟରସାତ୍ମକ ବ୍ୟଙ୍ଗ କବିତା ଯୋଗୁ ତାଙ୍କ ମିଳିଲା ନୂଆ ଏକ ପରିଚୟ । କବି ରତ୍ନାକର ବେହେରାରୁ…

[ଭିଡ଼ିଓ] ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମ ବେଶ

ପୁରୀ: ପଦ୍ମ ଫୁଲରେ ବିଭୂଷିତ ହେବେ ଚତୁର୍ଦ୍ଧାବିଗ୍ରହ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦୁର୍ଲଭ ପଦ୍ମବେଶ ଅନୁଷ୍ଠିତ ହେବ । ମୁଣ୍ଡ ଠାରୁ ପାଦ ପର୍ଯ୍ୟନ୍ତ  ମାଘମାସ ଶୁକ୍ଳପକ୍ଷ ପ୍ରତିପଦା ଠାରୁ ଶ୍ରୀପଞ୍ଚମୀ ମଧ୍ୟରେ ଯେଉଁ ଦିନ ବୁଧବାର କିମ୍ବା ଶନିବାର ପଡିଥାଏ ସେହିଦିନ ମହାପ୍ରଭୁଙ୍କ ଏହି…

ଶ୍ରୀମନ୍ଦିର ପର୍ବପର୍ବାଣୀ ଓ ଯାନିଯାତ୍ରାର ଚୂଡ଼ାନ୍ତ ତାଲିକା ପ୍ରକାଶ

ପୁରୀ:  ଶ୍ରୀମନ୍ଦିର ପର୍ବପର୍ବାଣୀ ଓ ଯାନିଯାତ୍ରାର ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇଛି । ଜାରି ତାଲିକା ଅନୁଯାୟୀ ଆସନ୍ତା ମେ ମାସ ୩ ତାରିଖରେ ପବିତ୍ର ଅକ୍ଷୟତୃତୀୟ ପଡୁଛି। ଏହିଦିନ ରଥକାଠ ଅନୁକୂଳ ସହ ରଥଯାତ୍ରାର ଆଦ୍ୟ ପର୍ବ ଆରମ୍ଭ ହେବ । ସେହିଭଳି ପ୍ରସିଦ୍ଧ ଚନ୍ଦନଯାତ୍ରା ବି ଏହି…

ପୁରୀ ଶିଶୁକନ୍ୟା ଦୁଷ୍କର୍ମ ଘଟଣା: ଅଭିଯୁକ୍ତ ଗିରଫ

ପୁରୀ: ପୁରୀ  ଶିଶୁକନ୍ୟା ଦୁଷ୍କର୍ମ ଘଟଣା । ଟାଉନ ଥାନା ଅନ୍ତର୍ଗତ ସିଦ୍ଧବକୁଳ ଲେନରେ ଶିଶୁକନ୍ୟାକୁ ଦୁଷ୍କର୍ମ ଘଟଣାର ଅଭିଯୁକ୍ତକୁ ଗିରଫ କରିବାରେ ସକ୍ଷମ ହୋଇଛି ପୋଲିସ । ପୁରୀ ପୋଲିସର ସ୍ବତନ୍ତ୍ର ଟିମ୍ ଅଭିଯୁକ୍ତ ମହେଶ ମହାନ୍ତିକୁ ଆଜି ଗିରଫ କରିଛି । ଏସପିଙ୍କ ନିର୍ଦ୍ଦେଶ କ୍ରମେ…

[ଭିଡ଼ିଓ] ଯୁବ ଶିଳ୍ପୀଙ୍କ ନିଆରା କଳାକୃତି, ଆଇସକ୍ରିମ କାଠି ଚିତ୍ରକଳାରେ ସହିଦଙ୍କୁ ସମ୍ମାନ

ପୁରୀ: ସାଧ଼ାରଣତନ୍ତ୍ର ଦିବସ ଅବସରରେ ନିଆରା କଳାକୃତି । ଏହି ଦିବସ ଅବସରରେ ଦେଶବାସୀଙ୍କୁ୍ ଶୁଭେଚ୍ଛା ଜଣାଇଛନ୍ତି ଜଣେ ଯୁବ ଶିଳ୍ପୀ। ଆଇସକ୍ରିମ କାଠିରେ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ତିଆରି କରିଛନ୍ତି କଳାକୃତି । ସମସ୍ତଙ୍କୁ ସାଧାରଣତନ୍ତ୍ର ଦିବସ ଶୁଭେଚ୍ଛା ଜଣାଇବା ସହିତ ସହିଦଙ୍କୁୁ…

[ଭିଡ଼ିଓ] ନୂଆବର୍ଷରେ ରତ୍ନ ସିଂହାସନରେ ଚତୁର୍ଦ୍ଧା ମୂର୍ତ୍ତି ଦର୍ଶନ କଲେ ଶ୍ରଦ୍ଧାଳୁ

ପୁରୀ: ନୂଆବର୍ଷରେ କଟକଣା ପରେ ଆଜି ଦର୍ଶନ ଦେଲେ ମହାପ୍ରଭୁ । ରତ୍ନ ସିଂହାସନରେ ପ୍ରଭୁଙ୍କୁ ଦର୍ଶନ କରିବାକୁ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଥିଲା। ମଙ୍ଗଳଆରତୀ ସରିବା ପରେ କଟକଣା ଭିତରେ ଶ୍ରଦ୍ଧାଳୁ ମାନେ ତିନିଦିଅଁଙ୍କୁ ଦର୍ଶନ କରିଥିଲେ । ତିନିଦିନର ବିରତି ପରେ ଆଜି ଦର୍ଶନ ପାଇଁ ଖୋଲିଛି…

[ଭିଡ଼ିଓ] ପୁରୀରେ ପୁଣି ଆରମ୍ଭ ହୋଇଛି ଉଚ୍ଛେଦ

ପୁରୀ: ପୁରୀରେ ପୁୂଣି ଆରମ୍ଭ ହୋଇଛି ଉଚ୍ଛେଦ। ଶ୍ରୀମନ୍ଦିର ଚତୁର୍ପାଶ୍ୱ ହେରିଟେଜ କରିଡରରେ ପୁଣି ଉଚ୍ଛେଦ ଅଭିଯାନ ଆରମ୍ଭ କରଯାଇଛି। ଜିଲ୍ଲାପାଳ ଓ ଉପଜିଲ୍ଲାପାଳଙ୍କ ଉପସ୍ଥିତିରେ ପଶ୍ଚିମ ଦ୍ୱାରରେ ଥିବା କୋଠା ଗୁଡିକର ଭଙ୍ଗା କାର୍ଯ୍ୟ ଆରମ୍ଭ ହୋଇଛି । ପୂର୍ବରୁ ୯୫ ପ୍ରତିଶତ ଅଂଚଳରୁ…