Latest Odisha News

ଶ୍ରୀମନ୍ଦିର ଐତିହ୍ୟ କରିଡରର ପରିକ୍ରମା ମାର୍ଗ ପ୍ରକଳ୍ପ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

ପୁରୀ : ଶ୍ରୀମନ୍ଦିର ଐତିହ୍ୟ କରିଡରର ପରିକ୍ରମା ମାର୍ଗ ପ୍ରକଳ୍ପ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅନୁଷ୍ଠିତ ହୋଇଛି ପ୍ରସ୍ତୁତି ବୈଠକ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ପୁରୀ ଜିଲ୍ଲାପାଳ ଓ…

ପୁରୀରେ ୟୁଜର୍ସ ଫି ଆଦାୟ ପ୍ରତିବାଦରେ ବିଜେପିର ବିକ୍ଷୋଭ

ପୁରୀ : ପୁରୀରେ ଜନସାଧାରଣଙ୍କ ଠାରୁ ଯୁଜର୍ସ ଫି ଆଦାୟ ଓ ଟାଟା ପାୱାର ପକ୍ଷରୁ ଅଧିକ ବିଦ୍ୟୁତ ବିଲ୍ ଆଦାୟକୁ ବିରୋଧ । ପୌର ପ୍ରଶାସନ ପକ୍ଷରୁ ୟୁଜର୍ସ ଫି ଆଦାୟ ପ୍ରତିବାଦରେ ବିକ୍ଷୋଭ ଓ ଧାରଣା ଦେଇଛି ବିଜେପି । ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀଙ୍କ ନେତୃତ୍ବରେ ବିଜେପି କର୍ମୀ…

ପୁରୀ ମୂଷାନଦୀର ସଂପ୍ରସାରଣ ପର୍ଯ୍ୟାୟ-୧ ପ୍ରକଳ୍ପ ପାଇଁ ଜନଶୁଣାଣି

ପୁରୀ : ପୁରୀ ସହରର ପ୍ରବେଶପଥ ମୂଷାନଦୀର ସଂପ୍ରସାରଣ ପର୍ଯ୍ୟାୟ-୧ ପ୍ରକଳ୍ପ ପାଇଁ ହୋଇଛି ପ୍ରଥମ ଜନଶୁଣାଣି । ପ୍ରକଳ୍ପ ପାଇଁ ମୋଟ ୪୬ ଏକର ୬୦ ଡିସିମିଲି ଜମିର ଆବଶ୍ୟକତା ଥିବା ବେଳେ, ୧୨ ଏକରରୁ ଅଧିକ ଜମି ଅଧିଗ୍ରହଣ ହୋଇସାରିଛି । ପୁରୀକୁ ବିଶ୍ବସ୍ତରୀୟ ଐତିହ୍ୟ ସହରରେ ପରିଣତ କରିବା…

[ଭିଡ଼ିଓ] ସାହିତ୍ୟ ସାଧନାରେ ସମାଜସେବୀ ତୃପ୍ତି

ପୁରୀ : ପୁରୀ ପାଇଁ ସେ ଗର୍ବ ଆଉ ଗୌରବ । ଏକାଧାରରେ ସେ ଜଣେ ସମାଜସେବୀ ଓ କବୟତ୍ରୀ । ସମାଜ ସେବା ସହିତ ସାହିତ୍ୟ ସାଧନାରେ ବ୍ରତୀ ହେଉଛନ୍ତି ତୃପ୍ତି ପଣ୍ଡା । ପୁରୀ ବଳଙ୍ଗାର ବାୟାବର ଗାଁରେ ଜନ୍ମ ଗ୍ରହଣ କରିଛନ୍ତି । ପିଲାବେଳରୁ ଲେଖା ଜୀବନୀ ଆରମ୍ଭ କରିଥିବା ବେଳେ ତାଙ୍କ ଦ୍ୱାରା ଅନେକ…

ସନ୍ଦେହ ଜନକ ଅବସ୍ଥାରେ ଯୁକ୍ତ ଦୁଇ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ନିମାପଡ଼ା : ସନ୍ଦେହ ଜନକ ଅବସ୍ଥାରେ ଉଦ୍ଧାର ହୋଇଛି ଯୁକ୍ତ ୨ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ । ପୁରୀ ଜିଲ୍ଲା ନିମାପଡ଼ା ଗୁହାଳପଡା କୋଡ଼ ରୋଡ଼ ସ୍ଥିତ ସାଇ ବିଦ୍ବାନ କୋଚିଂ ସେଣ୍ଟରରେ ପାଠ ପଢୁଥିବା ଯୁକ୍ତ ଦୁଇ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ହଷ୍ଟେଲରୁ ଉଦ୍ଧାର କରିଛି ନିମାପଡ଼ା ପୋଲିସ ।…

କୋଣାର୍କ ମହୋତ୍ସବ ଓ ଅନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ

କୋଣାର୍କ : କୋଣାର୍କ ମହୋତ୍ସବ ଓ ଅନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବ ଅନୁଷ୍ଠିତ ହୋଇଛି ପ୍ରଥମ ପ୍ରସ୍ତୁତି ବୈଠକ । କୋଣାର୍କ ଯାତ୍ରୀ ନିବାସ ଠାରେ ଅନୁଷ୍ଠିତ ବୈଠକରେ ପୁରୀ ଜିଲ୍ଲା ପ୍ରଶାସନ ସହ ସମସ୍ତ ଅଧିକାରୀ ଯୋଗ ଦେଇଥିଲେ । କୋଭିଡ କଟକଣା ଭିତରେ କିପରି କୋଣାର୍କ ମହୋତ୍ସବକୁ…

ବ୍ରହ୍ମଗିରି ନାଥପୁର ବୋମା ମାଡ଼ ଘଟଣାରେ ଗିରଫ ସଂଖ୍ୟା ୧୦କୁ ବୃଦ୍ଧି

ପୁରୀ : ପୁରୀ ଜିଲ୍ଲା ସାତପଡ଼ା ଅଞ୍ଚଳର ନାଥପୁରରେ ବୋମାମାଡ଼ ମାମଲାରେ ବଢୁଛି ଗିରଫଦାରୀ । ବୋମାମାଡ ଘଟଣା ପରେ ଗାଁ ପୁରୁଷଶୂନ୍ୟ ହୋଇପଡିଥିବା ବେଳେ, ଗିରଫ ସଂଖ୍ୟା ୧୦କୁ ବୃଦ୍ଧି ପାଇଛି । ଏବେ ବି ଗାଷରେ ୪ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି । ତେବେ ସ୍ଥିତି ନିୟନ୍ତ୍ରଣାଧୀନ ଥିବା…

କୁଶଭଦ୍ରା ନଦୀରେ ବୁଡ଼ି ବିଟେକ ଛାତ୍ରଙ୍କ ମୃତ୍ୟୁ

ଗୋପ : କୁଶଭଦ୍ରା ନଦୀରେ ବୁଡ଼ି ବିଟେକ ଛାତ୍ରଙ୍କ ମୃତ୍ୟୁ । ପୁରୀ ଜିଲ୍ଲା ଗୋପ ବ୍ଲକ ବଣିଆସାହି ନିକଟ କୁଶଭଦ୍ରା ନଦୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ । ମୃତ୍ ଯୁବକ ହେଉଛନ୍ତି ଜଗତସିଂହପୁର ଅଞ୍ଚଳର ବାପି ଦାସ । ବାପି ଜଣେ ସାଙ୍ଗ ଘରକୁ ବୁଲି ଆସିଥିବା ବେଳେ ଅପରାହ୍ନରେ ସାଙ୍ଗ ମାନଙ୍କ ସହିତ…

[ଭିଡ଼ିଓ] ଜମି ବିବାଦ ନେଇ ୪୦ରୁ ଊର୍ଦ୍ଧ୍ବ ବୋମାମାଡ଼, ଜଳିଗଲା ୩୦ ଘର

ବ୍ରହ୍ମଗିରି: ଜଳୁଛି ସାତପଡ଼ା । ଜମି ଜବରଦଖଲ ନେଇ ତୁମୁଳ କାଣ୍ଡ ଘଟିଥିବା ବେଳେ ଲଗାତର ଭାବେ ବୋମାମାଡ ହୋଇଛି । ତେବେ ବହୁ ଦିନ ବ୍ୟବଧାନରେ ଏହି ଅଞ୍ଚଳରେ ବୋମାମାଡ ହୋଇଛି । ଦୁଇଟି ଗୋଷ୍ଠୀ ମଧ୍ୟରେ ଉପୁଜି ଥିବା ଜମି ବିବାଦ ଘଟଣାକୁ ନେଇ ୪୦ରୁ ଊର୍ଦ୍ଧ୍ବ ବୋମାମାଡ଼ ହୋଇଛି । ପୁରୀ…

ବାଲୁକା କଳା ଜରିଆରେ ଦୀପାବଳିର ଶୁଭେଚ୍ଛା ଜଣାଇଲେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ମାନସ ସାହୁ

ପୁରୀ : ଆସନ୍ତାକାଲି ଆଲୋକର ପର୍ବ ଦୀପାବଳି । ଏହା ପୂର୍ବରୁ ପୁରୀ ବେଳାଭୂମିରେ ବାଲୁକା କଳା ଜରିଆରେ ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ମାନସ କୁମାର ସାହୁ । ପୁରୀ ଲାଇଟ୍ ହାଉସ ନିକଟସ୍ଥ ବେଳାଭୂମିରେ ମା’ କାଳିଙ୍କ ପ୍ରତିମୂର୍ତ୍ତି ନିର୍ମାଣ କରିଛନ୍ତି ମାନସ…