Latest Odisha News

BREAKING NEWS

ଶ୍ରୀମନ୍ଦିରରେ ଦଶହରାର ସ୍ୱତନ୍ତ୍ର ନୀତି

ପୁରୀ : ଆଜି ଦଶହରାରେ ସବୁଠି ଚାଲିଛି ପୂଜାର୍ଚ୍ଚନା । ସେହିଭଳି ଶ୍ରୀମନ୍ଦିରରେ ଦଶହରାରେ ଶ୍ରୀଜଗନ୍ନାଥ, ଶ୍ରୀ ବଳଭଦ୍ର, ଦେବୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କ ସୁନାବେଶ ଅନୁଷ୍ଠିତ ହୋଇଛି । ତେବେ ପ୍ରତିବର୍ଷ ଭକ୍ତମାନେ ମହାପ୍ରଭୁଙ୍କ ଏହି ମହାର୍ଘ ସୁନାବେଶ ଦର୍ଶନ କରୁଥିବା ବେଳେ…

ଜଗନ୍ନାଥ ଷ୍ଟାଡିୟମ ନିର୍ମାଣ ସମୀକ୍ଷା କଲେ 5T ସଚିବ

ପୁରୀ : ଶ୍ରୀକ୍ଷେତ୍ରରେ ଷ୍ଟାଡିୟମ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଛନ୍ତି 5ଟି ସଚିବ ଭି.କାର୍ତ୍ତିକେୟନ ପାଣ୍ଡିୟାନ । ନିର୍ମାଣସ୍ଥଳ ପରିଦର୍ଶନ କରିବା ସହ ବିଭାଗୀୟ ଅଧିକାରୀଙ୍କ ସହିତ ଆଲୋଚନା କରିଛନ୍ତି । ଡିସେମ୍ବର ମାସ ଶେଷ ସୁଦ୍ଧା ନିର୍ମାଣ କର୍ଯ୍ୟ ସଂପୂର୍ଣ୍ଣ କରିବାକୁ ଠିକାଦାର…

କୋଣାର୍କ ଚନ୍ଦ୍ରଭଗା ସମୁଦ୍ର ମଧ୍ୟରେ ଫସିଲା ହରିଣ

ପୁରୀ : କୋଣାର୍କ ଚନ୍ଦ୍ରଭଗା ସମୁଦ୍ର ମଧ୍ୟରେ ଫସିଲା ହରିଣ । ଅଳ୍ପକେ ବଞ୍ଚିଗଲା ଜୀବନ । ସମୁଦ୍ରରେ ଫସିଥିବା ହରିଣକୁ ବେଳାଭୂମିରେ ଉପସ୍ଥିତ ଥିବା ଲାଇଫ ଗାର୍ଡ ଉଦ୍ଧାର କରିଛନ୍ତି । ସମୁଦ୍ର ମଧ୍ୟରେ ଦୀର୍ଘ ସମୟ ଧରି ହରିଣଟି ଫସି ରହିଥିଲା । ଏହାକୁ ଉଦ୍ଧାର କରାଯିବା ପରେ ହରିଣଟି ଦୌଡ଼ି…

ବ୍ରହ୍ମଗିରି ରାଇବିଧାର ବଜାରରୁ ବ୍ରାଉନସୁଗାର ଜବତ, ଜଣେ ଗିରଫ

ପୁରୀ : ବ୍ରହ୍ମଗିରି ରାଇବିଧାର ବଜାରରୁ ବ୍ରାଉନସୁଗାର ଜବତ । ବ୍ରାଉନସୁଗାର ବିକ୍ରି କରିବା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି ସାତପଡ଼ା ଅବକାରୀ ଥାନା । ଗିରଫ ଅଭିଯୁକ୍ତ ଜଣକ ହେଲା ସ୍ଥାନୀୟ ଅଞ୍ଚଳର ଅଭିରାମ ଦାସ । ତା ନିକଟରୁ ୧୧୨ ଗ୍ରାମର ଧଳା ଜବତ ହୋଇଛି । ଏହାସହ ଏକ କଳା ରଙ୍ଗର ପଲସର…

ବାଲୁକା ଚିତ୍ରକଳାରେ ମହାସପ୍ତମୀ

ପୁରୀ : ଆଜି ଶାରଦୀୟ ଦୁର୍ଗା ପୂଜାର ମହା ସପ୍ତମୀ । ପ୍ରତେକ ପୂଜା ମଣ୍ଡପ ଏଥିପାଇଁ ଚଳ ଚଞ୍ଚଳ। ଏହି ପବିତ୍ର ଦିବସରେ ବିଶିଷ୍ଟ ବାଲୁକା ଚିତ୍ରଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏକ ସୁନ୍ଦର ବାଲୁକା ଚିତ୍ରକଳା କରି ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ପୁରୀ ବେଳାଭୂମିରେ ଏହି ଆକର୍ଷଣୀୟ ବାଲୁକା…

ଶ୍ରୀମନ୍ଦିର ବାମନ ମନ୍ଦିରରେ ନାବାଳିକାଙ୍କୁ ଯୌନ ନିର୍ଯାତନା ମାମଲା, ଜଣେ ପୂଜାରୀ ଗିରଫ

ପୁରୀ : ଶ୍ରୀମନ୍ଦିର ବାମନ ମନ୍ଦିରରେ ନାବାଳିକାକୁ ଯୌନ ନିର୍ଯାତନା ଅଭିଯୋଗରେ କାର୍ଯ୍ୟାନୁଷ୍ଠାନ । ମାମଲାରେ ଜଣେ ପୂଜାରୀଙ୍କୁ ଗିରଫ କରିଛି ସିଂହଦ୍ବାର ଥାନା ପୋଲିସ । ଏ ନେଇ ବିଭିନ୍ନ ଖବର କାଗଜ ଓ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା । ଯାହାକୁ ମନ୍ଦିର ପୂଜକ ଓ ସେବାୟତମାନେ ମିଛ ଖବର…

ଶ୍ରୀମନ୍ଦିର ପରିସରରେ ନାବାଳିକାଙ୍କୁ ଅସଦାଚରଣ ଅଭିଯୋଗ

ପୁରୀ: ନାବାଳିକାଙ୍କୁ ଅସଦାଚରଣ କରି ଶ୍ରୀମନ୍ଦିର ପୂଜକ ଗିରଫ  । ଧର୍ମର ସ୍ଥାନରେ ଅଧର୍ମ କାମ ।  ପୁରୀ ଶ୍ରୀମନ୍ଦିର ପରିସରରେ ନାବାଳିକାଙ୍କୁ ଅସଦାଚରଣ କରି ପୂଜକ ଗିରଫ । ଅସଦାଚରଣ କରିଥିବା ପୂଜକଙ୍କ ନାଁ ସଂଗ୍ରାମ ଦାସ । ପୁଲିସ ଅଭିଯୋଗର ତଦନ୍ତ କରି ଶ୍ରୀମନ୍ଦିର ପରିସରରେ ଥିବା ଦଧିବାମନ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଉତ୍ତେଜନା ସହ ରାସ୍ତାରେ ପୋଡାଜଳା

ପୁରୀ : ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ପୁରୀ ଭୁବନେଶ୍ୱର ଜାତୀୟ ରାଜପଥ ପିପିଲି ଅନ୍ତର୍ଗତ ସିଫା କାର୍ଯ୍ୟଳୟ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇ କାର ଭିତରେ ଧକ୍କା ହୋଇ ୪ ଜଣ ଗୁରତର ହୋଇଛନ୍ତି । ସ୍ଥାନୀୟ ଅଞ୍ଚଳର ତିନିଜଣ କଲେଜ ପିଲା ମଧ୍ୟ ଗୁରୁତର ଭାବେ ଆହତ ହୋଇଥିବା ଯୋଗୁଁ…

ଶ୍ରୀମନ୍ଦିରରେ ଗୁପ୍ତ ଗୁଣ୍ଡିଚା ନୀତି

ପୁରୀ : ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ହୋଇଛି ଗୁପ୍ତ ଗୁଣ୍ଡିଚା ନୀତି । ଦୁର୍ଗମାଧବ ରଥକୁ ବିଜେ ହୋଇଥିବା ବେଳେ ୧୨.୩୦ରେ ନାରାୟଣୀ ମନ୍ଦିରକୁ ବିଜେ ହୋଇଛନ୍ତି । ଦୁର୍ଗା ମାଧବ ଉପାସନାର ଅନନ୍ୟ ଐତିହ୍ୟ କ୍ଷେତ୍ର ନାରାୟଣୀ ମନ୍ଦିର । ଆଶ୍ବିନ ମାସରେ ଷୋଳପୂଜା ସମୟରେ ପ୍ରଥମ ଆଠ ଦିନ…

କାଲି ବ୍ରହ୍ମଗିରି ଓ କୃଷ୍ଣପ୍ରସାଦ ବ୍ଲକ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବାଣ୍ଟିବେ ବିଏସକେଓ୍ବାଇ ସ୍ମାର୍ଟ କାର୍ଡ

ପୁରୀ : ଆସନ୍ତାକାଲି ପୁରୀ ଜିଲ୍ଲା ବ୍ରହ୍ମଗିରି ଓ କୃଷ୍ଣପ୍ରସାଦ ବ୍ଲକ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଖାଦ୍ୟ ସୁରକ୍ଷା ଯୋଜନାରେ ରାସନ କାର୍ଡଧାରୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ନୂତନ ସ୍ମାର୍ଟ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ । ୨୧ଟି ପଞ୍ଚାୟତର ୧୯ ହଜାର…