Latest Odisha News

BREAKING NEWS

ମହାଳୟାରେ ପିତୃପକ୍ଷଙ୍କୁ ପିଣ୍ଡଦାନ

ପୁରୀ: ପବିତ୍ର ମହାଳୟା ଶ୍ରାଦ୍ଧ | ସୂର୍ଯ୍ୟ କନ୍ୟା ରାଶିରେ ଥିବା ସମୟରେ ଯେଉଁ ଅମାବାସ୍ୟା ପଡିଥାଏ ତାହା ମହାଳୟା ନାମରେ ନାମିତ | ଏହି ଦିନ ଶ୍ରାଦ୍ଧ ଦେବାର ଵିଧି ରହିଛି | ଏହିଦିନ ଯେଉଁ ଶ୍ରାଦ୍ଧ ବା ପିଣ୍ଡଦାନ କରାଯାଏ ସେଥିରେ ପିତୃପୁରୁଷଙ୍କ ପୂର୍ଣ୍ଣ ପ୍ରାପ୍ତି ହୋଇଥାଏ | ଏହି…

ଷ୍ଟ୍ରଙ୍ଗରୁମରୁ ଟ୍ରେଜେରି ଗଲା ୫ କୁଇଣ୍ଟାଲ ରୁପା

ପୁରୀ: ଶ୍ରୀମନ୍ଦିର ପ୍ରଶାସନ ଶ୍ରୀମନ୍ଦିର କଳାହାଟ ଦ୍ଵାରର ରୁପା ସାମଗ୍ରୀ ସୁରକ୍ଷା ଦାୟିତ୍ବ  ଜିଲ୍ଲା ପ୍ରଶାସନକୁ ହସ୍ତାନ୍ତର କରିଛି । ଷ୍ଟ୍ରଙ୍ଗରୁମରୁ ଟ୍ରେଜେରି ଗଲା ୫ କୁଇଣ୍ଟାଲ ରୁପା । ଶ୍ରୀମନ୍ଦିରର କଳାହାଟ ଦ୍ୱାର ପାଇଁ ଆସିଥିବା ସମସ୍ତ ୫ କ୍ୱିଣ୍ଟାଲ ରୁପାକୁ ଆଜି ନିଳାଦ୍ରୀ…

ପୁରୀ ବ୍ଲୁ ଫ୍ଲାଗ ବିଚକୁ ନିଆରା ଢ଼ଙ୍ଗରେ ବିରୋଧ

ପୁରୀ : ପୁରୀର ବ୍ଲୁ ଫ୍ଲାଗ ବିଚକୁ ନିଆରା ଢ଼ଙ୍ଗରେ ବିରୋଧ । ଗାନ୍ଧି ଜୟନ୍ତୀ ଅବସରରେ ବେଳାଭୂମିର ସମସ୍ତ ବ୍ୟବସାୟୀ ସମୁଦ୍ର ବେଳାଭୂମିକୁ ସଫେଇ କରି ନିଆରା ବାର୍ତ୍ତା ଦେଇଥିଲେ । ବ୍ୟବସାୟୀ କହିଛନ୍ତି ଯେ, ବେଳାଭୂମିକୁ ବ୍ୟବସାୟୀମାନେ ସଫା ସୁତୁରା ରଖି ପାରିବେ । ତେଣୁ ସ୍ବଚ୍ଛ ବେଳାଭୂମି…

ମାଆ ମରୀଚିଖାଇ ପୀଠରେ ଷୋଳପୂଜା

ପୁରୀ: ଦେବୀ ପୀଠ ଗୁଡ଼ିକରେ ଆରମ୍ଭ ହୋଇଛି ଷୋଡଶ ଉପଚାରରେ ପୂଜା । ଅନ୍ୟ ପୀଠ ଗୁଡିକ ଭଳି ଶ୍ରୀକ୍ଷେତ୍ରରେ ସମସ୍ତ ଦେବୀ ପୀଠ ମାନଙ୍କରେ ଅନୁଷ୍ଠିତ ହେଉଛି ଶାରଦୀୟ ପାର୍ବଣର ଷୋଳପୂଜା l ପରମ୍ପରା ଅନୁଯାଇ ମୂଳାଅଷ୍ଟମୀଠାରୁ ଷୋଳପୂଜାର ଵିଧି ଆରମ୍ଭ ହୋଇଛି l ଶ୍ରୀକ୍ଷେତ୍ରରେ ଥିବା ସମସ୍ତ ଶକ୍ତି…

ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ ,ଭରଣ ପୋଷଣ ମାମଲାର ଶୁଣାଣି ଶେଷ କରିବାକୁ ନିର୍ଦ୍ଦେଶ

କଟକ : ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ । ୫ଟି ତାରିଖରେ ଭରଣ ପୋଷଣ ମାମଲାର ଶୁଣାଣି ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ସିଆର୍‌ପିସିର ଧାରା ୧୨୫ରେ ଦାୟର ଭରଣ ପୋଷଣ ମାମଲାର ୫ଟି ତାରିଖରେ ଶୁଣାଣି ଶେଷ କରି ରାୟ ପ୍ରକାଶ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏପରି…

ପୁରୀ ରେଳ ଷ୍ଟେସନ ପରିଦର୍ଶନ କଲେ ରେଲଓ୍ବେ ବୋର୍ଡର ପିଏସି ସଦସ୍ୟ

ପୁରୀ : ପୁରୀ ରେଳ ଷ୍ଟେସନ ପରିଦର୍ଶନ କରିଛନ୍ତି ରେଲଓ୍ବେ ବୋର୍ଡର ପିଏସି ସଦସ୍ୟ । ରେଲୱେ ବୋର୍ଡର ପିଏସି ସଦସ୍ୟ ଦିଲୀପ ମଲ୍ଲିକଙ୍କ ନେତୃତ୍ବରେ ୬ ଜଣ ସଦସ୍ୟ ପୁରୀ ରେଳ ଷ୍ଟେସନରେ ପହଞ୍ଚିଥିଲେ । ରେଳବାଇର ସର୍ବଭାରତୀୟ ସ୍ତରୀୟ ପାସେଞ୍ଜର ଆମେନିଟିଜ୍ କମିଟି ପୁରୀ ରେଳ ଷ୍ଟେସନ ଆସି…

ଆସନ୍ତାକାଲି ପିପିଲି ଉପନିର୍ବାଚନ, ସ୍ଥିତି ଅନୁଧ୍ୟାନ କଲେ ଜିଲ୍ଲାପାଳ

ପୁରୀ : ଆସନ୍ତାକାଲି ପିପିଲି ଉପନିର୍ବାଚନ । ଭୋଟର କରିବେ ନେତାଙ୍କ ଭାଗ୍ୟ ପରୀକ୍ଷା । ଏହା ପୂର୍ବରୁ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ପିପିଲି ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି । କିଭଳି ମୁକ୍ତ ଓ ଅବାଧ ନିର୍ବାଚନ ଅନୁଷ୍ଠିତ ହୋଇପାରିବ ସେନେଇ ସମସ୍ତ ବ୍ୟବସ୍ଥା କରାଯାଇଛି । ଡେଲାଙ୍ଗ ଓ…

ଶ୍ରୀକ୍ଷେତ୍ରରେ ଶାରଦୀୟ ପାର୍ବଣର ଷୋଡ଼ ପୂଜା

ପୁରୀ: ଶ୍ରୀକ୍ଷେତ୍ରରେ ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ପାର୍ବଣର ଷୋଡ଼ପୂଜା । ଗଜପତିଙ୍କ ଶ୍ରୀନହରରେ ଗଜପତି ଦିବ୍ୟସିଂହ ଦେବ ବ୍ରାହ୍ମଣ ମାନଙ୍କୁ ବରଣ କରି ଦୁର୍ଗାପୂଜାର ଶୁଭାରମ୍ଭ କରିଛନ୍ତି । ୧୬ ଦିନ ଧରି ଏହି ପୂଜା ଅନୁଷ୍ଠିତ ହେଉଥିବା ବେଳେ ରାଜଗୁରୁ ପୁରୋହିତଙ୍କୁ ଗଜପତି…

ବିସ୍ଫୋରକ ଫୁଟି ଉଡ଼ିଗଲା ଥାନାର ଛାତ

ପୁରୀ : ବିସ୍ପୋରଣରେ ମାଟିରେ ମିଶିଲା ବଳଙ୍ଗା ଥାନା l ପୁରୀ ଜିଲ୍ଲା ବଳଙ୍ଗା ଥାନାର ମାଲଖାନାରେ ଗତକାଲି ବିଳମ୍ବିତ ରାତିରେ ବିସ୍ଫୋରଣ ହୋଇଛି । ଜବତ ହୋଇଥିବା ବିସ୍ଫୋରକ ଫୁଟି ଥାନାର ଛାତ  କାନ୍ଥ ଭୁଶୁଡି ପଡିଛି l ସୌଭାଗ୍ୟ ବଶତଃ ଥାନାର ସେଣ୍ଟ୍ରି ସରୋଜ ବେହେରା ଏହି ବଡ଼ ଦୁର୍ଘଟଣାରୁ…

ପିପିଲି ବିଧାନସଭା ଉପନିର୍ବାଚନ ଭୋଟ ଗଣତି ପାଇଁ ତାଲିମ ଶିବିର

ପୁରୀ : ପିପିଲି ବିଧାନସଭା ଉପନିର୍ବାଚନ ଭୋଟ ଗଣତି ପାଇଁ ଅନୁଷ୍ଠିତ ହୋଇଛି ତାଲିମ ଶିବିର । ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ସୁପରଭାଇଜର ଓ କାଉଣ୍ଟିଂ ଆସିଷ୍ଟାଣ୍ଟ ମାନଙ୍କୁ ତାଲିମ ପ୍ରଦାନ କରାଯାଇଛି । ଯୁଗ୍ମ ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରମୋଦ କୁମାର ସାହୁ ତାଲିମ…