Latest Odisha News

ଗୁଣ୍ଡିଚା ମନ୍ଦିରରୁ ମହାପ୍ରଭୁଙ୍କ ଆଡପ ଅବଢ଼ା

ପୁରୀ : ମହାପ୍ରଭୁଙ୍କ  ଆଡପ ଅବଢ଼ା ଆଜି ଗୁଣ୍ଡିଚା ମନ୍ଦିରରୁ ବାହାରିଛି । ବ୍ୟବସ୍ଥା ଅନୁଯାୟୀ ଗୁଣ୍ଡିଚା ମନ୍ଦିରର ଉତ୍ତର ଦ୍ୱାର ଓ ପୁରୀ ବସ ଷ୍ଟାଣ୍ଡ ରେ ଦୁଇଟି କାଉଣ୍ଟର ହୋଇଛି । ଭକ୍ତ ମାନେ ସେଠାରେ ଟୋକନ କାଟି ମହାପ୍ରଭୁଙ୍କ ଆଡପ ଅବଢ଼ା ପାଇ ପାରିବେ । ସୁଆର ମାହାସୁଆର ନିଯୋଗ ପକ୍ଷରୁ…

ଶ୍ରୀମନ୍ଦିରରେ ମରାମତି କାର୍ଯ୍ୟ ତ୍ୱରାନ୍ୱିତ

ପୁରୀ: ମହାପ୍ରଭୁ ଶ୍ରୀଗୁଣ୍ଡିଚା ଯାତ୍ରା ଗମନ ପରେ ASI ପକ୍ଷରୁ ଶ୍ରୀମନ୍ଦିରରେ ଥିବା ବିଭିନ୍ନ ମରାମତି କାର୍ଯ୍ୟକୁ ତ୍ୱରାନ୍ୱିତ କରାଯାଇଛି। ଏହି କ୍ରମରେ ଆଜି ଠାରୁ ଶ୍ରୀମନ୍ଦିରର ଲେଜର ସ୍କାନିଂ ଆରଂଭ ହୋଇଛି। ଏ ନେଇ ପୂର୍ବରୁ ଅନୁମତି ଦେଇଛି ଶ୍ରୀମନ୍ଦିର ପ୍ରଶାସନ । ନିସ୍ପତି ଅନୁଯାୟୀ…

ରଥ ଯାତ୍ରାରେ କଡା ସୁରକ୍ଷା

ପୁରୀ: ମହାପ୍ରଭୁଙ୍କ ରଥ ଯାତ୍ରାକୁ କୋଭିଡ କଟକଣା ଭିତ୍ତିରେ କରିବା ପାଇଁ ପୋଲିସ ପକ୍ଷରୁ କଡା ବ୍ୟବସ୍ଥା ହୋଇଛି ପୁରୀରେ । ତେବେ ରଥ ଯାତ୍ରାରେ  ତଦାରଖ କରିଛନ୍ତି ନିଜେ ପୋଲିସ ଡିଜି । ପୁରୀ ସହରବାସୀ କଟକଣାକୁ ମାନି ପୋଲିସକୁ ସହଯୋଗ କରିଥିବା ହେତୁ ସେ ପୁରୀ ସହର ବାସୀଙ୍କୁ ଧନ୍ୟବାଦ…

ବାଲୁକା ଶିଳ୍ପୀଙ୍କ ବାଲି ରଥ

ପୁରୀ: ଆଜି ହେଉଛି ମହାପ୍ରଭୁଙ୍କର ଘୋଷଯାତ୍ରା । କରୋନା କଟକଣା ଭିତରେ ବିନା ଭକ୍ତରେ ବଡ଼ଦାଣ୍ଡରୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଶ୍ରୀମନ୍ଦିର ଛାଡ଼ି ନବଦିନାତ୍ମକ ଯାତ୍ରାରେ ବାହାରିଛନ୍ତି ଶ୍ରୀଜିଉ । ଚତୁର୍ଦ୍ଧାମୂର୍ତ୍ତି ରଥାରୂଢ଼ ହୋଇ ଜନ୍ମବେଦୀ-ଶ୍ରୀଗୁଣ୍ଡିଚା ମନ୍ଦିର…

ବଡ଼ଦାଣ୍ଡରେ ଜଗତଗୁରୁ ଶଙ୍କରାଚାର୍ଯ୍ୟ

ପୁରୀ : ରଥ ଉପରେ ଶିଷ୍ୟଙ୍କ ସହ ଜଗତଗୁରୁ ଶଙ୍କରାଚାର୍ଯ୍ୟ ଦର୍ଶନ କରିଛନ୍ତି । ତେବେ କୋଭିଡ ମହାମାରୀ ସାରା ବିଶ୍ୱରୁ ଦୁରେଇ ଯାଉ ଓ ଲୋକଙ୍କ କଲ୍ୟାଣ ହେଉ ସେ ନେଇ ମହାପ୍ରଭୁଙ୍କୁ ପ୍ରାର୍ଥନା କରିଛନ୍ତି । ତେବେ କୋଭିଡ ପାଇଁ ବିନା ଭକ୍ତରେ ହେଉଥିବା ରଥଯାତ୍ରାକୁ ଶଙ୍କରାଚାର୍ଯ୍ୟ ସ୍ୱାଗତ…

ପୁରୀ ରଥଯାତ୍ରା ନେଇ ସୁରକ୍ଷା ସ୍ଥିତି ସମୀକ୍ଷା

ପୁରୀ:  ପୁରୀ ରଥଯାତ୍ରାରେ ସୁରକ୍ଷା ସ୍ଥିତି ସମୀକ୍ଷା କରିଛନ୍ତି ପୋଲିସ ଡିଜି ଅଭୟ । ପୋଲିସ ଅଧିକାରୀ ମାନେ କିଭଳି ଡ୍ୟୁଟି ସଠିକ ଭାବେ କରି ପାରିବେ ଓ କଣ ସୁବିଧା ଦିଆଯାଇପାରିବ ସେ ନେଇ ବିଶେଷ ଆଲୋଚନା ହୋଇଥିଲା । ତେବେ ଶାନ୍ତି ଶୃଙ୍ଖଳାରେ କିଭଳି କୋଭିଡ କଟକଣା ରେ ରଥଯାତ୍ରା ଶେଷ ହେବ…

ଆରମ୍ଭ ହେବ ଶ୍ରୀମନ୍ଦିର ଗର୍ଭଗୃହ ଯାଞ୍ଚ

ପୁରୀ : ଜୁଲାଇ ୧୩ରେ ଆରମ୍ଭ ହେବ ଏଏସଆଇଙ୍କ ଶ୍ରୀମନ୍ଦିର ଗର୍ଭଗୃହ ଯାଞ୍ଚ । ଏ ନେଇ ଆଜି ଏଏସଆଇ ସୁପେରିଟେଣ୍ଡ ଅରୁଣ ମଲ୍ଲିକଙ୍କ ନେତୃତ୍ୱରେ ୫ ଜଣିଆ ଏଏସଆଇ ବିଶେଷଜ୍ଞ ଟିମ୍ ଶ୍ରୀମନ୍ଦିର ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି । ଗତକାଲି ଶ୍ରୀମନ୍ଦିର ବୈଷୟିକ କୋର କମିଟି ମଧ୍ୟ ଏନେଇ ଅନୁଧ୍ୟାନ…

ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ ଶେଷ

ପୁରୀ ପୁରୀ : ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଶେଷ ହୋଇଛି। କେଵଳ ତିନି ରଥରେ କପଡା ପକାଯିବା କାର୍ଯ୍ୟ ଚାଲୁ ରହିଛି। ତେବେ ରଥ ଯାତ୍ରା କିଭଳି ଶାନ୍ତି ଶୃଙ୍ଖଳା ରେ ହେବ ସେ ନେଇ ପୁରୀ ଜିଲାପାଳ ସ୍ଥିତି ସମୀକ୍ଷା କରିଛନ୍ତି। ଜିଲାପାଳ ଙ୍କ ସୂଚନା ଅନୁଯାୟୀ src ଙ୍କ…

ଶେଷ ଦେବଦାସୀ ପରଶମଣିଙ୍କ ପରୋଲୋକ

ପୁରୀ: ଦେବଦାସୀ ପରଶମଣିଙ୍କର ପରୋଲୋକ ଘଟିଛି । ୯୪ ବର୍ଷ ବୟସରେ ଇହଧାମ ତ୍ୟାଗ କରିଛନ୍ତି । ଗତକାଲି ରାତିରେ ଶୋଇଥିବା ଅବସ୍ଥାରେ ତାଙ୍କର ଗଚ୍ଛକାଲି ନିକଟରେ ବାସସ୍ଥାନରେ ପରଲୋକ ଘଟିଛି । ଆଜି ତାଙ୍କର ଶେଷକୃତ୍ୟ ପୁରୀ ସ୍ବର୍ଗଦ୍ବାରରେ କରାଯାଇଥିଲା।  ତାଙ୍କୁ ମୁଖାଗ୍ନୀ ପ୍ରସନ୍ନ କୁମାର…

ସ୍ମାର୍ଟ ସ୍କୁଲ ଯୋଜନାରେ ସାମିଲ କରିବାକୁ ଦାବି

ପୁରୀ : ପୁରୀ ସଦର ବାସୁଦେବପୁର ଅନ୍ତର୍ଗତ କନକଦୂର୍ଗା ହାଇସ୍କୁଲ । ସ୍କୁଲରେ ପାଠପଢି ଅନେକ ରାଜ୍ୟ,ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ପ୍ରତିଷ୍ଠିତ ହୋଇପାରିଛନ୍ତି । ସ୍ମାର୍ଟ ସ୍କୁଲର ସମସ୍ତ ମାପିକାଠି ପୂରଣ କରୁଥିବା ଏହି ସ୍କୁଲ କିନ୍ତୁ ସ୍ମାର୍ଟ ସ୍କୁଲ ଯୋଜନାରେ ସ୍ଥାନ ପାଇପାରିନାହିଁ ।…