Latest Odisha News

ଆଇସକ୍ରିମ କାଠିରେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ

ପୁରୀ : ଆଇସିକ୍ରିମ କାଠିରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥର ଅବିକଳ ପ୍ରତିକୃତି । ପୁରୀର ବାସିନ୍ଦା ଯୁକ୍ତ ତିନିରେ ପଢ଼ୁଥିବା ଛାତ୍ରୀ ସୁସ୍ମିତା ମହାରଣା ଏହି ନିଆରା କଳାକୃତିଟି ତିଆରି କରିଛନ୍ତି। ଏଥି ପାଇଁ  ୭ ଦିନ ଲାଗି ଥିବା ବେଳେ ୨ ହଜାରରୁ ଅଧିକ ଆଇସି କ୍ରିମ କାଠି ଏହି…

ଶ୍ରୀଜିଉଙ୍କ ରାଜପ୍ରାସାଦ ବିଜେ ନୀତି

ପୁରୀ  : ଆଜି ଦ୍ୱାଦଶୀ ତିଥିରେ ଶ୍ରୀଜିଉ ମାନଙ୍କର ଅନୁଷ୍ଠିତ ହେବ ରାଜପ୍ରାସାଦ ବିଜେ ନୀତି | ସକାଳ ଧୂପ ସରିବା ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ବେହେରଣ ଦ୍ୱାର ଫିଟିବା ସହ ଶ୍ରୀମନ୍ଦିରରୁ ଶ୍ରୀନହରକୁ ରାଜପ୍ରସାଦ ବିଜେ କରାଯିବ | ଗତକାଲି ଏକାଦଶୀ ତିଥିରେ ମହାପ୍ରଭୁଙ୍କୁ ଖଳି ଲାଗି ଓ…

ଜୀବନ ଜୀବିକା ଉଜୁଡିଲେ ଆନ୍ଦୋଳନ

ପୁରୀ: ପୁରୀର ସିପସରୁବାଲି ମୌଜା ଅଞ୍ଚଳରେ ପୁରୀ ପାଇଁ ବିମାନ ବନ୍ଦର ହେବ । ଏନେଇ ଏକ ପ୍ରକାର ସ୍ଥାନ ଚୂଡାନ୍ତ ହୋଇ ସାରିଛି । ତେବେ ଏହି ପ୍ରକଳ୍ପ ନେଇ ସ୍ଥାନୀୟ ଅଞ୍ଚଳର ବାସିନ୍ଦା ବିରୋଧ ଆରମ୍ଭ କଲେଣି । କାରଣ ସିପସରୁବାଲି ମୌଜା ଅଞ୍ଚଳରେ ଥିବା ଜଙ୍ଗଲକୁ ନେଇ ଆଖ ପାଖ ଅଂଚଳର…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଚକାବିଜେ ନୀତି

ପୁରୀ: ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଅନୁଷ୍ଠିତ ହେବ ଚକାବିଜେ ନୀତି । ସ୍ନାନ ପୂର୍ଣ୍ଣିମା ଦିନଠାରୁ ଅସୁସ୍ଥ ହୋଇପଡିଛନ୍ତି ଶ୍ରୀଜିଉ । ମହାପ୍ରଭୁଙ୍କୁ ସୁସ୍ଥ କରିବା ପାଇଁ ଅନବସରରେ ଚାଲିଛି ଗୁପ୍ତନୀତି । ଦଇତାପତି ସେବାୟତମାନେ ଶ୍ରୀଜୀଉଙ୍କୁ ସୁସ୍ଥ କରିବା ପାଇଁ ଲାଗିପଡିଛନ୍ତି ।…

ସେବାୟତଙ୍କୁ ସାନିଟାଇଜର ଓ ମାସ୍କ

ପୁରୀ  : କୋଭିଡ ସଂକ୍ରମଣରୁ ସେବାୟତ ମାନେ ସୁରକ୍ଷିତ ରହି ପାରିବେ । ସେ ନେଇ ଶ୍ରୀମନ୍ଦିର ପ୍ରଶାସନ ଉଦ୍ୟମ ଜାରି ରଖିଛି । ଆଗକୁ ରଥଯାତ୍ରା ଥିବା ବେଳେ ଏଥିରେ ସମ୍ପୃକ୍ତ ଥିବା ସେବାୟତଙ୍କୁ ଶ୍ରୀମନ୍ଦିର ପ୍ରଶାସନ ମାଗଣାରେ ସାନିଟାଇଜର ଓ N95 ମାସ୍କ ଯୋଗାଇ ଦେଇଚି । ପ୍ରଥମେ ଦଇତା ପତି…

ପଥରରେ ନନ୍ଦିଘୋଷ ରଥ

ପୁରୀ : ସାରା ବିଶ୍ୱରେ ଏବେ କୋଭିଡ ମହାମାରୀ ଆତଙ୍କ । ଏହି ପରିସ୍ଥିତିରେ ଚଳିତ ବର୍ଷ ବି ମହାପ୍ରଭୁଙ୍କ ରଥଯାତ୍ରା ବିନା ଭକ୍ତରେ ଅନୁଷ୍ଠିତ ହେବ । ତେବେ ମହାପ୍ରଭୁଙ୍କ ରଥଯାତ୍ରା ବିନା ଭକ୍ତରେ ହେବାକୁ ଥିବାରୁ ଏହି ସ୍ମୃତିରେ ପୁରୀର ଜଣେ ପଥର ଶିଳ୍ପୀ ନିର୍ମାଣ କରିଛନ୍ତି ମହାପ୍ରଭୁଙ୍କ…

ଦେବସ୍ନାନ ପୁର୍ଣ୍ଣିମା ଉପଲକ୍ଷେ ବାଲୁକା ଆନିମେସନ

ପୁରୀ : ଦେବସ୍ନାନ ପୁର୍ଣ୍ଣିମା ଉପଲକ୍ଷେ ବାଲୁକା ଆନିମେସନ । ବାଲୁକା ଆନିମେସନରେ ପ୍ରଭୁ ଜଗନ୍ନାଥ, ବଳଭଦ୍ର ଏବଂ ଭଗିନୀ ସୁଭଦ୍ରାଙ୍କର ପହଣ୍ଡି ବିଜେ ଠାରୁ ଆରମ୍ଭ କରି ସ୍ନାନ ବେଦୀ ରେ ସ୍ନାନ କରିବାର ଦୃଶ୍ୟ । ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ବାଲୁକା ଆନିମେସନ ମାଧ୍ୟମରେ…

ଦେବସ୍ନାନ ପୂର୍ଣ୍ଣିମା ଶୃଙ୍ଖଳିତ କରିବାକୁ ବୈଠକ

ପୁରୀ : ଦେବସ୍ନାନ ପୂର୍ଣ୍ଣିମା କିଭଳି ଶାନ୍ତି ଶୃଙ୍ଖଳାରେ ଅୟୋଜନ କରାଯିବ ସେ ନେଇ ହୋଇଛି ଆଲୋଚନା । ପୁରୀ ଏସପି କେ ବିଶାଳ ସିଂ ଆଜି ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଏକ ବୈଠକରେ ଆଲୋଚନା କରିଛନ୍ତି। ସେହିପରି କିଭଳି ସୁରକ୍ଷା ବ୍ୟବସ୍ଥା ରହିବ , କେଉଁ ଅଫିସର କେଉଁଠି ଡ୍ୟୁଟିରେ ରହିବେ,…

ଆଗେଇ ଚାଲିଛି ତିନି ରଥ କାମ

ପୁରୀ : ରଥ ନିର୍ମାଣ ବେଶ ଆଗୁଆ ଚାଲିଛି । ୯ ଦିନ ପୂର୍ବରୁ ଉଠିଛି ତିନି ରଥର ଚାରିନାହାକା ।  ଗତକାଲି ରଥର ଦଣ୍ଡା ଉପରେ କଣ୍ଟା ବାଡ଼ିଆ ପରେ ଗରଗରା ଓ ପୋଲ ଗୟଳ ପଡିଥିଲା । ଜକଯନ୍ତ୍ର ଓ ଗୁଜ ସ୍ଥାପନ ସରି ଆଜି ଭୋଇ ସେବକ ମହାରଣାଙ୍କ ନିର୍ଦେଶରେ ତିନିରଥର ଚାରି ନାହାକା ଉଠାଇଛନ୍ତି ।…

ଦାଦା ବଟି ଅଭିଯୋଗରେ ୪ ଗିରଫ

ପୁରୀ: ପୁରୀ ସହରରେ ଦାଦା ବଟି ଅଭିଯୋଗ । ଏହି ଘଟଣା ନେଇ ୪ଜଣଙ୍କୁ ଗିରଫ କରାଯାଇଛି । ସେମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୁରୀ ଟାଉନ ଥାନା ପୋଲିସ । ଗିରଫ ଅଭିଯୁକ୍ତ ହେଲେ ପୁରୀ ସହରର ରବି ନାରାୟଣ ଆପଟ , କାନୁ ମହାପାତ୍ର , ଚୈତନ୍ୟ ପୃଷ୍ଟି , ସତ୍ୟ ରଂଜନ ପଣ୍ଡା । ଅଭିଯୁକ୍ତ…