Latest Odisha News

ରଥ ଉପରେ କାହିଁକି ଭାଙ୍ଗି ଦିଆଯାଏ ମହାପ୍ରଭୁଙ୍କ ଅଧରପଣା ହାଣ୍ଡି !

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଲୀଳା ରହସ୍ୟ ଭେଦ କରିବା ଛାର ମନୁଷ୍ୟ ପକ୍ଷେ ସମ୍ଭବ ନୁହେଁ । ବାର ମାସରେ ତେର ପର୍ବ ଅନୁଷ୍ଠିତ ହେଉଥିବା ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କ ନୀତିକାନ୍ତି ମଧ୍ୟ ବିରଳ । ଏହିପରି ନୀତିକାନ୍ତି ଅନ୍ୟ କେଉଁ ଦେବାଦେବୀଙ୍କ ମନ୍ଦିରରେ ସାଧାରଣତଃ ଦୃଶ୍ୟମାନ…

ସୁନାବେଶରେ ଝଟକିଲେ ତିନିଠାକୁର

ପୁରୀ: ଆଜି ମହାପ୍ରଭଙ୍କର ପବିତ୍ର ସୁନାବେଶ । ରଥାରୂଢ ଶ୍ରୀଜୀଉମାନଙ୍କ ଏହି ସୁନାବେଶ ବା ବଡ଼ ତଡ଼ାଉ ବେଶ ପ୍ରତିବର୍ଷ ଆଜିର ଦିବସରେ ଅନୁଷ୍ଠିତ ହେବାର ବିଧିରହିଛି । ବଡ଼ଦାଣ୍ଡରେ ଦଣ୍ଡାୟମାନ ତିନୋଟି ରଥରେ ସୁନାବେଶରେ ସଜ୍ଜିତ ହୋଇଛନ୍ତି ବଡ଼ଠାକୁର ଶ୍ରୀବଳଭଦ୍ର, ମହାପ୍ରଭୁ ଶ୍ରୀଜଗନ୍ନାଥ…

ଆରମ୍ଭ ହେଲା ମହାପ୍ରଭୁଙ୍କ ସୁନାବେଶ; ରଥକୁ ଆସିଲା ମହଣ ମହଣ ସ୍ୱର୍ଣ୍ଣାଳଙ୍କାର

ପୁରୀ: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ମହୋତ୍ସବରେ ସୁନାବେଶରେ ଦର୍ଶନ ଦେବେ ତିନି ଠାକୁର । ରଥ ଉପରେ ମହଣ ମହଣ ସୁନା ପିନ୍ଧିବେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ସମେତ ବଡ଼ଠାକୁର ଶ୍ରୀ ବଳଭଦ୍ର ଓ ଦେବୀ ସୁଭଦ୍ରା । ପୁରୀ ଶ୍ରୀମନ୍ଦିରରେ ଥିବା ଏହି ସ୍ୱର୍ଣ୍ଣାଳଙ୍କାରଗୁଡ଼ିକୁ କଡ଼ା ସୁରକ୍ଷା ବ୍ୟବସ୍ଥା…

କ୍ୟାମେରା ଲେନ୍ସରେ ମହାପ୍ରଭୁଙ୍କ ‘ବାହୁଡ଼ା ଯାତ୍ରା’…

ପୁରୀ: ଭାଇ ଭଉଣୀଙ୍କୁ ନେଇ ରତ୍ନବେଦୀରୁ ଜନ୍ମବେଦୀ ବୁଲିଯାଇଥିଲେ ମହାପ୍ରଭୁ ଶ୍ରୀଜଗନ୍ନାଥ । ଶରଧାବାଲିରେ ଥିବା ଶ୍ରୀଗୁଣ୍ଡିଚା ମନ୍ଦିର ଜନ୍ମବେଦୀରୁ ଆଜି ଶ୍ରୀମନ୍ଦିରକୁ ବାହୁଡ଼ା ଯାତ୍ରାରେ ବାହୁଡ଼ିଛନ୍ତି । ଅଧିକ ପଢନ୍ତୁ: ମାଉସୀ ମା’ ଅଟକାଇଲେ ରଥ; ମହାପ୍ରଭୁ ଖାଇଲେ ପୋଡ଼ପିଠା…

ମାଉସୀ ମା’ ଅଟକାଇଲେ ରଥ; ମହାପ୍ରଭୁ ଖାଇଲେ ପୋଡ଼ପିଠା

ପୁରୀ: ଶ୍ରୀକ୍ଷେତ୍ରର ଶ୍ରୀଗୁଣ୍ଡିଚାରୁ ଶ୍ରୀମନ୍ଦିର ଯାଏଁ ରଥାରୂଢ ଶ୍ରୀଜଗନ୍ନାଥ ମହାପ୍ରଭୁ କରିଚାଲିଛନ୍ତି ତାଙ୍କର ଅପୂର୍ବ ମାନବୀୟ ଲୀଳା । ପବିତ୍ର ରଥଯାତ୍ରା ଉତ୍ସବରେ ଆଜି ହେଉଛି ବାହୁଡ଼ା ଯାତ୍ରା ଉତ୍ସବ । ଶ୍ରୀଜୀଉମାନେ ଆଜି ଶ୍ରୀଗୁଣ୍ଡିଚା ମନ୍ଦିରର ଜନ୍ମବେଦୀ ଛାଡ଼ି ବାହୁଡୁଛନ୍ତି…

ବାହୁଡ଼ା ଯାତ୍ରା: ଶ୍ରୀମନ୍ଦିର ଅଭିମୁଖେ ତିନିରଥ…

ପୁରୀ: ଶ୍ରୀମନ୍ଦିରକୁ ବାହୁଡୁଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ । ବଡ଼ଠାକୁର ଶ୍ରୀବଳଭଦ୍ର ଓ ସୁନା ଭଉଣୀ ଦେବୀ ସୁଭଦ୍ରାଙ୍କ ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥ ଆଜି ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିର ଅଭିମୁଖେ ଯାତ୍ରା କରିଛନ୍ତି । ତିନୋଟି ରଥ ନନ୍ଦିଘୋଷ, ତାଳଧ୍ୱଜ ଏବଂ ଦେବୀ ଦଳନ ରଥ ବଡ଼ଦାଣ୍ଡ…

ବିନା ଭକ୍ତରେ ବାହୁଡ଼ିବେ ଶ୍ରୀଜଗନ୍ନାଥ; ସଟଡ଼ାଉନରେ ପ୍ରଶାସନର ଜୋରଦାର ପ୍ରସ୍ତୁତି

ପୁରୀ: ଯାତ୍ରା ସାରି ବାହୁଡ଼ିବେ ଶ୍ରୀଜଗନ୍ନାଥ । ବିନା ଭକ୍ତରେ ରଥ ଟଣାଯିବ । ଏଥିପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।  ଶୃଙ୍ଖଳା ରକ୍ଷା ପାଇଁ ଆଜି ରାତି ୧୦ଟାରୁ ୨ତାରିଖ ରାତି ୧୦ଟା ପର୍ଯ୍ୟନ୍ତ ପୂରା ସଟଡାଉନ୍ ରହିବ ପୁରୀ । ସେହିପରି ବାହୁଡା଼ ଯାତ୍ରା ଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ…

ମହାପ୍ରଭୁଙ୍କୁ ମାଉସୀ ଖୁଆଇବେ ପୋଡ଼ପିଠା: କେମିତି ଚାଲିଛି ପ୍ରସ୍ତୁତି, ଜାଣନ୍ତୁ

ପୁରୀ: ସେହି କୃପାମୟ ପ୍ରେମମୟ ଦୟାମୟ ମହାପ୍ରଭୁ ଶ୍ରୀଜଗନ୍ନାଥ ଜଗତର ଏପରି ଏକ ଠାକୁର ଯିଏ ନିଜ ମନ୍ଦିର ଆସ୍ଥାନରୁ ଉଠି ଲକ୍ଷ ଲକ୍ଷ ଜନସମୂଦ୍ରରେ ମିଶିଯାଆନ୍ତି । ରଥାରୁଢ ଶ୍ରୀଜଗନ୍ନାଥଙ୍କୁ ସାରା ବିଶ୍ୱର କୋଟି କୋଟି ଜନତା ଦର୍ଶନ କରିବାର ସୌଭାଗ୍ୟ ଲାଭ କରନ୍ତି । ଏ ଜାତିର ଏକମାତ୍ର…

ରାଗ ଅଭିମାନରେ ମହାପ୍ରଭୁଙ୍କ ରଥ ଭାଙ୍ଗିଦେଲେ ଲକ୍ଷ୍ମୀ ସାଆନ୍ତାଣୀ; ସମ୍ପନ୍ନ ହେଲା ହେରାପଞ୍ଚମୀ ନୀତି

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ମହୋତ୍ସବର ଆଜି ହେଉଛି ପଞ୍ଚମ ଦିବସ । ଆଜି ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହୋଇଯାଇଛି ମହାପ୍ରଭୁଙ୍କ ଦାମ୍ପତ୍ୟ ଲୀଳାର ପାରମ୍ପରିକ ‘ହେରାପଞ୍ଚମୀ’ ନୀତି । ଶ୍ରୀମନ୍ଦିରସ୍ଥିତ ରତ୍ନବେଦୀରୁ ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ…