Latest Odisha News

ଶ୍ରୀମନ୍ଦିର କାର୍ଯ୍ୟାଳୟରେ ପହଞ୍ଚିଲା କୋଭିଡ୍ ଟେଷ୍ଟ ସରଞ୍ଜାମ; ସେବାୟତଙ୍କ ହେବ ପରୀକ୍ଷା

ପୁରୀ: ପୁରୀରେ ଆସନ୍ତାକାଲି ରଥଯାତ୍ରା ଅନୁଷ୍ଠିତ ହେବାନେଇ ସୁପ୍ରିମକୋର୍ଟ ତାଙ୍କ ଶୁଣାଣିରେ ଗ୍ରୀନ୍ ସିଗନାଲ୍ ଦେବା ପରେ ଏବେ ପୁରୀରେ ସମସ୍ତ ଆୟୋଜନ ଜୋରସର୍ ଆରମ୍ଭ ହୋଇଯାଇଛି । ରଥଯାତ୍ରାରେ ନିୟୋଜିତ ହେବାକୁ ଥିବା ସମସ୍ତ ସେବାୟତମାନଙ୍କର ହେବ କୋଭିଡ ଟେଷ୍ଟ । ଅଧିକ ପଢନ୍ତୁ: …

ସିଂହଦ୍ୱାର ଚକଡ଼ାକୁ ଗଡ଼ିଲା ତିନିରଥ

ପୁରୀ: ଜୟ ଜଗନ୍ନାଥ, ଜୟ ଜଗନ୍ନାଥ ଧ୍ୱନୀରେ ବଡ଼ଦାଣ୍ଡ ପ୍ରକମ୍ପିତ ହେଲା । ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ଆସନ୍ତାକାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ । ରଥଯାତ୍ରା ଅନୁଷ୍ଠିତ ହେବାନେଇ ସୁପ୍ରିମକୋର୍ଟ ଅନୁମତି ପ୍ରଦାନ କରିବା ପରେ ଆଜି ରଥଖଳାରୁ ସିଂହଦ୍ୱାର ଚକଡ଼ାକୁ…

ତିନିରଥରେ ବିଜେହେଲା ମହାପ୍ରଭୁଙ୍କ ଆଜ୍ଞାମାଳ; ରଥରେ ବାଜିଲା କାହାଳୀ…

ପୁରୀ: ଆସନ୍ତାକାଲି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । କେବଳ ଓଡ଼ିଶା କି ଭାରତ ନୁହେଁ ବରଂ ବିଶ୍ୱରେ ଥିବା ମହାପ୍ରଭୁଙ୍କର କୋଟି କୋଟି ଶ୍ରଦ୍ଧାଳୁଙ୍କ ମନରେ ରଥଯାତ୍ରା ଲାଗି ଭରି ରହିଛି ଅହେତୁକ ଉତ୍କଣ୍ଠା । ସିଂହଦ୍ୱାର ସମ୍ମୁଖସ୍ଥ ବଡ଼ଦାଣ୍ଡରେ ମହାପ୍ରଭୁ…

ରଥଯାତ୍ରା ନିମନ୍ତେ ଶ୍ରୀମନ୍ଦିର ସମ୍ମୁଖରେ ସମୂହ ଦୀପଦାନ

ପୁରୀ: ଚଳିତବର୍ଷ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଘୋଷଯାତ୍ରା ରୀତି ନୀତି ନିର୍ବିଘ୍ନରେ ସମ୍ପନ୍ନ ହେବା ପାଇଁ ଶ୍ରୀମନ୍ଦିର ସମ୍ମୁଖରେ ରବିବାର ଦିନ ପୁରୀ ସହରର ବିଭିନ୍ନ ବୁଦ୍ଧିଜୀବୀ, ସ୍ୱେଚ୍ଛାସେବୀ ଓ ଶ୍ରୀମନ୍ଦିରର ସେବକମାନେ ଏକାଠି ହୋଇ ଦୀପଦାନ କରି ପ୍ରାର୍ଥନା କରିଛନ୍ତି । ଶ୍ରୀଜୀଉଙ୍କ…

ତିନିରଥରେ ଲାଗିଲେ ପାର୍ଶ୍ଵ ଦେବାଦେବୀ…

ପୁରୀ: ଆଉ ପାଞ୍ଚଦିନ ପରେ ପୁରୀର ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ପୁରୀ ବଡ଼ଦାଣ୍ଡସ୍ଥିତ ରଥଖଳାରେ ରଥ ନିର୍ମାଣ ସମ୍ପୂର୍ଣ୍ଣ ଶେଷ ହୋଇଯିବା ପରେ ଏବେ ରଥରେ ଲାଗିଛନ୍ତି ପାର୍ଶ୍ଵ ଦେବାଦେବୀ । ତିନିରଥରେ ଲାଗିସାରିଛି କଳସ, ଅଁଳା ଓ ଓଲଟ ଶୁଆ । ଆଜି ତିନିରଥରେ ହଂସପଟା ବାଡ଼ିଆ ସରିଛି । ଏହା…

ଓଷଲାଗି, ଚକାବିଜେ ନୀତି ସହ ଅଣସର ପିଣ୍ଡିରେ ଚାଲିଛି ମହାପ୍ରଭୁଙ୍କ ଜ୍ୱର ଚିକିତ୍ସା

ପୁରୀ: ଶ୍ରୀକ୍ଷେତ୍ରର ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରାର ଅବ୍ୟବହିତ ପୂର୍ବରୁ ଅନେକ ପାରମ୍ପକରିକ ନୀତି ପାଳିତ ହୋଇଥାଏ । ସ୍ନାନଯାତ୍ରା ହିଁ ରଥଯାତ୍ରା ମହୋତ୍ସବର ଆଦ୍ୟପର୍ବ କହିଲେ ଅତ୍ୟୁକ୍ତି ହେବନାହିଁ । ଖାଲି ସେତିକି ନୁହେଁ ସାଧାରଣ ମଣିଷ ଯେପରି ରୋଗଗ୍ରସ୍ତ…

ଅନ୍ତିମ ପର୍ଯ୍ୟାୟରେ ତିନିରଥର ପ୍ରସ୍ତୁତି…

ପୁରୀ: ଆଉ ଛଅଦିନ ପରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ପୁରୀରେ ତିନିରଥ ଦଣ୍ଡାୟମାନ ହୋଇସାରିଛନ୍ତି । କାରିଗର ସେବକମାନେ ରଥ ନିର୍ମାଣର ଅନ୍ତିମ ସ୍ପର୍ଶ ଦେଉଛନ୍ତି । ତିନିରଥର ଦୁଆରଘଡ଼ାକୁ ବାନ୍ଧି ରଖିବା ପାଇଁ ରବିବାର ଦିନ ପ୍ରତି ରଥରେ ୪ଟି ଲେଖାଏଁ ଧ୍ୱଜବତା ଲାଗିବା ସହ…

ପୁରୀରେ ପୋଲିସ କ୍ୱାର୍ଟରରୁ ଚୋରି କରି ଚମ୍ପଟ୍ ମାରିଲା ଚୋର !

ପୁରୀ: ଏବେ ପୁରୀ ସହରରେ ଗୋଟିଏ କଥାକୁ ନେଇ ବେଶ୍ ଚର୍ଚ୍ଚା ଜାରି ରହିଛି । ଯିଏ ଚୋର ଧରିବାରେ ଓସ୍ତାଦ୍ ମାନେ ଖୋଦ୍ ପୋଲିସ ବାବୁଙ୍କ ଘରେ କଳାକନା ବୁଲାଇଛି ଚୋର । ପୋଲିସ କ୍ୱାର୍ଟରରେ ହୋଇଛି ଚୋରି । ମିଳିଥିବା ସୂଚନାନୁଯାୟୀ, କାକଟପୁର ଥାନା ଆଇଆଇସି ସୁଜିତ କୁମାର ଦାସଙ୍କ କ୍ୱାର୍ଟରରୁ…

ଜୋର୍‌ଦାର୍ ଚାଲିଛି ତିନିରଥ ରଙ୍ଗ, ସିଲେଇ କାମ; ଲାଗିବ ଓଲଟ ଶୁଆ, କଳସ

ପୁରୀ: ଜୁନ୍ ୨୩ରେ ପୁରୀରେ ଅନୁଷ୍ଠିତ ହେବ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ, ଜଗତର ନାଥ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ଏବଂ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥର ନିର୍ମାଣ କାର୍ଯ୍ୟ ଏକପ୍ରକାର ଚୂଡ଼ାନ୍ତ ପର୍ଯ୍ୟାୟରେ । ଶ୍ରୀକ୍ଷେତ୍ରର…