Latest Odisha News

BREAKING NEWS

ଚୂଡ଼ାନ୍ତ ପର୍ଯ୍ୟାୟରେ ରଥ ନିର୍ମାଣ, ଆରମ୍ଭ ହେଲା ତିନିରଥର କନା କାର୍ଯ୍ୟ

ପୁରୀ: ଆଉ ଦିନ କେଇଟା ପରେ ପୁରୀର ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ । ରଥଖଳାରେ ପ୍ରାୟ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ତିନିରଥର ନିର୍ମାଣ କାର୍ଯ୍ୟ । ଲକ୍‌ଡାଉନର ସମସ୍ତ ନିୟମକୁ ମାନି କାରିଗର ସେବକମାନେ ରଥ ନିର୍ମାଣ ଶେଷ କରିବାକୁ ଯାଉଛନ୍ତି । ମିଳିଥିବା ସୂଚନାନୁଯାୟୀ,…

ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେଲା ଫୁଲୁରୀ ତେଲ…

ପୁରୀ: ଚତୁର୍ଦ୍ଧା ମୂରତୀ ସ୍ନାନମଣ୍ଡପରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପୀଡ଼ିତ ହେଲେ । ମହାପ୍ରଭୁଙ୍କୁ ଜ୍ୱର । ଚାଲିଛି ଉପଚାର । ଆଜି ଶ୍ରୀଅଙ୍ଗରେ ଲାଗିଛି ଜ୍ୱର ଉପଶମ ଲାଗି ଔଷଧୀୟ ତୈଳ । ଫୁଲୁରି ତେଲ । ଅଣସର ଘରେ ଏବେ ଚତୁର୍ଦ୍ଧାବିଗ୍ରହଙ୍କ  ଗୁପ୍ତ ସେବା …

ତିନିରଥରେ ରୂପକାର ସେବକଙ୍କ ରାହୁଚାପ, ଚାନ୍ଦିଲତା ଖୋଦେଇ; ରଙ୍ଗୀନ୍ ହେଉଛି ନାଟଗୋଜ

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ଶ୍ରୀବଳଭଦ୍ର ଓ ସୁନାଭଉଣୀ ଦେବୀ ସୁଭଦ୍ରାଙ୍କ ସହ ଅଣସର ବେଦୀରେ ଅଣସର ନୀତିରେ ରହିଛନ୍ତି । ଆଗକୁ ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ବୁଲିଯିବେ ତିନି ଭାଇଭଉଣୀ । ଏହାକୁ ଦୃଷ୍ଟିରେ ରଖି ରଥଖଳାରେ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ରଥ ନିର୍ମାଣ । କରୋନା…

କରୋନା ସହ ଲଢେଇ: ସେବାୟତଙ୍କ ଲାଗି ହୋମିଓପ୍ୟାଥି

ପୁରୀ: ଶ୍ରୀକ୍ଷେତ୍ରରେ ସ୍ନାନଯାତ୍ରା ସଫଳତାର ସହିତ ସମାପନ ହେବାପରେ ଏବେ ଶ୍ରୀଜୀଉମାନଙ୍କର ଅଣସର ପିଣ୍ଡିରେ ଚାଲିଛି ଅଣସର ନୀତି । କରୋନା ମହାମାରୀ ସଂକ୍ରମଣ ରୋକିବା ଲାଗି ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପମାନ ଗ୍ରହଣ କରାଯାଇଛି । ଆଗରେ ରହିଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା ।…

ରଥଯାତ୍ରା ପ୍ରସ୍ତୁତି: ଦ୍ରୁତଗତିରେ ଚାଲିଛି ତିନିରଥରେ ଖୋଦେଇ କାର୍ଯ୍ୟ

ପୁରୀ: ଜଗତର ନାଥ ମହାପ୍ରଭୁ ଶ୍ରୀଜଗନ୍ନାଥ ଏବେ ଅଣସରରେ । ଦେବସ୍ନାନ ପୂର୍ଣ୍ଣିମାରୁ ଆରମ୍ଭ ହୋଇଯାଇଛି ରଥଯାତ୍ରା ପର୍ବ ଆରମ୍ଭ । ଶ୍ରୀଜୀଉମାନେ ସ୍ନାନମଣ୍ଡପରେ ସ୍ନାନ କରିବା ପରେ ଜ୍ୱର ଜନିତ କାରଣରୁ ଏବେ ଅଣସର ନୀତି ଆରମ୍ଭ ହୋଇଯାଇଛି । ଦୀର୍ଘ ୧୫ ଦିନ ପର୍ଯ୍ୟନ୍ତ ଠାକୁରମାନେ ପଟିଦିଅଁ…

ବିନା ଭକ୍ତରେ ହାତୀ ବେଶରେ ଦର୍ଶନ ଦେଲେ ଶ୍ରୀଜୀଉ

ପୁରୀ: ସ୍ନାନ ମଣ୍ଡପରେ ପ୍ରଥମ ଥର ଲାଗି ବିନା ଭକ୍ତରେ ଶ୍ରୀଜୀଉ ଦର୍ଶନ ଦେଇଛନ୍ତି । ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଠାକୁର ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଏବଂ ଶ୍ରୀ ସୁଦର୍ଶନଙ୍କର ଏହି ପବିତ୍ର ଗଜାନନ ବେଶରେ ସଜ୍ଜିତ ହୋଇଛନ୍ତି । ଶ୍ରୀଜୀଉମାନଙ୍କ ଏହି ସୁନ୍ଦର ବେଶକୁ କୋଟି କୋଟି ଭକ୍ତମାନେ…

୧୦୮ ଗରା ସୁବାସିତ ଜଳରେ ସ୍ନାନ କଲେ ମହାପ୍ରଭୁ

ପୁରୀ: ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଉପଲକ୍ଷେ ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଠାକୁର ଶ୍ରୀ ବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀ ସୁଦର୍ଶନ ଭଗବାନ ଆଜି ୧୦୮ ଗରା ସୁବାସିତ ଜଳ ଲାଗି କରିଛନ୍ତି । । ପୂଜାପଣ୍ଡା ସାମନ୍ତଙ୍କୁ ଗରାବଡୁ ବିଙ୍ଗଳରେ ଜଳ  ଲାଗି କଲେ । ପୂଜାପଣ୍ଡା ସେବାୟତମାନେ…

ଶ୍ରୀମନ୍ଦିରରେ ସମ୍ପନ୍ନ ହେଲା ରୁକ୍ମଣୀ ହରଣ ନୀତି

ପୁରୀ: ଜ୍ୟେଷ୍ଠ ମାସ ଶୁକ୍ଳ ଏକାଦଶୀ ଦିନ ଶ୍ରୀମନ୍ଦିରରେ  ରୁକ୍ମିଣୀ ହରଣ ଓ ଶ୍ରୀକୃଷ୍ଣଙ୍କ ବିବାହ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ଚଳନ୍ତି ପ୍ରତିମା  ଶ୍ରୀ ମଦନମୋହନ ଭଗବାନ ଶ୍ରୀକୃଷ୍ଣଙ୍କ ରୂପରେ ସମସ୍ତ ନୀତି ସମ୍ପାଦନ କରିଥାନ୍ତି । ଶ୍ରୀମନ୍ଦିରରେ ସକାଳ…

ରଥଖଳାରେ ଜୋର୍‌ସୋର୍ ଚାଲିଛି ରଥ ନିର୍ମାଣ: ତିନି ରଥର ଉଠିଲା ନାହାକା

ପୁରୀ: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ନିମନ୍ତେ ସମସ୍ତ ପ୍ରସ୍ତୁତି ପର୍ବ ପୁରୀରେ ଜୋର୍‌ସୋର୍ ଚାଲିଛି । ଘୋଷଯାତ୍ରା ପୂର୍ବରୁ ଜୁନ୍ ୫ ତାରିଖରେ ଶ୍ରୀଜୀଉମାନଙ୍କ ଦେବସ୍ନାନ ପୂର୍ଣ୍ଣିମା ଉତ୍ସବ ଅନୁଷ୍ଠିତ ହେବ । ସ୍ନାନଯାତ୍ରା ପାଖେଇ ଆସୁଥିବା ବେଳେ ସେପଟେ ରଥଖଳାରେ ସମସ୍ତ କାରିଗର ସେବକମାନେ…

ସ୍ନାନଯାତ୍ରା ଓ ଘୋଷଯାତ୍ରା ପାଇଁ ସହଯୋଗ ଲୋଡିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ: ସ୍ନାନ ଯାତ୍ରା ସହିତ ମହାପ୍ରଭୁମାନଙ୍କର ଘୋଷଯାତ୍ରା କିଭଳି ସୁରୁଖୁରୁରେ ହେବ ସେଥିପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର କ୍ରିଷନ କୁମାର ଆଜି ସମସ୍ତଙ୍କ ସହଯୋଗ ଲୋଡିଛନ୍ତି । ଅଧିକାରୀମାନଙ୍କ ସହିତ ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇ ଡକ୍ଟର କୁମାର କହିଛନ୍ତି ଯେ…