Latest Odisha News

ରଥଯାତ୍ରା: ପ୍ରଚଣ୍ଡ ଖରା ସତ୍ତ୍ୱେ ଦ୍ରୁତଗତିରେ ଚାଲିଛି ତିନିରଥର ନିର୍ମାଣ କାର୍ଯ୍ୟ…

ପୁରୀ: ପ୍ରଚଣ୍ଡ ଖରାରେ ଅସହ୍ୟ ଗରମକୁ ଖାତିର୍ ନ’କରି ରଥଖଳାରେ କାରିଗରମାନେ ନିର୍ମାଣ କରି ଚାଲିଛନ୍ତି ତିନିରଥର ନିର୍ମାଣ କାର୍ଯ୍ୟ । ସରକାରଙ୍କ ଲକ୍‌ଡାଉନ କଟକଣାକୁ ପାଳନ କରିବା ସହିତ ସାମାଜିକ ଦୂରତା ରକ୍ଷା କରି ବଡ଼ଦାଣ୍ଡର ରଥଖଳାରେ ଦ୍ରୁତ ଗତିରେ ଚାଲିଛି ରଥ ନିର୍ମାଣ । ପାରମ୍ପରିକ…

ଆଜ୍ଞାମାଳ ପାଇବା ପରେ ରଥଖଳାରେ ସମ୍ପନ୍ନ ହେଲା ଚକଡେ଼ରା ନୀତି

ପୁରୀ: ଆଜି ପୁରୀ ଶ୍ରୀମନ୍ଦିରରେ ପାରମ୍ପରିକ ଭାବେ ପାଳିତ ହେଉଛି ଭଉଁରୀ ନୀତି । ଆଜିର ଦିନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଜ୍ଞାମାଳ ରଥଖଳାକୁ ଆସିବା ପରେ ତିନିରଥର ଚକ ପୂଜା କରାଯାଇ ବିଜେ କରାଯାଇଥାଏ । ଲକ୍ଡ଼ାଉନର ସମସ୍ତ କଟକଣାକୁ ପାଳନ କରାଯାଇ ଏହି ଭଉଁରୀ ନୀତି ପାଳନ କରାଯାଇଛି ।…

ଦ୍ରୁତଗତିରେ ଚାଲିଛି ରଥ ନିର୍ମାଣ; କୋଭିଡ-୧୯ ଟେଷ୍ଟ୍ ଲାଗି ସଂଗ୍ରହ ହେଲା ସ୍ୱାବ

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଲାଗି ରଥଖଳାରେ ଚାଲିଛି ତିନିରଥର ନିର୍ମାଣ କାର୍ଯ୍ୟ । ରଥନିର୍ମାଣ କାର୍ଯ୍ୟରେ ନିୟୋଜିତ ରହିଥିବା ସମସ୍ତ ନିର୍ମାଣ ସେବକମାନଙ୍କଠାରୁ ସ୍ୱାବ୍ ଟେଷ୍ଟ ଲାଗି ନମୂନା ସଂଗ୍ରହ କରାଯାଇଛି । ବୁଧବାର ଦିନ ରଥ ନିର୍ମାଣ କାର୍ଯ୍ୟରେ…

ପୁରୀକୁ ଫେରିଲା କରୋନା ଆତଙ୍କ; ବ୍ୟାପକ ପଦକ୍ଷେପ ଗ୍ରହଣ କଲେ ପ୍ରଶାସନ

ପୁରୀ: ଏବେ ପୁରୀ ସହରରେ ପୁଣି ଦେଖାଦେଇଛି କରୋନା ଆତଙ୍କ । ପୁରୀ ଜିଲ୍ଲାରେ ଦୀର୍ଘ ୩୭ ଦିନ ପରେ ପୁଣି ଥରେ ଫେରିଛି କରୋନା । ପୁରୀସହରରୁ ରବିବାର ସନ୍ଧ୍ୟାରେ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା  ଗ୍ରହଣ କରାଯାଇଛି । ମିଳିଥିବା…

ବଡ଼ଦାଣ୍ଡରେ ଚଳଚଞ୍ଚଳ ରଥଖଳା; ଦ୍ରୁତଗତିରେ ଚାଲିଛି ରଥନିର୍ମାଣ…

ଭୁବନେଶ୍ୱର: ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପର୍ବର ପ୍ରାରମ୍ଭିକ ପର୍ବ ବଡ଼ଦାଣ୍ଡର ରଥଖଳାରୁ ଆରମ୍ଭ ହୋଇଛି । ପବିତ୍ର ଅକ୍ଷୟ ତୃତୀୟାରେ ରଥଖଳାରେ ରଥକାଠ ଅନୁକୂଳ ହୋଇ ତିନିରଥର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବାର ବିଧି ରହିଥିଲେ ମଧ୍ୟ ସରକାରଙ୍କ ଲକ୍‌ଡ଼ାଉନ୍ ନିୟମକୁ ପାଳନ କରାଯାଇ ବିଳମ୍ବରେ…

ଶ୍ରୀଗୁଣ୍ଡିଚା ମନ୍ଦିରରେ ପାଳିତ ହେଲା ନୃସିଂହ ଚତୁର୍ଦ୍ଦଶୀ

ପୁରୀ: ଲକ୍ଡ଼ାଉନ ସତ୍ୱେ ସାମାଜିକ ଦୂରତାକୁ ଦୃଷ୍ଟିରେ ରଖି ନିରାଡ଼ମ୍ବର ଭାବେ ଶ୍ରୀକ୍ଷେତ୍ରରେ ପାରମ୍ପରିକ ଭାବେ ପାଳିତ ହୋଇଛି ନୃସିଂହ ଚତୁର୍ଦ୍ଦଶୀ । ନାରଦଙ୍କ ନିଦେ୍ର୍ଧଶରେ ରାଜା ଇନ୍ଦ୍ରଦୁ୍ୟମ୍ନ ଶ୍ରୀକ୍ଷେତ୍ରରେ ଶ୍ରୀଜଗନ୍ନାଥଙ୍କ ବିଗ୍ରହ ସ୍ଥାପନ ପୂର୍ବରୁ ଗୁଣ୍ଡିଚା ମନ୍ଦିର…

ରଥଯାତ୍ରା: ପୁରୀରେ ପହଞ୍ଚିଲା ୧୦ମ ପର୍ଯ୍ୟାୟ ରଥକାଠ

ପୁରୀ: କରୋନା ମହାମାରୀ ଯୋଗୁଁ ଚଳିତ ବର୍ଷ ରଥଯାତ୍ରା ଅନୁଷ୍ଠିତ ହେବାନେଇ ଅନିଶ୍ଚିତତା ଜାରି ରହିଛି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଲାଗି ତିନିରଥ ନିର୍ମାଣ ଲାଗି ରଥ କାଠ ମଧ୍ୟ ପର୍ଯ୍ୟାୟ କ୍ରମେ ପୁରୀରେ ପହଞ୍ଚିବାରେ ଲାଗିଛି । ରବିବାର ଦିନ ୧୦ମ ପର୍ଯ୍ୟାୟରେ…

ରଥଯାତ୍ରା: ପୁରୀରେ ପହଞ୍ଚିଲା ନବମ ପର୍ଯ୍ୟାୟ ରଥକାଠ

ପୁରୀ: କରୋନା ମହାମାରୀ ଯୋଗୁଁ ଚଳିତ ବର୍ଷ ରଥଯାତ୍ରା ଅନୁଷ୍ଠିତ ହେବାନେଇ ଅନିଶ୍ଚିତତା ଜାରି ରହିଛି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଲାଗି ତିନିରଥ ନିର୍ମାଣ ଲାଗି ରଥ କାଠ ମଧ୍ୟ ପର୍ଯ୍ୟାୟ କ୍ରମେ ପୁରୀରେ ପହଞ୍ଚିବାରେ ଲାଗିଛି । ଗୁରୁବାର ଦିନ ୯ମ ପର୍ଯ୍ୟାୟରେ…

ଶ୍ରୀମନ୍ଦିର ପରିସରରେ ଆରମ୍ଭ ହେଲା ରଥ ନିର୍ମାଣ; ଚାପ ଖେଳିଲେ ଠାକୁର

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଉତ୍ସବର ଆଜି ପବିତ୍ର ଅକ୍ଷୟ ତୃତୀୟ ହେଉଛି ପ୍ରଥମ ପର୍ବ । ପାରମ୍ପରିକ ଭାବେ ଆଜି ଦିନରେ ରଥକାଠ ଅନୁକୂଳ ହେଉଥିବା ବେଳେ ରବିବାର ଦିନ ଶ୍ରୀମନ୍ଦିର ପରିସରରେ ବିଧି ମୁତାବକ ଅକ୍ଷୟ ତୃତୀୟାର ସମସ୍ତ ନୀତିକାନ୍ତି ପାଳିତ ହୋଇଛି ।…

ଶ୍ରୀମନ୍ଦିର ପରିସରରେ ରଥକାଠ; ବାହାରବେଢାରେ ପାରମ୍ପରିକ ଅନୁକୂଳ ପୂଜାନୀତି

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଉତ୍ସବ ଅନୁଷ୍ଠିତ ହେବାର ସମ୍ଭାବନା କ୍ରମେ ବୃଦ୍ଧି ପାଉଛି । କରୋନା ମହାମାରୀ ସକାଶେ ଦେଶରେ ଲକ୍‌ଡ଼ାଉନ ପରିସ୍ଥିତି ସୃଷ୍ଟି ହୋଇଥିବା ଯୋଗୁଁ ରଥଯାତ୍ରା ଉତ୍ସବ ଅନୁଷ୍ଠିତ ହେବାନେଇ ଆଶଙ୍କା ସୃଷ୍ଟି ହୋଇଥିଲା । ଆଜି ହେଉଛି…