Latest Odisha News

BREAKING NEWS

[ଦେଖନ୍ତୁ ଭିଡିଓ] ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ସଜେଇ ହୋଇଛି ସ୍ନାନବେଦୀ : ଭିଡ଼ ନିୟନ୍ତ୍ରଣ ପାଇଁ ସୁରକ୍ଷା…

 ପୁରୀ :  ରାତି ପାହିଲେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ସେଥିପାଇଁ ସଜେଇ ହୋଇଛି ସ୍ନାନବେଦୀ । ଅପେକ୍ଷା କରିଛି ମହାପ୍ରଭୁଙ୍କ ଆଗମନୀକୁ । ଚତୁର୍ଦ୍ଧାବିଗ୍ରହ ରତ୍ନବେଦୀରୁ ସ୍ନାନବେଦୀକୁ ଓଲ୍ହାଇ ଆସିବେ। ଅନ୍ୟପଟେ ଆସନ୍ତାକାଲି ପହଣ୍ଡି ପାଇଁ ରତ୍ନସିଂହାସନ ତଳେ ଚାରମାଳ ବନ୍ଧାଯିବା ସହ…

[ଦେଖନ୍ତୁ ଭିଡିଓ] ପୁରୀ ଶ୍ରୀମନ୍ଦିର ସମ୍ପର୍କରେ ବିବାଦୀୟ ବୟାନ ଦେଇ ଫସିଲେ ଓୱେସୀ :ପୁରୀ ଥାନାରେ ମାମଲା

ପୁରୀ  : ହାଇଦ୍ରାବାଦ ସାଂସଦ ତଥା ଏଆଇଏମଆଇଏମ ମୁଖ୍ୟ ଅସଦୁଦ୍ଦିନ୍ ଓୱେସୀଙ୍କ ବିରୋଧରେ ପୁରୀ ଥାନାରେ ଏତଲା । ଜଗନ୍ନାଥ ମନ୍ଦିରକୁ ନେଇ ୱେବେସୀ ଏକ ସଭାରେ ବିବାଦୀୟ ମନ୍ତବ୍ୟ ଦେଇଥିଲେ । ଏହାକୁ ନେଇ ଜଗନ୍ନାଥ ସେନା ଓ ଯୁବ ଅଧିବକ୍ତା ସଂଘ ସିଂହଦ୍ୱାର ଥାନାରେ ଓୱେସୀଙ୍କ ବିରୋଧରେ ଏତଲା…

ଆଜି ଗୁପ୍ତ ସେନାପଟା ଲାଗି ନୀତି; ସକାଳୁ ମଧ୍ୟାହ୍ନ ୧୨ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ

 ପୁରୀ : ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ପାଇଁ ଶ୍ରୀମନ୍ଦିରରେ ବ୍ୟାପକ ପ୍ରସ୍ତୁତି । ଆଜି ଗୁପ୍ତ ସେନାପଟା ଲାଗି ନୀତି ହେବାକୁ ଥିବା ବେଳେ ସକାଳୁ ମଧ୍ୟାହ୍ନ ୧୨ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ । ଶ୍ରୀଜିଉଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଲାଗି ହେବାକୁ ଥିବା ବେଳେ ଏଥିପାଇଁ ସତ୍ୟବାଦୀ…

ଆଜି ପବିତ୍ର ଚମ୍ପକ ଦ୍ୱାଦଶୀ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଗୁଆଲି ନୀତି

ପୁରୀ :  ଆଜି ପବିତ୍ର ଚମ୍ପକ ଦ୍ୱାଦଶୀ । ଶ୍ରୀମନ୍ଦିରରେ ହେବ ମହାପ୍ରଭୁଙ୍କ ଗୁଆଲି ନୀତି । ଚମ୍ପକ ଦ୍ୱାଦଶୀ ଥିବାରୁ ମହାପ୍ରଭୁଙ୍କ ଗୁଆଲି ଯାତ୍ରା ବେଶ ଆଡମ୍ବରପୂର୍ଣ୍ଣ ଭାବେ ସମ୍ପୂର୍ଣ୍ଣ ହେବ । ପାଲିଙ୍କିରେ ଶ୍ରୀମଦନ ମୋହନ ଓ ଶ୍ରୀଦେବୀ ନଗର ପରିକ୍ରମା କରିବେ । ଗତ ୨ ବର୍ଷ ହେବ କରୋନା…

[ଦେଖନ୍ତୁ ଭିଡିଓ] ରଥଖଳାରେ ଚାଲିଛି ଜୋରସୋରରେ କାମ : ତିନିରଥର ଦଣ୍ଡ ଉଠି କୋଣଗୁଜ ସଂଯୋଗ

ପୁରୀ : ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ଜୋର ସୋରରେ ଆଗେଇ ଚାଲିଛି । ଗୟଳ ହଣା କାର୍ଯ୍ୟ ଜାରି ରହିଥିବା ବେଳେ ନିରାଡି କାର୍ଯ୍ୟ ଶେଷ ହୋଇଛି । ତିନି ରଥର ଦଣ୍ଡା ଉଠି ଏଥିରେ ନିରାଡ଼ି, କୋଣଗୁଜ ଆଦି ସଂଯୋଗ କରାଯାଇଛି । ତିନି ରଥର ଦଣ୍ଡା ପଡ଼ିଲା ପରେ ତିନିରଥର ‘ଦଣ୍ଡା ଗୋଳେଇ’ କାର୍ଯ୍ୟ ପରେ…

ପୁଣି ଶ୍ରୀମନ୍ଦିରର ଭିତର ଫଟୋ ସୋସିଆଲ୍‌ ମିଡିଆରେ ଭାଇରାଲ୍

 ପୁରୀ : ପୁଣି ଶ୍ରୀମନ୍ଦିରର ଭିତର ଫଟୋ ସୋସିଆଲ୍‌ ମିଡିଆରେ ଭାଇରାଲ୍ ହୋଇଛି । କୋଇଲି ବୈକୁଣ୍ଠ ଓ ନୃସିଂହ ମନ୍ଦିର ପାଖରେ ସେଲ୍‌ଫି ଉଠାଇ ଜଣେ ଭକ୍ତ ଫେସ୍‌ବୁକ୍‌ରେ ଫଟୋ ପୋଷ୍ଟ କରିଛନ୍ତି । ପୁଣି ଶ୍ରୀମନ୍ଦିରର ଭିତର ଫଟୋ ସୋସିଆଲ୍‌ ମିଡିଆରେ ଭାଇରାଲ୍ ହୋଇଛି । ଫେସ୍‌ବୁକ୍‌ରେ ସଞ୍ଜୟ…

[ଦେଖନ୍ତୁ ଭିଡିଓ] ପୁରୀ ସିଦ୍ଧମହାବୀର ରେଳ ଓଭରବ୍ରିଜ ନିର୍ମାଣ ନେଇ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ

ପୁରୀ : ପୁରୀ ସିଦ୍ଧମହାବୀର ରେଳ ଓଭର ବ୍ରିଜ ନିର୍ମାଣ ନେଇ ଆଜିଠାରୁ ଉଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି।‌  ଜିଲ୍ଲା ପ୍ରଶାସନ ପକ୍ଷରୁ ଉପଜିଲ୍ଲାପାଳଙ୍କ ନେତୃତ୍ୱରେ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଜାତୀୟ ରାଜପଥ ବିଭାଗର ଅଧିକାରୀ, ସେସୁ ଅଧିକାରୀ ପ୍ରମୁଖ ଉପସ୍ଥିତ ରହିଛନ୍ତି।…

[ଦେଖନ୍ତୁ ଭିଡିଓ] ନିର୍ଦ୍ଧାରିତ ସମୟ ପୂର୍ବରୁ ସରିଲା ତିନି ରଥର ଚକ ଅଖ ଯୋଡ଼ା କାମ

ପୁରୀ : ନିର୍ଦ୍ଧାରିତ ସମୟ ଓ ଲକ୍ଷର ଯଥେଷ୍ଟ ପୂର୍ବରୁ ୩ ରଥର ସମସ୍ତ ଚକ ଓ ଅଖ ଯୋଡ଼ାଯାଇ ଡ଼େରାଯାଇଛି। ଏହାସହ ରଥର ଉପରିଭାଗ ତିଆରି କାମ ଜୋର ଧରିଛି। ଆସନ୍ତା ସ୍ନାନପୂର୍ଣ୍ଣିମାରେ ୩ ରଥର ଚାରିନାହାକା ଉଠିବ। ତେବେ ଚଳିତବର୍ଷ ରଥ ତିଆରି ବେଶ ଆଗୁଆ ଚାଲିଛି। ଅନ୍ୟପଟେ ଜୁନ୍ ୧୪ରେ ହେବାକୁ…

ବିଶ୍ୱ ପରିବେଶ ଦିବସ, ବାଲୁକା ଶିଳ୍ପୀ ମାନସଙ୍କ ବାଲୁକା କଳା

ପୁରୀ (ସନ୍ତୋଷ କୁମାର ଦାସ): ଆଜି ଜୁନ୍ 5। ବିଶ୍ୱ ପରିବେଶ ଦିବସ। ଏହି ଉପଲକ୍ଷେ ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ପୁରୀର ଲାଇଟ ହାଉସ ବେଳାଭୂମିରେ ବାଲୁକା କଳା ନିର୍ମାଣ କରିଛନ୍ତି। ଚଳିତ ବର୍ଷ ର ଥିମ "Only One Earth" କୁ ଆଧାର କରି ବାଲୁକା କଳା ନିର୍ମାଣ କରିଛନ୍ତି…

[ଦେଖନ୍ତୁ ଭିଡିଓ] ପୁରୀ ବେଳାଭୂମିରୁ ଉଦ୍ଧାର ହେଲା ଶିବଶକ୍ତି

ପୁରୀ  : ପୁରୀ ବେଳାଭୂମିରେ ଶିବଲିଙ୍ଗ ଶକ୍ତି । ହଠାତ୍ କେଉଁଠାରୁ ଭାସିଆସିଛି ଏହି ଶକ୍ତି । ସମୁଦ୍ରର ଢେଉରେ ଭାସି ଭାସି ଆସି କୂଳରେ ଲାଗିଛି । ଏହି ଦୃଶ୍ୟ ଦେଖିବାକୁ ଲୋକଙ୍କ ମନରେ ଅନେକ କୌତୁହଳ। ପ୍ରାଚୀ ହୋଟେଲ ନିକଟ ସମୁଦ୍ରରୁ ସ୍ଥାନୀୟ ମତ୍ସ୍ୟଜୀବ ମାନେ ଉଦ୍ଧାର କରିଛନ୍ତି ଏହି…