ଏମାର ମଠରୁ ରାମାନୁଜାଚାର୍ଯ୍ୟଙ୍କ ମୂଲ୍ୟବାନ ମଙ୍ଗଳଗିରି ତୋରଣ ଗାଏବ
ପୁରୀ: ଏମାର ମଠରୁ ରାମାନୁଜାଚାର୍ଯ୍ୟଙ୍କ ମୂଲ୍ୟବାନ ମଙ୍ଗଳଗିରି ତୋରଣ ଗାଏବ ହୋଇଥିବା ଅଭିଯୋଗ ହୋଇଛି। ଏହାର ଉଚ୍ଚତା ସାଢ଼େ ୩ ଫୁଟ ଏବଂ ଓଜନ ୩ କିଲୋଗ୍ରାମରୁ ଅଧିକ ହେବ। ଗୁରୁବାର ରାମାନୁଜାଚାର୍ଯ୍ୟଙ୍କ ଜୟନ୍ତୀ ଶୋଭାଯାତ୍ରା ପାଇଁ ମଙ୍ଗଳଗିରି ତୋରଣ ଖୋଜିବା ବେଳେ ଏଭଳି ଘଟଣା ପଦାକୁ ଆସିଛି…