Latest Odisha News

BREAKING NEWS

ଚାଷୀ-କେନ୍ଦ୍ର ଷଷ୍ଠ ପର୍ଯ୍ୟାୟ ଆଲୋଚନା ସତ୍ତ୍ୱେ ଅଚଳାବସ୍ଥା ଜାରି

ନୂଆଦିଲ୍ଲୀ- କୃଷି ଆଇନ ବିରୋଧରେ ଆନ୍ଦୋଳନ କରୁଥିବା ଚାଷୀ ସଂଗଠନ ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ଆଜି ହୋଇଥିବା ଷଷ୍ଠ ପର୍ଯ୍ୟାୟ ଆଲୋଚନା ଶେଷ ହୋଇଛି । ନୂଆଦିଲ୍ଲୀର ବିଜ୍ଞାନ ଭବନରେ ହୋଇଥିବା ଏହି ଆଲୋଚନାରେ ଚାଷୀଙ୍କ ୨ଟି ଦାବି ପ୍ରତି କେନ୍ଦ୍ର ସରକାର ବିଚାର କରିବାକୁ ପ୍ରସ୍ତୁତ ଥିବା…

ମହିଳା ଓ ଶିଶୁ ବିରୋଧୀ ହିଂସା ପାଇଁ ଗଠନ ହେବ ସ୍ୱତନ୍ତ୍ର ପୋଲିସ ୱିଙ୍ଗ୍

ଭୁୂବନେଶ୍ୱର-ମହିଳା ଓ ଶିଶୁମାନଙ୍କ ବିରୋଧରେ ହେଉଥିବା ଅପରାଧ ଓ ହିଂସା ସଂପର୍କିତ ମାମଲାର ତଦନ୍ତ ତଥା ତଦାରଖ ପାଇଁ ପୋଲିସରେ ଏକ ସ୍ୱତନ୍ତ୍ର ୱିଙ୍ଗ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ୬୨ତମ ବରିଷ୍ଠ ପୋଲିସ ଅଧିକାରୀଙ୍କ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି…

ଜାନୁଆରି ୧୦ ଯାଏ ବଢିଲା ଆୟକର ରିଟର୍ଣ୍ଣ ଦାଖଲ ସମୟ ସୀମା

ନୂଆଦିଲ୍ଲୀ- ପୁଣି ଥରେ ଆୟକର ରିଟର୍ଣ୍ଣ ଦାଖଲର ସମୟ ସୀମା ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର । ସାଧାରଣ ଟିକସଦାତାଙ୍କ କ୍ଷେତ୍ରରେ ଆୟକର ରିଟର୍ଣ୍ଣ ଦାଖଲ ସମୟ ସୀମା ଆହୁରି ୧୦ ଦିନ ବୃଦ୍ଧି କରି ଏହାର ଶେଷ ତାରିଖ ଜାନୁଆରି ୧୦ ରଖା ଯାଇଛି । ଆଗରୁ ଏହା ଡିସେମ୍ବର ୩୧ ତାରିଖ ଥିଲା । ଆଗରୁ…

କୋଟିପତି ଲାବ୍ ଆସିଷ୍ଟାଣ୍ଟ ଓ ଜୁନିୟର କ୍ଲର୍କ

୧-ଭୁବନେଶ୍ୱର-ଗଂଜାମ ଜିଲ୍ଲା ଚିକିଟି କଲେଜରେ ଚାକିରି କରୁଥିବା ଲାବ୍ ଆସିଷ୍ଟାଣ୍ଟ କୈଳାସ ଚନ୍ଦ୍ର ମହାନ୍ତିଙ୍କ ନିକଟରୁ ୧ କୋଟିରୁ ଅଧିକ ଟଙ୍କାର ଆୟ ବହିର୍ଭୁତ ସଂପତ୍ତି ମିଳିଥିବା ଭିଜିଲାନ୍‌ସ ନିର୍ଦ୍ଦେଶକଙ୍କ ଅଫିସ ତରଫରୁ ପ୍ରେସ୍ ବିଜ୍ଞପ୍ତିରେ କୁହାଯାଇଛି । ୧ ବ୍ରହ୍ମପୁର ଓ…

ଭୁବନେଶ୍ୱର-ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ସ୍ପେସାଲ୍ ଟ୍ରେନ୍‌ର ନୂଆ ଟାଇମିଂ

ଭୁବନେଶ୍ୱର- ୦୨୮୫୫/୦୨୮୫୬ ଭୁବନେଶ୍ୱର-ନୂଆଦିଲ୍ଲୀ-ଭୁବନେଶ୍ୱର ସ୍ପେସାଲ ରାଜଧାନୀ ଏକ୍‌ସପ୍ରେସ୍ ଜାନୁଆରି ୯ ତାରିଖରୁ ପ୍ରତି ଶନିବାର ଭୁବନେଶ୍ୱରରୁ ବାହାରିବ । ଏହି ଟ୍ରେନ୍ ସକାଳ ୭ଟା ୧୫ରେ ଭୁବନେଶ୍ୱର ଛାଡିବ ଓ ନିର୍ଧାରିତ ଦିନର ସକାଳ ୯ଟା ୫୫ ମିିନିଟରେ ନୂଆଦିଲ୍ଲୀ ପହଞ୍ଚିବ । ଫେରିବା…

୪ ରାଜ୍ୟରେ କରୋନା ଟିକାକରଣର ମକ୍ ଡ୍ରିଲ୍

ନୂଆଦିଲ୍ଲୀ:କରୋନା ଟିକା ଆସିବା ପରେ କେମିତି ସାରା ଦେଶରେ ଲୋକଙ୍କୁ ଏହି ଟିକା ଦିଆଯିବ, ତାର ପୂର୍ବାଭ୍ୟାସ ୪ଟି ରାଜ୍ୟରେ କରା ଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ଆସାମ, ଆନ୍ଧ୍ରପ୍ରଦେଶ, ପଂଜାବ ଓ ଗୁଜରାଟରେ ସୋମବାର ଓ ମଙ୍ଗଳବାର ଦୁଇ ଦିନ ଧରି ଏହି…

ସ୍କୁଲ ପାଠ୍ୟକ୍ରମରେ ସାମିଲ ହେବ ସଂସ୍କୃତି, ଐତିହ୍ୟ ଓ ମହାପୁରୁଷଙ୍କ ଜୀବନୀ

ଭୁବନେଶ୍ୱର-ଏଣିକି ସପ୍ତମ, ଅଷ୍ଟମ ଓ ନବମ ଶ୍ରେଣୀରେ ପଢା ହେବ ରାଜ୍ୟର ସଂସ୍କୃତି, ଐତିହ୍ୟ, ପରମ୍ପରା ଓ ଏଇ ମାଟିର ମହାପୁରୁଷଙ୍କ ଜୀବନୀ । ପୁରାତନ ସମୟରୁ ଆରମ୍ଭ କରି ଅତ୍ୟାଧୁନିକ ଯୁଗର ପର୍ଯ୍ୟନ୍ତ ଯେଉଁ ବରପୁତ୍ରମାନେ ଏହି ମାଟିରେ ଜନ୍ମ ହୋଇଛନ୍ତି, ସେମାନଙ୍କ ସଂପର୍କରେ…

ଦେବାଶିଷ ମହାନ୍ତି ହେଲେ ଭାରତୀୟ କ୍ରିକେଟ ଟିମ୍ ଚୟନ କମିଟି ସଦସ୍ୟ

ଭାରତୀୟ ସିନିୟର କ୍ରିକେଟ ଟିମ୍‌ର ଚୟନ କମିଟିର ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି ଓଡିଶାର ପୂର୍ବତନ କ୍ରିକେଟର ଦେବାଶିଷ ମହାନ୍ତି । ଦେବାଶିଷ ମହାନ୍ତିଙ୍କ ନାଁକୁ ସିଏସି ବିସିସିଆଇକୁ ସୁପାରିଶ କରିଥିଲା । ଦେବାଶିଷଙ୍କ ସହିତ ଚେତନ ଶର୍ମା, ଅବେ କୁରୁଭିଲ୍ଲା ମଧ୍ୟ ଚୟନ କମିଟିର ନୂଆ ସଦସ୍ୟ…

ତେଜିଲା କେନ୍ଦ୍ର-ମମତା ବିବାଦ

ନୂଆଦିଲ୍ଲୀ : ତିନି ଆଇପିଏସ୍ ଅଧିକାରୀଙ୍କୁ କେନ୍ଦ୍ରୀୟ ଡେପୁଟେସନରେ ଶୀଘ୍ର ଛାଡିବାକୁ ପଶ୍ଚିମବଙ୍ଗ ସରକାରଙ୍କୁ କହିଛି କେନ୍ଦ୍ର ଗୃହ ମନ୍ତ୍ରାଳୟ । ଏହି ତିନି ଆଇପିଏସ୍ ଅଧିକାରୀ ହେଲେ ଭୋଳାନାଥ ପାଣ୍ଡେ ( ଡାଇମଣ୍ଡ ହାର‌୍‌ବର‌୍‌ର ପିଏସ୍‌ ) ପ୍ରବୀଣ ତ୍ରିପାଠୀ ( ପ୍ରେସିଡେନ୍‌ ରେଞ୍ଜ…