କୁନ୍ତଳା କୁମାରୀ ସାବତ
କୁନ୍ତଳା କୁମାରୀ ସାବତ
(୧୯୦୧-୧୯୩୭)
କ୍ଷେତ୍ର: ଭାଷା-ସାହିତ୍ୟ (ପ୍ରଥମ ଔପନ୍ୟାସିକା)
ଜଣେ କବି ଭାବେ ସର୍ବତ୍ର ସୁପରିଚିତା କୁନ୍ତଳା କୁମାରୀ ସାବତ ଓଡ଼ିଆ ଭାଷାର ପ୍ରଥମ ଔପନ୍ୟାସିକାର ଗୌରବ ମଧ୍ୟ ଦାବି କରନ୍ତି । ତାଙ୍କ ପୂର୍ବରୁ କୌଣସି ଓଡ଼ିଆ ଲେଖିକା ଉପନ୍ୟାସରେ ହାତ ଦେଇନଥିଲେ ।…