Latest Odisha News

ଟୋଲ ଗେଟ୍‌ ନିକଟରେ ଦୁର୍ଘଟଣା, ଜିଅନ୍ତା ଜଳିଗଲେ୨ ଯୁବକ

କଟକ : କନ୍ଦରପୁର ଟୋଲ ଗେଟ୍‌ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁର୍ଘଟଣାରେ ଜୀବନ୍ତ ଜଳିଗଲେ ଦୁଇ ଜଣ ଯୁବକ । ଗତକାଲି ବିଳମ୍ବିତ ରାତି ୨ଟା ବେଳେ ଘଟିଛି ଏଭଳି ଘଟଣା। ଏପରି ଅଭାବନୀୟ ଘଟଣା କଟକ ପାରାଦୀପ ରାସ୍ତା କନ୍ଦରପୁର ଟୋଲ ଗେଟ୍ ନିକଟରେ ଘଟିଛି  । ସୂଚନା ଅନୁଯାୟୀ, ଗତକାଲି…

ଆଜିଠାରୁ ଦୁଇ ଦିନିଆ ଆଇଏଏସ୍‌ ସମ୍ମିଳନୀ, ଗୁରୁମନ୍ତ୍ର ଦେବେ ନବୀନ

ଭୁବନେଶ୍ବର : ଆଜିଠାରୁ ଦୁଇ ଦିନିଆ ବରିଷ୍ଠ ଅଧିକାରୀଙ୍କ ସମ୍ମିଳନୀ । ଆଜି ଓ ଆସନ୍ତାକାଲି ଦୁଇ ଦିନ ଧରି ଚାଲିବ ଏହି ସମ୍ମିଳନୀ। ଦୁଇଟି ଭିନ୍ନ ଭିନ୍ନ ସ୍ଥାନରେ ଦୁଇ ଦିନିଆ ସମ୍ମିଳନୀ ଆୟୋଜନ ନେଇ ସ୍ଥିର ହୋଇଛି। ଆଜି ଲୋକସେବା ଭବନର ସମ୍ମିଳନୀ କକ୍ଷରେ ହେବାକୁ ଥିବା ବେଳେ ଆସନ୍ତାକାଲି…

ଫ୍ରିଜ୍‌ରେ ଏହି ସବୁ ଜିନିଷ ରଖୁଛନ୍ତି କି ? ତେବେ ହୋଇ ଯାଆନ୍ତୁ ସାବଧାନ…

ପନିପରିବା ସତେଜ ରହିବା ପାଇଁ ଅଧିକାଂଶ ଲୋକେ ଫ୍ରିଜରେ ରଖିଥାଆନ୍ତି । ବିଶେଷ କରି ଖରାଦିନେ ଫ୍ରିଜ୍‌ରେ ପନିପରିବା ସହିତ ବିଭିନ୍ନ ପ୍ରକାର ଖାଦ୍ୟ ମଧ୍ୟ ରଖିଥାଆନ୍ତି ଲୋକେ । ହେଲେ ଏପରି କେତେକ ଜିନିଷ ରହିଛି ଯାହା ସ୍ୱାସ୍ଥ୍ୟ ପାଇଁ କ୍ଷତିକାରକ ବୋଲି ଜଣାପଡ଼ିଛି । ଗବେଷକଙ୍କ କହିବା…

ଆଜି ଦିଆଯିବ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର, ୧୪ରେ ଦିଆଯିବ ‘ଅଷ୍ଟମ ରାଜ୍ୟ ଟେଲି ପୁରସ୍କାର’

ଭୁବନେଶ୍ୱର :  ବହୁ ବାଦ ବିବାଦ ପରେ ଆଜି ଦିଆଯିବ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର । ଉତ୍କଳ ମଣ୍ଡପରେ ଦିଆଯିବ ୩୧ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର । ସେହିପରି ୧୪ ତାରିଖ ମଙ୍ଗଳବାରରେ ଦିଆଯିବ '୮ମ ରାଜ୍ୟ ଟେଲି ପୁରସ୍କାର'। ଏନେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ସମସ୍ତ…

ବିଗ୍ ବସ୍ ସିଜିନ୍-୧୬ର ବିଜେତା ହେଲେ ଏମସି ଷ୍ଟାନ

ନୂଆଦିଲ୍ଲୀ : ଲୋକପ୍ରିୟ ରିଆଲିଟି ସୋ' ବିଗ୍ ବସ୍ ସିଜିନ୍-୧୬ର ବିଜେତା ହେଲେ ଏମସି ଷ୍ଟାନ । ଗ୍ରାଣ୍ଡ ଫିନାଲେରେ ବାଜି ମାରି ନେଇଛନ୍ତି ଷ୍ଟାନ୍‌। ରବିବାର ରାତି ୭ଟାରେ ଆରମ୍ଭ ହୋଇଥିବା ଏହି ସିଜନ୍‌ ରାତି ୧୨ଟା ୩୧ରେ ଶୋ’ର ହୋଷ୍ଟ ସଲମାନ ଖାନ୍‌ ଷ୍ଟାନ୍‌ ଓ୍ବିନର ଏବଂ ଶିବ ଠାକ୍ରେଙ୍କୁ…

ଆଜି କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଉଦଘାଟିତ ହେବ ମେଡିକାଲ କଲେଜ

କେନ୍ଦୁଝର : ଆଜି କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ଉଦଘାଟିତ ହେବ ଧରଣୀଧର ସରକାରୀ ମେଡିକାଲ୍ କଲେଜ ଓ ହସ୍ପିଟାଲ । ଏଥିସହ ଜିଲ୍ଲାବାସୀଙ୍କୁ ୪ହଜାର ୭ଶହ କୋଟି ଟଙ୍କାର ପ୍ରକଳ୍ପ ଭେଟିଦେବେ ମୁଖ୍ୟମନ୍ତ୍ରୀ। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ଗସ୍ତ…

ପରକୀୟା ପ୍ରୀତିରୁ ଗୁଳିକାଣ୍ଡ, ୩ ଗୁରୁତର  

ଆଠଗଡ : ଜେନାପଦା ଗାଁରେ ଅଭାବନୀୟ ଘଟଣା  । ପରକୀୟା ପ୍ରୀତିକୁ ନେଇ ଗୁଳିକାଣ୍ଡ ଘଟିଛି । ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି  । ସୂଚନା ଅନୁଯାୟୀ, ଆଠଗଡ଼ ଥାନା ଅନ୍ତର୍ଗତ ଜେନାପଦା ଗ୍ରାମରେ ତିଗିରିଆ ଥାନା ଅନ୍ତର୍ଗତ ହରିଡାପଶି ଗ୍ରାମର ସଦାନନ୍ଦ ଦାସ ମାମୁଁ ଘରେ ଜେନାପଦାରେ ରହି…

ପୁରୀରେ ଭୟଙ୍କର ସଡ଼କ ଦୁର୍ଘଟଣା, ୨ ମୃତ ୧୮ ଆହତ

ପୁରୀ: ପୁରୀ-କୋଣାର୍କ ମେରାଇନ୍ ଡ୍ରାଇଭ୍ ରୋଡରେ ମର୍ମନ୍ତୁଦ ଦୁର୍ଘଟଣା। ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୮ ଆହତ। ମୃତକଙ୍କ ମଧ୍ୟରେ ଜଣେ ପୁରୁଷ ଓ ଜଣେ ମହିଳା ରହିଥିବା ସୂଚନା । ଦୁଇ ମୃତକ ହେଲେ ଅଟୋଚାଳକ ଓ ସେଥିରେ ବସିଥିବା ମହିଳା ଯାତ୍ରୀ। ତେବେ ଆହତଙ୍କ ମଧ୍ୟରୁ ୫ ଜଣ…

‘ଛୋଟି ବୋହୂ’ ସିରିଏଲର ନାୟିକା ରୁବିନା ଦଲୈକ ଅସୁସ୍ଥ

ନୂଆଦିଲ୍ଲୀ : ଟିଭି ଇଣ୍ଡଷ୍ଟ୍ରିର ଜଣାଶୁଣା ଚେହେରା ରୁବିନା ଦଲୈକ। ନିଜ ଲୁକ୍ସ ଆଉ ଷ୍ଟାଇଲକୁ ନେଇ ସେ ସବୁବେଳେ ଚର୍ଚ୍ଚାରେ ରୁହନ୍ତି  । ବର୍ତ୍ତମାନ ତାଙ୍କ ସୁନ୍ଦର ଚେହେରା ବିଗିଡ଼ି ଯାଇଛି  । ଚର୍ଚ୍ଚାରେ ରହୁଥିବା ରୁବିନା ଅସୁସ୍ଥ ଥିବା ସୂଚନା ମିଳୁଛି  । ସେ ସୋଶିଆଲ ମିଡିଆରେ ଫଟୋ…