ସଡ଼କ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଉର୍ବଶୀ ଢୋଲକିଆ…
ମୁମ୍ବାଇ : ଛୋଟ ପରଦାରେ ବେଶ୍ ଜଣାଶୁଣା ଅଭିନେତ୍ରୀ ଉର୍ବଶୀ ଢୋଲକିଆ । ଏବେ ଉର୍ବଶୀଙ୍କୁ ନେଇ ଏକ ବଡ ଖବର ସାମ୍ନାକୁ ଆସିଛି । ମୁମ୍ବାଇରେ ଉର୍ବଶୀଙ୍କ କାର ଦୁର୍ଘଟଣାର ଶିକାର ହୋଇଛି । ହେଲେ ଉର୍ବଶୀଙ୍କର ବିଶେଷ କ୍ଷତି ହୋଇ ନଥିବା ସୂଚନା ରହିଛି ।
ସମାଚାର ଏଜେନ୍ସି ଏଏନଆଇର ରିପୋର୍ଟ…