Latest Odisha News

ହାତୀ ଆକ୍ରମଣରେ ଚାଲିଗଲା ଜୀବନ

ଅନୁଗୁଳ: ଥମୁନି ହାତୀଙ୍କ ଉତ୍ପାତ । ଅନୁଗୁଳ ବ୍ଲକ ବସଲା ଗାଁରେ ଜଣେ ବୃଦ୍ଧ ହାତୀ ଆକ୍ରମଣର ଶିକାର ହୋଇଛନ୍ତି । ମୃତ ବୃଦ୍ଧ ଜଣକ ହେଲେ ସିଧେଶ୍ୱର ସେଠୀ । ସୂଚନା ଅନୁଯାୟୀ, ମଙ୍ଗଳବାର ଦିନ ପୂର୍ବାହ୍ନରେ ସିଦ୍ଧେଶ୍ୱର ବଉଳି ନାଳ ନିକଟକୁ କାଠ ଆଣିବାକୁ ଯାଇଥିଲେ ହେଲେ ଆଉ ଘରକୁ ଫେରି…

ଆଜି ଆସିବ ବଜେଟ୍‌, ସବୁବର୍ଗର ଲୋକଙ୍କୁ ଖୁସି କରିପାରନ୍ତି ସରକାର

ନୂଆଦିଲ୍ଲୀ : ଆଜି ଆସିବ ୨୦୨୩ -୨୪  ସାଧାରଣ ବଜେଟ୍‌  । ସଂସଦରେ ଉପସ୍ଥାପନ କରିବେ ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ  । ଆଗାମୀ ବର୍ଷରେ ସାଧାରଣ ନିର୍ବାଚନ ଥିବାରୁ ଏହା ଶେଷ ପୂର୍ଣ୍ଣାଙ୍ଗ ବଜେଟ୍ ହେବ । ଆଜିର ବଜେଟ ଉପରେ ସାଧାରଣ ଲୋକଙ୍କ ରହିଛି ନଜର  । ଚଳିତ ବଜେଟରେ କେନ୍ଦ୍ର ସରକାର…

ଆଜିଠୁ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଆରମ୍ଭ

ଭୁବନେଶ୍ବର : ଆଜିଠୁ ସପ୍ତଦଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଆରମ୍ଭ  । ଏହି ମେଳାରେ ଦେଶର ବିଭିନ୍ନ ସ୍ଥାନରୁ କାରିଗର ଓ ବୁଣାକାରମାନେ ଅଂଶଗ୍ରହଣ କରିବେ ଏବଂ ସେମାନଙ୍କର ପାରମ୍ପରିକ ହସ୍ତତନ୍ତ ଓ ହସ୍ତଶିଳ୍ପ ଉତ୍ପାଦ ପ୍ରଦର୍ଶନ କରିବେ। ଏହି ମେଳାର ଲକ୍ଷ୍ୟ ହେଉଛି ବୁଣାକାର ଓ ହସ୍ତଶିଳ୍ପ…

ଟଙ୍କା ବଦଳରେ ପଥର ଦେଇ କିଣନ୍ତି ମୂଲ୍ୟବାନ୍‌ ଜିନିଷ, ପଥର ପଛରେ କ’ଣ ରହିଛି ରହସ୍ୟ ?

ନୂଆଦିଲ୍ଲୀ : ଜିନିଷ କିଣିବା ପାଇଁ ଦରକାର ପଡ଼େନି କୌଣସି କାଗଜର ନୋଟ୍‌ କି ମୁଦ୍ରା  । ପଥର ଦେଲେ ମିଳିଥାଏ ଜିନିଷ । ଆଜିକା ଦୁନିଆରେ କୌଣସି ଜିନିଷ କିଣିବାକୁ ହେଲେ ଆମେ ଟଙ୍କା ଦେଇ ଜିନିଷ କିଣିଥାଉ । କିନ୍ତୁ ଦୁନିଆରେ ଏପରି ଏକ ସ୍ଥାନ ଅଛି ଯେଉଁଠାରେ ପଥର ମୁଦ୍ରାର ପ୍ରଚଳନ ରହିଛି ।…

ବସ୍‌କୁ ଧକ୍କା ଦେଲା କାର୍‌, ଚାଲିଗଲା ୪ ଜଣଙ୍କ ଜୀବନ

ଅହମ୍ମଦାବାଦ : ମହାରାଷ୍ଟ୍ରର ପାଲଘର ଜିଲ୍ଲାରେ ବଡ଼ ଅଘଟଣ ।  ଭାରସାମ୍ୟ ହରାଇ ବସ୍‌ କୁ ଧକ୍କା ଦେଲା କାର୍‌ । ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକ ଆହତ ହୋଇଥିବା ଜଣାପଡ଼ିଛି। ମୁମ୍ବାଇ-ଅହମ୍ମଦାବାଦ ଜାତୀୟ ରାଜପଥର ଦହନୁ ଅଞ୍ଚଳରେ ଏହି ଦୁର୍ଘଟଣାଟି ଘଟିଛି।…

ଖାଦ୍ୟ ପ୍ରଲୋଭନ ଦେଖାଇ ନାବାଳିକାକୁ ଦୁଷ୍କର୍ମ କରିଥିବା ଅଭିଯୋଗ

ଅଭୟଚାନ୍ଦପୁର : ୬ ବର୍ଷର ନାବାଳିକାକୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି । ଘଟଣାଟି ପାରାଦୀପ ଅଭୟଚାନ୍ଦପୁର ଅଞ୍ଚଳରେ ଘଟିଛି  । ସୂଚନା ଅନୁଯାୟୀ, ନାବାଳିକା ଜଣକ ଘର ପାଖରେ ହେଉଥିବା ବାହାଘର ଭୋଜିରେ ବୁଲୁଥିବା ବେଳେ ଅଭିଯୁକ୍ତ  ସନିଆ ବେହେରା ତାକୁ କୁରୁକୁରି ଦେବାକୁ କହି  ସାଙ୍ଗରେ…

ପାକିସ୍ତାନ ମସ୍‌ଜିଦ୍‌ରେ ବିସ୍ଫୋରଣ; ଦିନିକିଆ ରାଜ୍ୟବ୍ୟାପୀ ଶୋକ ପାଳନ

ଇସ୍‌ଲାମାବାଦ୍‌ : ପୁଣି ଥରିଲା ପାକିସ୍ତାନ । ପାକିସ୍ତାନର ପେଶୱାରରେ ଥିବା ଏକ ମସଜିଦରେ ବଡ଼ ଧରଣର ବିସ୍ପୋରଣ ଘଟିଛି । ଏହି ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୬୩ ବୃଦ୍ଧି ହୋଇଥିବା ବେଳେ ୧୫୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ସୂଚନା ଅନୁଯାୟୀ,  ମସ୍‌ଜିଦ୍‌ରେ ନମାଜ ବେଳେ ଏହି ବିସ୍ଫୋରଣ…

ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ମନୋନୟନ ତାଲିକା ଅସିଦ୍ଧ ଘୋଷଣା: ହେବ ସାନି ତାଲିକା

ଭୁବନେଶ୍ୱର : ଘୋଷଣା ହେବ ‘ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର’  । ମନୋନୟନ ତାଲିକାକୁ ହାଇକୋର୍ଟ ଅସିଦ୍ଧ ଘୋଷଣା କରିବା ପରେ ପୁଣି ‘ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର’ ପାଇଁ ମନୋନୟନ କରାଯିବ  । ଏନେଇ ଓଡ଼ିଆ‌ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ମାନସମନ୍ଥନ ଆରମ୍ଭ ହୋଇଛି। ୨୦୧୯…

ଇଣ୍ଟିଗ୍ରେଟେଡ୍ ଲ’ ପରୀକ୍ଷା ଦେବେ ଅର୍ଚ୍ଚନା ନାଗ

ନୂଆଦିଲ୍ଲୀ : ଇଣ୍ଟିଗ୍ରେଟେଡ୍ ଲ’ ପରୀକ୍ଷା ଦେବେ ହନିଟ୍ରାପ୍ କୁଇନ ଅର୍ଚ୍ଚନା ନାଗ। ଆଜି ଭୁବନେଶ୍ୱର କ୍ୟାପିଟାଲ ଲ’ କଲେଜରେ ୫ ବର୍ଷିଆ ଇଣ୍ଟିଗ୍ରେଟେଡ ଲ’ ର ସପ୍ତମ ସେମିଷ୍ଟର ପରୀକ୍ଷା ଦେବେ ଅର୍ଚ୍ଚନା। ଏନେଇ ଜେଏମ୍‌ଏଫ୍‌ସି ଭୁବନେଶ୍ୱର କୋର୍ଟ ଅନୁମତି ପ୍ରଦାନ କରିଛନ୍ତି। ତେବେ…

କେଶ ପାଇଁ ଉପକାରୀ ‘ମେଥି’…. ଔଷଧ ଭଳି ଦେଇଥାଏ କାମ

ମେଥିର ଦାନାରେ ରହିଛି ଔଷଧୀୟ ଗୁଣ । ପ୍ରତିଦିନ ରୋଷେଇରେ ଆମେ ବ୍ୟବହାର କରିଥାଉ  । କଣ ଆପଣ ଜାଣନ୍ତି ଏହି ମେଥି ସ୍ୱାସ୍ଥ୍ୟ ସହ କେଶ ପାଇଁ ଖୁବ୍‌‌ ଲାଭଦାୟକ। ଏହାର ବ୍ୟବହାର ଦ୍ୱାରା ଆପଣଙ୍କ କେଶ ଜନିତ ଅନେକ ସମସ୍ୟା ଦୂର ହୋଇଥାଏ। ଏଥିରେ ଆଇରନ, ପ୍ରୋଟିନ୍‌‌ ଓ ଅନ୍ୟ ଭିଟାମିନ…