Latest Odisha News

BREAKING NEWS

ଗାଁରେ ଭାଲୁ ଆତଙ୍କ, ଭୟରେ ଦିନ କାଟୁଛନ୍ତି ଲୋକେ

କେନ୍ଦୁଝର : ଚମ୍ପୁଆ ରେଞ୍ଜ ବାଲିବନ୍ଧ ଅଞ୍ଚଳରେ ଭାଲୁ ଆତଙ୍କ । ଭାଲୁ ଆକ୍ରମଣରେ ୧୦ ଜଣ ଆହତ ହୋଇଛନ୍ତି । ସୂଚନା ଅନୁଯାୟୀ, ଗତକାଲି ସନ୍ଧ୍ୟା ସମୟରେ ଜଙ୍ଗଲରୁ ଗୋଟାଏ ଭାଲୁ ବାଲିବନ୍ଧ ଅଞ୍ଚଳକୁ ପଶି ଆସିଥିଲା । ରାସ୍ତାରେ ଯାଉଥିବା କିଛି ଲୋକଙ୍କ ଉପରେ ଆକ୍ରମଣ କରିଥିଲା । ଆକ୍ରମଣରେ ୬ ଜଣ…

ସିରିଜ୍‌ ଦୁର୍ଘଟଣାରେ ୨ମୃତ, ୩ ଗୁରୁତର

ବୌଦ୍ଧ: ବହିରା ଛକ ନିକଟରେ ସିରିଜ ଦୁର୍ଘଟଣା । ସ୍କର୍ପିଓ ଧକ୍କାରେ ୨ଜଣଙ୍କର ମୃତ୍ୟୁ ଘଟିଛି । ପତାକା ଉତ୍ତୋଳନ କରିବାକୁ ଯିବା ବେଳେ ଘଟିଥିଲା ଅଘଟଣ । ୬ଟି ବାଇକ ସହ ଗୋଟିଏ କାର ଚୁରମାର । ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ସୂଚନା…

ବିଶ୍ୱପ୍ରସିଦ୍ଧ ଘୋଷ ଯାତ୍ରା ପାଇଁ ପୂଜାର୍ଚ୍ଚନା କରାଯିବ ରଥ କାଠ

ପୁରୀ:  ଆଜି ହେଉଛି ପବିତ୍ର ଶ୍ରୀପଞ୍ଚମୀ । ଏହି ତିଥି  ଅବସରରେ ଆଗାମୀ ବିଶ୍ୱପ୍ରସିଦ୍ଧ ଘୋଷ ଯାତ୍ରା ପାଇଁ ଆଜି ସନ୍ଧ୍ୟାରେ ରଥ କାଠକୁ ପୂଜାର୍ଚ୍ଚନା କରାଯିବ । ପରମ୍ପରା ଅନୁସାରେ ରାଜପୁରୋହିତ ଓ ଶ୍ରୋତୀୟ ବ୍ରାହ୍ମଣଙ୍କ ଦ୍ୱାରା ମା ସରସ୍ବତୀଙ୍କ  ନିକଟରେ ସ୍ୱତନ୍ତ୍ର ପୂଜା କରାଯିବା ପରେ  …

ସରସ୍ୱତୀ ପୂଜା ପାଇଁ ଉତ୍ସବମୁଖର ଶିକ୍ଷାନୁଷ୍ଠାନ

ଭୁବନେଶ୍ବର : ଆଜି ହେଉଛି ପବିତ୍ର ଶ୍ରୀ ପଞ୍ଚମୀ । ଏହି ଦିନ ମା ସରସ୍ୱତୀଙ୍କ ପୂଜା କରାଯାଏ । ମା’ଙ୍କ ଆରାଧାନା ପାଇଁ ସାରା ସହର ଉତ୍ସବମୁଖର  । ମା’ ବିଦ୍ୟାଦାୟିନୀ ହୋଇଥିବାରୁ ବିଭିନ୍ନ ଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀ ମାନେ ଭକ୍ତିର ସହ ପୂଜା ପାଳନ କରିଥାନ୍ତି । ମା’ ସରସ୍ବତୀଙ୍କୁ…

ଦେଶ ପାଳୁଛି ୭୪ ତମ ସାଧାରଣତନ୍ତ୍ର ଦିବସ

ନୂଆଦିଲ୍ଲୀ : ଆଜି ୭୪ ତମ ସାଧାରଣତନ୍ତ୍ର ଦିବସ । ଗଣତନ୍ତ୍ରର ମହାପର୍ବ । ଗଣତନ୍ତ୍ର ଦିବସ ଉପଲକ୍ଷେ ସାରା ଦେଶ ଉତ୍ସବ ମୁଖର  । ୧୯୫୦ ମସିହା ଜାନୁଆରୀ ୨୬ ତାରିଖ ଆଜିର ଦିନରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହୋଇଥିଲା…

ଖାଆନ୍ତୁ ଗାଜର, ବଢ଼ିବ ଆଖିର ଜ୍ୟୋତି…

ବଜାରରେ ଦୁଇ ପ୍ରକାରର ଗାଜର ଦେଖାଯାଏ। ଗୋଟିଏ ଲାଲ ରଙ୍ଗର ଓ ଅନ୍ୟଟି ହାଲକା ଗୋଲାପୀ ରଙ୍ଗ ଗାଜର। ବଜାରକୁ ଏଥରକ ନୂଆ କରି କଳା ରଙ୍ଗର ଗାଜର ଆସିଛି। ପୋଷକତତ୍ତ୍ବରେ ଭରପୂର କଳା ଗାଜର  । ଏହି କଳା ଗାଜର ଖାଇବାକୁ ବିଶେଷଜ୍ଞ ଦଳ କହିଛନ୍ତି । ଏହି ଗାଜରରେ ଆଣ୍ଟିଅକ୍ସିଡାଣ୍ଟ ଭରି ରହୁଛି।…

ମୁଁ ବିବାହ କରିବାକୁ ଚାହେଁ, ମୋତେ ସରକାରୀ ଚାକିରି କରିଥିବା ଝିଅ ଦରକାର….

ଛିନ୍ଦଓ୍ୱାଡ଼ା: ପ୍ରତ୍ୟେକ ଯୁବକ ଯୁବତୀ ନିଜ ବିବାହକୁ ନେଇ ଇଚ୍ଛୁକ ଥାଆନ୍ତି  । ଆଉ ସେଥିପାଇଁ ଖବରକାଗଜ କିମ୍ବା ମ୍ୟାଟ୍ରୋମନିୟାଲରେ ନିଜ ପସନ୍ଦର ଜୀବନସାଥି ପାଇଁ ବିଜ୍ଞାପନ ଦେଇଥାଆନ୍ତି  । ଆଉ ସେଥିରେ ନିଜର ସୂଚନା ସହ ନିଜ ଭାବୀ ଜୀବନସାଥିଙ୍କ ପାଖରେ କେଉଁ ଯୋଗ୍ୟତା ଚାହାଁନ୍ତି…

ସବୁଦିନ ପାଇଁ ଆଖି ବୁଜିଲେ ବରିଷ୍ଠ ସାମ୍ବାଦିକ ଚିରଞ୍ଜିତ ରାଜଗୁରୁ

ବ୍ରହ୍ମପୁର : ବରିଷ୍ଠ ସାମ୍ବାଦିକ ଚିରଞ୍ଜିତ ରାଜଗୁରୁଙ୍କ ଦେହାନ୍ତ । ଚିକିତ୍ସାଧିନ ଅବସ୍ଥାରେ ଦେହାନ୍ତ ଘଟିଥିବା ସୂଚନା  । ଗତକାଲି ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ । ପରେ ତାଙ୍କୁ ବ୍ରହ୍ମପୁର ବଡ ମେଡିକାଲରେ ଚିକିତ୍ସା କରାଯାଉଥିଲା । ସେଠାରେ ତାଙ୍କର ବିୟୋଗ ଘଟିଥିଲା  ।…

ଆଜିଠୁ ଗଡ଼ିବ ଶ୍ରୀଜଗନ୍ନାଥ ଯାତ୍ରା ଟ୍ରେନ୍

ନୂଆଦିଲ୍ଲୀ: ଆଜିଠୁ ଶ୍ରୀ ଜଗନ୍ନାଥ ଯାତ୍ରା ପର୍ଯ୍ୟଟନ ଟ୍ରେନର ଶୁଭାରମ୍ଭ ହେବ । ଆଇଆରଟିସି ପକ୍ଷରୁ ମିଳିଛି ସୂଚନା । ଏହି ଟ୍ରେନର ଶୁଭାରମ୍ଭ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କରିବେ । ୮ଦିନର ଯାତ୍ରାରେ ୪ ରାଜ୍ୟର ପ୍ରସିଦ୍ଧ ତୀର୍ଥ ସ୍ଥାନ ଦେଇ ଏହି ଟ୍ରେନ୍‌ ଯାତ୍ରା କରିବ । ୮ ଦିନିଆ…

ବିବାଦ ମଧ୍ୟରେ ରିଲିଜ୍ ହେଲା ଫିଲ୍ମ ‘ପଠାନ୍‌’

ନୂଆଦିଲ୍ଲୀ : ୪ବର୍ଷ ପରେ ପ୍ରେକ୍ଷାଳୟକୁ ଫେରିଛନ୍ତି କିଙ୍ଗ ଖାନ୍ । ବିବାଦ ଭିତରେ ଆଜି ରିଲିଜ୍ ହୋଇଛି ବହୂ ପ୍ରତିକ୍ଷିତ ଫିଲ୍ମ ‘ପଠାନ’ । ଫିଲ୍ମକୁ ନେଇ ଦର୍ଶକଙ୍କ ମଧ୍ୟରେ ଦେଖିବାକୁ ମିଳିଛି ନାହିଁ ନଥିବା କ୍ରେଜ୍। ଲିଡ ରୋଲରେ ନଜର ଆସିଛନ୍ତି କିଙ୍ଗ ଖାନ୍ ଶାହରୁଖ ଓ ମସ୍ତାନୀ ଗର୍ଲ…