Latest Odisha News

BREAKING NEWS

ଅଭିନେତା ମିହିର ଦାସଙ୍କ ସାନପୁଅ ଅକ୍ଳାନ୍ତଙ୍କ ଦେହାନ୍ତ

କଟକ: ଅଭିନେତା ମିହିର ଦାସଙ୍କ ସାନ ପୁଅ ଅକ୍ଲାନ୍ତ ଦାସଙ୍କ ପରଲୋକ ହୋଇଛି । ଗତକାଲି ରାତିରେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଥିବା ସୂଚନା ମିଳିଛି । ଅକ୍ଲାନ୍ତ ଗତ କିଛି ଦିନ ହେବ ଲିଭର ଜନିତ ରୋଗରେ ଆକ୍ରାନ୍ତ ଥିଲେ । ତାଙ୍କୁ ଭୁବନେଶ୍ୱର ଏମ୍ସ ଡାକ୍ତରଖାନାରେ ଚିକିତ୍ସା…

ପଦ୍ମବେଶରେ ଦର୍ଶନ ଦେବେ ମହାପ୍ରଭୁ

ପୁରୀ: ଆଜି ଶ୍ରୀମନ୍ଦିରେରେ ମହାପ୍ରଭୁଙ୍କ ପଦ୍ମବେଶ ଅନୁଷ୍ଠିତ ହେବ । ବଡ଼ସିଂହାର ବେଶ ପରେ ପଦ୍ମ ବେଶରେ ସଜ୍ଜିତ ହେବେ ମହାପ୍ରଭୁ । ପ୍ରତିବର୍ଷ ତ୍ରିବେଣୀ ଅମାବାସ୍ୟା ପରବର୍ତ୍ତୀ ବୁଧବାର କିମ୍ବା ଶନିବାର ଏହି ବେଶରେ ଦର୍ଶନ ଦିଅନ୍ତି ଭାବମୂର୍ତ୍ତୀ। ଚଳିତ ବର୍ଷ ତ୍ରିବେଣୀ ଅମାବାସ୍ୟା ୨୧…

ରାତିରେ ନିଦ ହେଉନି କି ? ତେବେ ଆପଣାନ୍ତୁ ଏହି ଉପାୟ…

ଅଧିକାଂଶ ଲୋକ ଅନିଦ୍ରା ସମସ୍ୟାର ସମ୍ମୁଖୀନ ହୋଇ ଥାଆନ୍ତି । ସଠିକ୍‌ ଭାବେ ନିଦ ନ ହେଲେ ବିଭିନ୍ନ ରୋଗର ଆଶଙ୍କା ବଢ଼ିଥାଏ  । ତେଣୁ ନିଜ ଶରୀର ପ୍ରତି ଟିକିଏ ଗୁରୁତ୍ୱ ଦେବା ଆବଶ୍ୟକ  । ବିଶେଷଜ୍ଞଙ୍କ ମତ ଅନୁଯାୟୀ, କେତେକ ଦିଗ ପ୍ରତି ଧ୍ୟାନ ଦେଲେ ଏହି ସମସ୍ୟାରୁ ମୁକ୍ତି ପାଇପାରିବେ।…

ଆଗୁଆ ଟିକେଟ ବୁକିଂରେ ୨୦ କୋଟି ଟପିଲା ଫିଲ୍ମ ‘ପଠାନ୍‌’ 

ମୁମ୍ବାଇ: ଆଗୁଆ ବୁକିଂରେ ରେକର୍ଡ ଭାଙ୍ଗିଲା ଫିଲ୍ମ ‘ପଠାନ୍‌’  । ରିଲିଜ ହେବାକୁ ଯାଉଛି ବଲିଉଡ ସୁପରଷ୍ଟାର ଶାହରୁଖ ଖାନଙ୍କ ଅପକମିଙ୍ଗ ଚଳଚ୍ଚିତ୍ର ‘ପଠାନ’ । ଯାହାକୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି ଦର୍ଶକ  । ତେବେ ଏହି ଫିଲ୍ମ  ଆସନ୍ତା ୨୫ ତାରିଖରେ ରିଲିଜ୍‌ ହେବାକୁ ଥିବା ବେଳେ…

ମହାପ୍ରଭୁଙ୍କୁ ଦର୍ଶନ କରିବେ ଅନନ୍ତ ଅମ୍ବାନୀ ଓ ରାଧିକା ମର୍ଚ୍ଚାଣ୍ଟ୍‌

ଭୁବନେଶ୍ବର : ବିମାନ ବନ୍ଦରରେ ପହଞ୍ଚିଲେ ଅନନ୍ତ ଅମ୍ବାନୀ । ପୁରୀ ଯାଇ ମହାପ୍ରଭୁଙ୍କୁ କରିବେ ଦର୍ଶନ । ବିବାହ ପୂର୍ବରୁ ଜଗନ୍ନାଥଙ୍କ ଆଶୀର୍ବାଦ ନେଇ ବାହା ହେବେ ଅନନ୍ତ ଅମ୍ବାନୀ ଓ ରାଧିକା ମର୍ଚ୍ଚାଣ୍ଟ୍‌ । ଦେଶର ଦ୍ବିତୀୟ ବଡ଼ ଧନୀ ତଥା ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ମୁଖ୍ୟ ମୁକେଶ…

ଟଙ୍କା ଗଣି ପାରିଲାନି ବର, ବେଦୀରୁ ଉଠିଗଲା କନ୍ୟା

ଫାରୁଖବାଦ୍‌ : ଚାଲିଥିଲା ବିବାହ ଉତ୍ସବ । ବାଜା ରୋଷଣୀରେ କମ୍ପୁଛି ଗାଁ ଦାଣ୍ଡ । ହେଲେ ହଠାତ୍‌ ବେଦୀରୁ ଉଠିଗଲା କନ୍ୟା, ଆଉ ଭାଙ୍ଗିଗଲା ବାହାଘର । ଆଶ୍ଚର୍ଯ୍ୟ ହୋଇଗଲେ ପରିବାର ଲୋକେ ।ଏଭଳି ଘଟଣା ଉତ୍ତର ପ୍ରଦେଶର ଫାରୁଖବାଦରେ ଘଟିଛି  । ତେବେ କାହିଁକି ବାହାଘର ଭାଙ୍ଗିଗଲା ବୋଲି…

ଆମେରିକାର ସ୍କୁଲ୍‌ରେ ଗୁଳିକାଣ୍ଡ; ୨ ଛାତ୍ର ମୃତ, ଶିକ୍ଷକ ଆହତ

ଓ୍ବାଶିଂଟନ : ପୁଣି ଆମେରିକାର ସ୍କୁଲରେ ଫୁଟିଲା ଗୁଳି । ଗୁଳିକାଣ୍ଡରେ ୨ଜଣ ଛାତ୍ର ମୃତ, ଜଣେ ଶିକ୍ଷକ ଆହତ। ଆମେରିକାର ଡେସ୍ ମୋଇନେସ୍ ସ୍ଥିତ ଏକ ସ୍କୁଲରେ ଗୁଳିକାଣ୍ଡ ଘଟଣା ସାମ୍ନାକୁ ଆସିଛି । ଗୁଳିକାଣ୍ଡରେ ୨ ଛାତ୍ରଙ୍କ ମୃତ୍ୟୁ ସହ ଜଣେ ଶିକ୍ଷକ ଗୁରୁତର ହୋଇଥିବା ସୂଚନା ମିଳିଛି । ଏହି…

ସମ୍ଭବ ମିଶ୍ରଙ୍କୁ ମିଳିଲା ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍ ପୁରସ୍କାର

ନୂଆଦିଲ୍ଲୀ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶାର ସମ୍ଭବ ମିଶ୍ରଙ୍କୁ ରାଷ୍ଟ୍ରୀୟ ବାଲ୍ ପୁରସ୍କାର-୨୦୨୩ରେ ସମ୍ମାନିତ କରିଛନ୍ତି । ଚଳିତ ବର୍ଷ କଳା ଓ ସଂସ୍କୃତି କ୍ଷେତ୍ରରେ ୪ ଜଣ, କ୍ରୀଡ଼ା ପାଇଁ ୩ ଜଣ, ନବସୃଜନ ପାଇଁ ୨ ଜଣ, ସମାଜସେବା ଏବଂ ବୀରତ୍ବ କ୍ଷେତ୍ରରେ ଜଣେ ଲେଖାଏଁ ପୁରସ୍କୃତ…

କମ୍‌ ପାଣି ପିଇଲେ ହୋଇପାରେ ଅକାଳ ବିୟୋଗ, ଜାଣନ୍ତୁ କେତେ ଗ୍ଲାସ ପାଣି ପିଇବା ଜରୁରୀ

ଜଳ ହିଁ ଜୀବନ । କିନ୍ତୁ ଆମ ଦୈନନ୍ଦିନ ଜୀବନରେ ପାଣିର ଉପଯୋଗ କରିବାରେ ଅବହେଳା କରିଥାଆନ୍ତି । ତେଣୁ ଆମ ଶରୀରରେ ଅନେକ ସମସ୍ୟା ଦେଖାଦେଇଥାଏ  । ସାଧାରଣତଃ ଇନଫେକ୍ସନ ହେଲେ ଡାକ୍ତରମାନେ ଅଧିକ ପାଣି ପିଇବାକୁ କହିଥାନ୍ତି । ତଥାପି ଅନେକ ଲୋକ ଅଛନ୍ତି ଯେଉଁମାନେ ପର୍ଯ୍ୟାପ୍ତ ପରିମାଣର…

କେ.ଏଲ ରାହୁଲ ଓ ଆଥିଆ ଶେଟ୍ଟିଙ୍କ ବିବାହରେ ମୋବାଇଲ ବାରଣ

ନୂଆଦିଲ୍ଲୀ : ଜାନୁଆରୀ ୨୩ରେ ବିବାହ ବନ୍ଧନରେ ଆବଦ୍ଧ ହେବେ ଷ୍ଟାର ଇଣ୍ଡିଆନ କ୍ରିକେଟର କେ.ଏଲ ରାହୁଲ ଏବଂ ବଲିଉଡର ଅଭିନେତ୍ରୀ ଆଥିଆ ଶେଟ୍ଟି । ସାତ ଘେରା ବୁଲି ସାରା ଜୀବନ ପାଇଁ ସାଥି ହୋଇ ରହିବେ କେ.ଏଲ ରାହୁଲ  ଓ ଆଥିଆ  । ଖଣ୍ଡାଲା ସ୍ଥିତ ସୁନୀଲ ଶେଟ୍ଟୀଙ୍କ ବଙ୍ଗଳା ଠାରେ ବିବାହ…