Latest Odisha News

BREAKING NEWS

ଟ୍ରକ ଓ କାର୍‌ ମୁହାଁମୁହିଁ ଧକ୍କା, ଚାଲିଗଲା ୯ ଜଣଙ୍କ ଜୀବନ

ମୁମ୍ବାଇ : ମୁମ୍ବାଇ-ଗୋଆ ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ।ଏହି ଦୁର୍ଘଟଣାରେ ୯ ଜଣଙ୍କର ମୃତ୍ୟୁ ହୋଇଛି। ସୂଚନା ଅନୁଯାୟୀ, ଗୁରୁବାର ସକାଳ ପ୍ରାୟ ପାଞ୍ଚଟା ବେଳେ ଗୋରେଗାଓଁ ପୋଲିସ ଷ୍ଟେସନ ଅନ୍ତର୍ଗତ ରୋପୋଲି ଗ୍ରାମ୍ୟ ନିକଟ ମୁମ୍ବାଇ-ଗୋଆ ରାଜପଥରେ ଏକ ଟ୍ରକ ଏବଂ…

ସାମ୍ନାକୁ ଆସିଲା ରାଜଶ୍ରୀଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ; ଶ୍ବାସରୁଦ୍ଧରୁ ମୃତ୍ୟୁ

କଟକ  : ମହିଳା କ୍ରିକେଟର ରାଜଶ୍ରୀ ସ୍ୱାଇଁଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ।  ଆସିଲା ରାଜଶ୍ରୀଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ  । ଏହି ରିପୋର୍ଟରେ ଶ୍ବାସରୁଦ୍ଧରୁ ରାଜଶ୍ରୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ଅପରପକ୍ଷରେ ତାଙ୍କୁ ହତ୍ୟା କରାଯାଇଛି କି ସେ ଆତ୍ମହତ୍ୟା କରିଛନ୍ତି ସେହି…

ଶରୀରରେ ହିମୋଗ୍ଲୋବିନ୍‌ କମିଯାଉଛି କି !

ଶରୀରରେ ହେମୋଗ୍ଲୋବିନର ପରିମାଣ କମିଲେ ରୋଗୀକୁ ହାଲିଆ ଲାଗେ । ଖାଇବା-ପିଇବାକୁ ଇଚ୍ଛା ହୁଏନି, ଚିଡ଼ଚିଡ଼ା ଲାଗେ, କାମ କରିବାର ଆଗ୍ରହ ହୋଇନଥାଏ, ଡାକ୍ତରଙ୍କ ପରାମର୍ଶ ନେଇ ହେମୋଗ୍ଲୋବିନ୍ ପରୀକ୍ଷା କରାନ୍ତୁ। ହେମୋଗ୍ଲୋବିନ୍ ସଠିକ୍ ମାତ୍ରାରେ ରହିଲେ, ଆମ ମସ୍ତିଷ୍କ, ବୃକକ୍,…

ଜମି ବିକ୍ରି ଏବଂ ଅଧିଗ୍ରହଣ ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ

ଅନୁଗୋଳ : ଚାଷୀ ସୁରକ୍ଷା କମିଟି ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ । ଜିଲ୍ଲାର ୯୨ଟି ରାଜସ୍ବ ଗ୍ରାମରୁ ଚକବନ୍ଦୀ ରେକର୍ଡ ଉଚ୍ଛେଦ କରିବା ସହିତ ଜମି ବିକ୍ରି କରିବା ଏବଂ ଅଧିଗ୍ରହଣ ସ୍ଥଗିତ ରଖିବା ନେଇ ଦାବି କରି ରାଜରାସ୍ତାକୁ ଓହ୍ଲାଇଲେ ଶତାଧିକ ଚାଷୀ ।…

ପକ୍ଷାଘାତ ରୋଗୀଙ୍କ ବ୍ରେନ କଣ୍ଟ୍ରୋଲ ପାଇଁ ନିଓ ଡିଭାଇସ ସହ ପକେଟ ସିପିୟୁ ଉଦ୍ଭାବନ କଲେ ୧୧ ବର୍ଷର ବାଳକ

କାମାକ୍ଷାନଗର : ବୟସ ସିନା କମ୍ କିନ୍ତୁ ମୁଣ୍ଡରେ ଅନେକ ଇନଭେଟିଭ୍ ଆଇଡ଼ିଆ । ପକ୍ଷାଘାତ ରୋଗୀଙ୍କ ବ୍ରେନ କଣ୍ଟ୍ରୋଲ ପାଇଁ ନିଓ ଡିଭାଇସ ସହ ପକେଟ ସିପିୟୁ ଉଦ୍ଭାବନ କରି ଚର୍ଚ୍ଚାରେ ୧୧ ବର୍ଷର ବାଳକ ପ୍ରତୀକ । ପ୍ରତୀକ ତାଳଚେର ଥର୍ମାଲ ସ୍ଥିତ ଡିଏଭି (DAV) ସ୍କୁଲର ଷଷ୍ଠ ଶ୍ରେଣୀର ଛାତ୍ର ।…

ଦୁଇ ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲା; ଗିରଫ ହେଲା ମୁଖ୍ୟ ଅଭିଯୁକ୍ତ

ଭୁବନେଶ୍ୱର: ଭୁବନେଶ୍ୱର ପଟିଆ ଷ୍ଟେସନରେ ୨ ନାବାଳିକାଙ୍କୁ ଗଣଦୁଷ୍କର୍ମ ଘଟଣାର ମୁଖ୍ୟ ଅଭିଯୁକ୍ତକୁ ଗିରଫ କଲା GRP ପୋଲିସ  । ସୂଚନା ଅନୁଯାୟୀ ସୋମବାର ସନ୍ଧ୍ୟା ସମୟରେ ଭୁବନେଶ୍ୱର ପଟିଆ ରେଳଷ୍ଟେସନ ନିକଟରୁ ୨ ଜଣ ନାବାଳିକାଙ୍କୁ ଦୁଇ ଜଣ ଯୁବକ ବଳ ପୂର୍ବକ ଅପହରଣ କରିନେଇଥିଲେ । ପରେ…

ବଳକା ଖାଦ୍ୟ ଫିଙ୍ଗୁଥିଲେ ଥରେ ଦେଖନ୍ତୁ ଏହି ଭିଡିଓ….ଆଖିରେ ଲୁହ ଆସିଯିବ…

ନୂଆଦିଲ୍ଲୀ : ଅଦ୍ଭୁତ ଏ ଦୁନିଆ । ମଣିଷ ବଞ୍ଚିବା ପାଇଁ ହେଲେ ଖାଦ୍ୟ, ପୋଷାକ ଏବଂ ଘର ଆବଶ୍ୟକତା ରହିଛି । କିଛି ଲୋକଙ୍କ ପାଖରେ ଏସବୁ ଦରକାର ଠୁ ବି ଅଧିକା ଥିବା ବେଳେ କିଛି ଲୋକ ଏସବୁରୁ ବଞ୍ଚିତ ଅଛନ୍ତି। ଏ ଦେଶରେ ଏମିତି ଅନେକ ଲୋକ ଅଛନ୍ତି ଯେଉଁମାନଙ୍କ ପାଇଁ ରୁଟି ଏକ ସ୍ୱପ୍ନ ।ସେଭଳି…

ପଟିଆ ଅଞ୍ଚଳରେ ୨ଜଣ ନାବାଳିକାଙ୍କୁ ଗଣଦୁଷ୍କର୍ମ…

ଭୁବନେଶ୍ୱର: ଅସୁରକ୍ଷିତ ରାଜଧାନୀ ଭୁବନେଶ୍ୱର। ସୋମବାର ସନ୍ଧ୍ୟା ସମୟରେ ଭୁବନେଶ୍ୱର ପଟିଆ ରେଳଷ୍ଟେସନ ନିକଟରୁ ୨ ଜଣ ନାବାଳିକାଙ୍କୁ ଦୁଇ ଜଣ ଯୁବକ ବଳ ପୂର୍ବକ ଅପହରଣ କରି ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ପଟିଆ ନିକଟସ୍ଥ ମାଛ ଦୋକାନରେ କାମ କରୁଥିବା ଦୁଇ ଭଉଣୀକୁ ଦୁଇ ଜଣ ଯୁବକ…

ଓଡ଼ିଶା ସୀମାରେ ଡାକୋଟା ବିମାନ…

ଭୁବନେଶ୍ୱର :  ଓଡ଼ିଶା ଆସିଲା ବିଜୁ ବାବୁଙ୍କ ଡାକୋଟା ବିମାନ। କୋଲକାତାସ୍ଥିତ ସୁଭାସ ବୋଷ ଆନ୍ତର୍ଜାତିକ ବିମାନବନ୍ଦରୁ ଏହା ଜାତୀୟ ରାଜପଥ ଦେଇ ଭୁବନେଶ୍ୱର ଆସୁଛି । କୋଲକାତା ବିମାନବନ୍ଦରରୁ ସ୍ୱତନ୍ତ୍ର ଟ୍ରକ୍ ଯୋଗେ ଆସୁଛି ଓଡ଼ିଶା  । ଦୁଇଟି ଟ୍ରକରେ ଭାଗଭାଗ ହୋଇ ଭୁବନେଶ୍ୱରକୁ ଅଣାଯାଉଛି…

ଆପଣ ପତଳା ହେବାକୁ ଚାହୁଁଛନ୍ତି ଆପଣାନ୍ତୁ ଏହି ଉପାୟ….

ପରିବର୍ତ୍ତନଶୀଳ ଜୀବନଶୈଳୀ ଓ ଅସ୍ୱାସ୍ଥ୍ୟକର ଖାଦ୍ୟ ସେବନ ଓଜନ ବୃଦ୍ଧିର ମୁଖ୍ୟ କାରଣ। ଓଜନ ହ୍ରାସ ପାଇଁ ସଭିଏଁ ବିଭିନ୍ନ ପ୍ରକାର ଉପାୟ ଆପଣାଉଥିବା ଦେଖାଯାଏ। କିଛି ଲୋକ ପତଳା ହେବା ପାଇଁ ବିଭିନ୍ନ ପ୍ରକାର ଯୋଗ କରିବା ସହ ଡାଏଟ ପ୍ଲାନ୍‌ କରିଥାଆନ୍ତି  । କିନ୍ତୁ ବର୍ତ୍ତମାନ ଶୀତ ଦିନେ…