Latest Odisha News

BREAKING NEWS

ଖୁବ୍‌ ଶୀଘ୍ର ରିଲିଜ୍‌ ହେବ କେଜିଏଫ୍‌ ଚାପ୍ଟର-୩

ମୁମ୍ବାଇ : ଦର୍ଶକଙ୍କ ଅପେକ୍ଷାର ଅନ୍ତ ଘଟିବ । ଖୁବ୍‌ ଶୀଘ୍ର ରିଲିଜ ହେବାକୁ ଯାଉଛି କେଜିଏଫ୍‌ ଚାପ୍ଟର –୩  । ଯାହାକୁ ନେଇ ଦର୍ଶକଙ୍କ ମନରେ ଭରିରହିଛି ଉତ୍ସାହ । ଭାରତୀୟ ସିନେମା ଜଗତରେ କନ୍ନଡ଼ ଫିଲ୍ମ ‘କେଜିଏଫ୍‌’ ଦେଶ ବିଦେଶରେ ଚର୍ଚ୍ଚା ସୃଷ୍ଟି କରିଥିଲା । ଏହି ଫିଲ୍ମକୁ ଦର୍ଶକ ବହୁତ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ହଦଗଡ଼ ପର୍ଯ୍ୟଟନ କ୍ଷେତ୍ର

ଆନନ୍ଦପୁର : ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର ହଦଗଡ଼ ପର୍ଯ୍ୟଟନ କ୍ଷେତ୍ର । ସତେ ଯେପରି ନୀଳ ଜଳରାଶିରେ ଆକାଶ ସହିତ ପାହାଡ ଓ ଡ୍ୟାମର ମିଳନ ହୋଇଛି । ପ୍ରକୃତିର ଏହି ମଜା ନେବାକୁ ରାଜ୍ୟ ତଥା ରାଜ୍ୟ ବାହାରୁ ହଜାର ହଜାର ସଂଖ୍ୟାରେ ପର୍ଯ୍ୟଟକ ଛୁଟି ଆସନ୍ତି । ସୂଚନା ଅନୁଯାୟୀ,…

ସ୍ୱାସ୍ଥ୍ୟ କେନ୍ଦ୍ର ଯିବା ପାଇଁ ବିପଦପୂର୍ଣ୍ଣ ଯାତ୍ରା, ଭରା ନଦୀରେ ଖଟିଆରେ ବୁହା ହେଲେ ରୋଗୀ

ରାୟଗଡ଼ା : ଗାଁ କୁ ନାହିଁ ମୌଳିକ ସୁବିଧା। ଉପଯୁକ୍ତ ସ୍ୱାସ୍ଥ୍ୟ ସେବାରୁ ବଞ୍ଚିତ ଗାଁ ଲୋକେ । ଖଟିଆରେ ବୁହା ହେଉଛନ୍ତି ରୋଗୀ । ବିପଦପୂର୍ଣ୍ଣ ଭାବେ ନଦୀରେ ହେଉଛନ୍ତି ପାର୍‌ । ପୁଣି ରାୟଗଡ଼ାରୁ ସାମ୍ନାକୁ ଆସିଲା ଏପରି ବିକଳ ଚିତ୍ର । ଯନ୍ତ୍ରଣାରେ ଛଟପଟ ହେଉଛି ରୋଗୀ। ସ୍ୱାସ୍ଥ୍ୟ…

ବିଭିନ୍ନ ଦାବି ନେଇ ନବ ନିର୍ମାଣ କୃଷକ ସଂଗଠନର ଆନ୍ଦୋଳନ

ଭୁବନେଶ୍ୱର: ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ରାଜଧାନୀରେ ଆନ୍ଦୋଳନ । ପୁଲିସ ଓ କୃଷକଙ୍କ ମଧ୍ୟରେ ଧସ୍ତାଧସ୍ତି ।ନବ ନିର୍ମାଣ କୃଷକ ସଂଗଠନର ଶତାଧିକ କୃଷକ ଏକତ୍ରିତ ହୋଇ ନବୀନ ନିବାସ ଘେରାଉ କରିବା ପାଇଁ ଉଦ୍ୟମ କରିଛନ୍ତି । ଫଳରେ ପୁଲିସ ଓ କୃଷକଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଛି ।…

ଅର୍ଚ୍ଚନା ନାଗ ମାମଲା; ଚାର୍ଜସିଟ୍ ଦାଖଲ କରିବ ଇଡି

ଭୁବନେଶ୍ୱର: ଅର୍ଚ୍ଚନା ନାଗ ମାମଲାରେ ଆଜି ଚାର୍ଜସିଟ୍‌ ଦାଖଲ କରାଯିବ । ଅର୍ଚ୍ଚନା, ଜଗବନ୍ଧୁ ଓ ଖଗେଶ୍ୱରଙ୍କ ବିରୋଧରେ ଇଡି ଚାର୍ଜସିଟ୍‌ ଦାଖଲ କରିବ । ପ୍ରବର୍ତ୍ତନ ନିର୍ଦେଶାଳୟ ପକ୍ଷରୁ ୧୩୦୦ ପୃଷ୍ଠାର ପ୍ରାଥମିକ ଚାର୍ଜସିଟ୍‌ ଦାଖଲ କରାଯିବା ନେଇ ସୂଚନା ରହିଛି । ଏଥିସହ  ଜେରା ସମୟରେ…

ଅଧିକ ଗରମ ପାଣି ପିଉଛନ୍ତି କି ! ହୋଇଯାଆନ୍ତୁ ସାବଧାନ  

ରାଜ୍ୟରେ ଜାରି ରହିଛି ଶୀତର ପ୍ରକୋପ। ଥଣ୍ଡାର ପ୍ରଭାବ ଅଧିକ ରହିଥିବାରୁ ସମସ୍ତେ ଗରମ ପାନୀୟ ପିଇବା ପାଇଁ ଅଧିକ ପସନ୍ଦ କରିଥାଆନ୍ତି । ତେଣୁ କିଛି ଲୋକ ଥଣ୍ଡା ସକାଳୁ ଗରମ ପାଣି ପିଇଥାଆନ୍ତି  । କିନ୍ତୁ ଆପଣ କଣ ଜାଣିଛନ୍ତି ଏହି ପାନୀୟ ପିଇବା ଦ୍ୱାରା ସୁସ୍ଥ ହେବା ବଦଳରେ ଆପଣ ଅସୁସ୍ଥ…

ଗଭୀର ସମୁଦ୍ରରେ ତଟରକ୍ଷୀ ବାହିନୀ ଦେଖାଇଲା ପରାକ୍ରମ

ପାରାଦ୍ୱୀପ : ଗଭୀର ସମୁଦ୍ରରେ ଫୁଟିଲା ବୋମା, ଗର୍ଜିଲା ବନ୍ଧୁକ ଓ କୌଶଳ ଦେଖାଇଲା ତଟରକ୍ଷୀ ବାହିନୀର ଏୟାରକ୍ରାଫ୍ଟ। ଭାରତୀୟ ତଟରକ୍ଷୀ ବାହିନୀର ଯୁଦ୍ଧ ନିପୁଣତା ଦେଖିଲେ ଲୋକେ। ଫେବୃଆରୀ ୧ ରେ ତଟରକ୍ଷୀ ବାହିନୀର ପ୍ରତିଷ୍ଠା ଦିବସ ପୂର୍ବରୁ ଜଳପଥରେ ଶକ୍ତି ପ୍ରଦର୍ଶନ କରିଛନ୍ତି ଭାରତୀୟ…

ମସ୍କୋ ଗଲା ଋଷୀୟ ଇଞ୍ଜିନିୟରଙ୍କ ମୃତଦେହ

ପାରାଦ୍ୱୀପ : ଋଷୀୟ ନାଗରିକଙ୍କ ମୃତ୍ୟୁ ଘଟଣା। ଋଷ ନାଗରିକ ମିଲ ୟାକୁବ ସର୍ଜାଇଙ୍କ ମର ଶରୀର ବ୍ୟବଚ୍ଛେଦ ପରେ ମସ୍କୋ ପଠାଯାଇଛି  । ପାରାଦ୍ୱୀପ ବନ୍ଦର ଜାହାଜରେ ମୃତ୍ୟୁ ଘଟିଥିବା ଋଷ ନାଗରିକଙ୍କର ଗତକାଲି ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଥିଲା  । ରିପୋର୍ଟରୁ ସ୍ପଷ୍ଟ ହୋଇଥିଲା ଯେ…

ଅଞ୍ଜଳିଙ୍କ ପରିବାରକୁ ସାହାଯ୍ୟର ହାତ ବଢ଼ାଇଲେ ଶାହରୁଖ ଖାନ୍‌

ନୂଆଦିଲ୍ଲୀ : ଦିଲ୍ଲୀ ହିଟ୍‌ ଆଣ୍ଡ ରନ୍‌ ମାମଲା । ଅଞ୍ଜଳିଙ୍କ ପରିବାର ସହ ଠିଆ ହେଲେ ଅଭିନେତା ଶାହରୁଖ୍‌ ଖାନ୍‌ । ମିର୍‌ ଫାଉଣ୍ଡେସନ୍‌ ପକ୍ଷରୁ ଯୋଗାଇଲେ ଆର୍ଥିକ ସହାୟତା । ଶାହାରୁଖ ଖାନ୍‌ ନିଜର ମିର ଫାଉଣ୍ଡେସନ ଦ୍ୱାରା ଗରୀବ ଓ ନିହାତି ଅସୁବିଧାରେ ଥିବା ଲୋକଙ୍କୁ ସାହାଯ୍ୟ…

କୁକୁର ନାଁରେ ୪ ହଜାର କୋଟିର ସମ୍ପତ୍ତି

ନ୍ୟୁୟର୍କ: ସାଧାରଣତଃ ଧନ ସମ୍ପତ୍ତି ମଣିଷ ପାଖରେ ଅଧିକ ରହିଥାଏ । ଗୋଟିଏ କୁକୁର କୋଟି କୋଟି ଟଙ୍କାର ମାଲିକ । ଏକଥା ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ  ।  ଜର୍ମାନ ସେଫର୍ଡ ପ୍ରଜାତିର ଏକ କୁକୁର ‘ଗୁନ୍ଥର-ଭିଆଇ’ ବିଶ୍ବର ସବୁଠାରୁ ଧନୀ କୁକୁର ଭାବେ ପରିଚିତ। ଏହି କୁକୁର ପାଖରେ ଭାରତର…