Latest Odisha News

ଶୀତଦିନେ ତ୍ୱଚା ଶୁଷ୍କ ହୋଇଯାଉଛି କି ! କିପରି ରକ୍ଷା ପାଇବେ ଜାଣନ୍ତୁ…

ମହିଳା ମାନଙ୍କ ପ୍ରଥମ ଚିନ୍ତା ନିଜ ସୌନ୍ଦର୍ଯ୍ୟର ସୁରକ୍ଷା । ବର୍ତ୍ତମାନ ଶୀତଦିନେ ଶୁଷ୍କ ତ୍ବଚା ଏକ ମୁଖ୍ୟ ସମସ୍ୟା। ଏଣୁ ତ୍ବଚାର ଯତ୍ନ ନେବା ପାଇଁ କେତେପ୍ରକାର ଘରୋଇ ପ୍ୟାକ୍ ଲଗାଇପାରିବେ ନଚେତ୍ ବିଭିନ୍ନ ପ୍ରକାର ପାନୀୟ ପିଇପାରିବେ । ତେବେ ପାନୀୟ ଗୁଡ଼ିକ ହେଲା : ସକାଳୁ ଚା’ରେ…

ପୁରୀରେ ଡଗ୍‌ ସୋ ଅନୁଷ୍ଠିତ

ପୁରୀ : ତାଳବଣିଆ ସ୍ଥିତ ଇଣ୍ଡୋର ଷ୍ଟାଡିୟମ ପରିସରରେ ତୃତୀୟ ଅଲବ୍ରିଡ଼ ଓପନ ଡଗ ସୋ ଅନୁଷ୍ଠିତ ହୋଇଯାଇଛି  । ଏହି କାର୍ଯ୍ୟକ୍ରମକୁ ପୁରୀ ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ ଶୁଭ ଉଦଘାଟନ କରିଥିଲେ l ।  ପ୍ରଶିକ୍ଷଣ ନେଇଥିବା କୁକୁର ମାନେ ନିଜ ନିଜର ଦକ୍ଷତା ଅନୁସାରେ ବିଭିନ୍ନ କୌଶଳ…

ଜ୍ୱାଇଁକୁ ବୁଲଡୋଜର ଉପହାର ଦେଇ ଚର୍ଚ୍ଚାରେ ଶ୍ୱଶୁର

ଲକ୍ଷ୍ନୌ: ସାଧାରଣତଃ ବିବାହ ଉତ୍ସବରେ କନ୍ୟା ଘର ତରଫରୁ ବରଙ୍କୁ ବିଭିନ୍ନ ଉପହାର ଦିଆଯାଇଥାଏ । ସୁନାଠୁ ଆରମ୍ଭ କରି ନାନା ଉପହାର ଦିଆଯାଇଥାଏ । ମାତ୍ର ଉତ୍ତରପ୍ରଦେଶ ହମିରପୁରରେ ଜ୍ବାଇଁଙ୍କୁ ଏକ ବିଚିତ୍ର ଉପହାର ଦେଇ ଚର୍ଚ୍ଚାରେ ଅଛନ୍ତି କନ୍ୟାର ପିତା । ତେବେ ସେହି  ଉପହାରଟି  ହେଉଛି…

୧୬ ବର୍ଷର ନାବାଳିକାକୁ ଗଣ ଦୁଷ୍କର୍ମ, ୮ ଗିରଫ

ମୁମ୍ବାଇ :  ମହାରାଷ୍ଟ୍ରର ପାଲବିତା ଅଞ୍ଚଳରୁ ଆସିଛି ଲଜ୍ଜାଜନକ ଘଟଣା । ଗଣଦୁଷ୍କର୍ମର ଶିକାର ହୋଇଛି ୧୬ ବର୍ଷର ଝିଅ । ଏହି ଘଟଣାରେ ୮ ଜଣକୁ ଗିରଫ କରି ତଦନ୍ତ ଚଳାଇଛି ପୋଲିସ  । ପୀଡ଼ିତାଙ୍କ ଅଭିଯୋଗ ଅନୁଯାୟୀ, ଶୁକ୍ରବାର ବିଳମ୍ବିତ ରାତିରେ ୮ଜଣ ଯୁବକ ତାଙ୍କୁ ଜବରଦସ୍ତି ଉଠାଇ ନେଇ…

ସଇତାନ୍ ସ୍ୱାମୀ, ସ୍ତ୍ରୀକୁ ହାଣି ଖଣ୍ଡ ଖଣ୍ଡ କଲା ସ୍ବାମୀ

ନୂଆଦିଲ୍ଲୀ : ପୁଣି ସାମ୍ନାକୁ ଆସିଲା ଶ୍ରଦ୍ଧା ହତ୍ୟାକାଣ୍ଡ ଭଳି ସମାନ ଘଟଣା । ଦିଲ୍ଲୀ, ରାଜସ୍ଥାନ, କର୍ଣ୍ଣାଟକ ପରେ ଝାଡ଼ଖଣ୍ଡରେ ମଧ୍ୟ ଏହି ଘଟଣାର ପୁନରାବୃତ୍ତି । ସଇତାନ୍‌ ସାଜିଲା ସାତ ଜନ୍ମର ସାଥି  । ନିଜ ସ୍ତ୍ରୀକୁ ହାଣି କଲା ଖଣ୍ଡ ଖଣ୍ଡ । ଏଭଳି ଛାତିଥରା ଘଟଣା ଝାଡ଼ଖଣ୍ଡର…

ବାହାଘର ଭାଙ୍ଗିଦେଲା ସାମ୍ପୁ, ଥାନାର ଦ୍ୱାରସ୍ଥ ହେଲେ କନ୍ୟାପକ୍ଷ

ଆସାମ : ଗୋଟିଏ ଦିନ ପରେ ହୋଇଥାନ୍ତା ବାହାଘର କିନ୍ତୁ ପୂର୍ବରୁ ଲାଗିଗଲା କାହାର ନଜର । ବିବାହରେ ଟଙ୍କା, ଆସବା ପତ୍ର ନେଣ ଦେଣ ହେବା ସାଧାରଣ କଥା । ବର ପକ୍ଷ କନିଆ ପକ୍ଷଙ୍କୁ କିଛି ଦେଇଥାନ୍ତି ଆଉ କନିଆ ପକ୍ଷ ମଧ୍ୟ ବରପକ୍ଷଙ୍କୂ ଉପହାର ସଦୃଶ ଦେଇଥାଆନ୍ତି । କିନ୍ତୁ ଏହି ଉପହାର ବିବାହରେ…

ଦୁଇବସ୍‌ ମୁହାଁମୁହିଁ ଧକ୍କା, ୩ ମୃତ ୨୨ ଆହତ

ନୂଆଦିଲ୍ଲୀ : ଗ୍ରେଟର ନଏଡା ଏକ୍ସପ୍ରେସୱେଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇବସ୍‌ ମୁହାଁମୁହିଁ ଧକ୍କା ହୋଇ ୩ ଜଣ ଯାତ୍ରୀଙ୍କ ମୃତ୍ୟୁ । ସୂଚନା ଅନୁଯାୟୀ ବିଳମ୍ବିତ ରାତିରେ ଦୁଇ ଯାତ୍ରୀବାହୀ ବସ୍ ମଧ୍ୟରେ ଧକ୍କା ହୋଇଥିଲା । ଏଥିରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୨ ଜଣ ଆହତ…

ସକାଳ ଜଳଖିଆରେ ପ୍ରୋଟିନ୍‌ର ଆବଶ୍ୟକତା କ’ଣ ରହିଛି ଆସନ୍ତୁ ଜାଣିବା….

ନୂଆବର୍ଷର ଆରମ୍ଭରେ ସଭିଏଁ ପୁଣି ନିଜ ନିଜର ବର୍ଦ୍ଧିତ ଓଜନ ହ୍ରାସ କରିବାରେ ଲାଗି ପଡ଼ିଲେଣି  । ନିକଟରେ ହୋଇଥିବା ଏକ ସର୍ଭେ ଅନୁଯାୟୀ ଅଧିକ ପ୍ରୋଟିନଯୁକ୍ତ ସକାଳ ଜଳଖିଆ ଖାଇଲେ ଓଜନ ହ୍ରାସ କରିବାରେ ସହାୟକ ହୋଇଥାଏ  । ତେଣୁ ଯେଉଁମାନେ ଜଳଖିଆରେ କେବଳ କର୍ଣ୍ଣଫ୍ଲେକ୍‌ସ ଖାଉଛନ୍ତି,…

ନୀଳନୟନାଙ୍କ ନାଁରେ ନକଲି ପାସପୋର୍ଟ, ବନ୍ଧାହେଲେ ନାଇଜେରିଆର ୩ ନାଗରିକ

ନୂଆଦିଲ୍ଲୀ : ପୂର୍ବତନ ମିସ୍‌ ଓ୍ୱାଲର୍ଡ ତଥା ଅଭିନେତ୍ରୀ ଐଶର୍ଯ୍ୟା ରାୟଙ୍କ ନାଁରେ ନକଲି ପାସପୋର୍ଟ ଧରି ବୁଲୁଥିଲା ନାଇଜେରିଆର ନାଗରିକ । ନୋଏଡ଼ାରେ ୩ ନାଇଜେରିଆ ନାଗରିକଙ୍କୁ ମାଡ଼ିବସିଲା ପୋଲିସ  । ନାଇଜେରିଆର ଏକ ଗ୍ୟାଙ୍ଗ ଏହି ନକଲି ପାସପୋର୍ଟ ଧରି ଲୋକଙ୍କୁ ଠକୁଥିଲେ । ଏହି…

ବିଚ୍‌ ରାସ୍ତାରେ ପୂର୍ବତନ ସରପଞ୍ଚଙ୍କୁ ବେଲ୍ଟରେ ପିଟିଲେ ଯୁବକ, ୩ ଗିରଫ

ଯାଜପୁର : ସର୍ବସମ୍ମୁଖରେ ପୂର୍ବତନ ସରପଞ୍ଚଙ୍କ ଉପରେ ମରଣାନ୍ତକ ଆକ୍ରମଣ କଲେ ଯୁବକ । ପ୍ରଥମେ ଗାଳି ତା’ ପରେ ବେଲ୍ଟରେ ମାଡ଼। । ଜଣେ ନୁହେଁ ଏକାଧିକ ବ୍ୟକ୍ତିଙ୍କ ଦ୍ଵାରା ଚାଲିଛି ଆକ୍ରମଣ । ମନ ଇଚ୍ଛା ପିଟିଦେଇଗଲେ ସୋଶିଆଲ ମିଡିଆରେ ଭିଡିଓ ହେଲା ଭାଇରାଲ । ଭିଡିଓଟି ଯାଜପୁରର ହୋଇଥିବା…