Latest Odisha News

BREAKING NEWS

ସୁଟିଂ ସମୟରେ ବିଗ୍‌ ବି ଅମିତାଭ ବଚ୍ଚନ ଆହତ…

ମୁମ୍ବାଇ : ‘ପ୍ରୋଜେକ୍ଟ କେ’ସୁଟିଂ ସମୟରେ ବିଗ୍‌ ବି ଅମିତାଭ ବଚ୍ଚନ ଆହତ ହୋଇଛନ୍ତି । ଆକ୍ସନ ସେଟର ସୁଟିଂ ବେଳେ ଅମିତାଭଙ୍କ ମାଂସପେଶୀରେ ଆଘାତ ଲାଗିଛି । ତାଙ୍କୁ ତୁରନ୍ତ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପରେ ତାଙ୍କର ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆସିବାରୁ…

ବିବାହ ପରେ ମହିଳା ମାନେ କାହିଁକି ଚିଡ଼ିଚିଡ଼ା ସ୍ୱଭାବର ହୋଇଯାଆନ୍ତି ?

ଦୁନିଆର ସବୁଠୁ ସମ୍ବେଦନଶୀଳ ସମ୍ପର୍କ ହେଉଛି ସ୍ବାମୀ ସ୍ତ୍ରୀଙ୍କ ସମ୍ପର୍କ । କଥା କଥାରେ ଲୋକେ କୁହନ୍ତି ସବୁଠୁ ଜଟିଳ ସମ୍ପର୍କ ହେଉଛି ସ୍ୱାମୀ ସ୍ତ୍ରୀ ସମ୍ପର୍କ । ସ୍ବାମୀ ସ୍ତ୍ରୀଙ୍କ ସମ୍ପର୍କ ଏପରି ସମ୍ପର୍କ ଯେଉଁଠି ସେମାନେ ଗୋଟିଏ ଛାତ ତଳେ ଏକାଠି ରହି , ଅନେକ ଗୁଡ଼ିଏ ଭଲ ଓ ଖରାପ…

ଗରମ ତେଲରେ ପଡ଼ିଗଲା ମୋବାଇଲ, ତା’ପରେ ମହିଳା ଜଣକ ଏପରି କଲେ..

ନୂଆଦିଲ୍ଲୀ : ରୋଷେଇ ସମୟରେ ଆମେ ସବୁବେଳେ ସତର୍କତାର ସହ ରୋଷେଇ କରିଥାଉ । ଆଉ ସେହି ସମୟରେ ଟିକିଏ ଅସାବଧାନତା ହେଲେ ତାହା ଆମକୁ ବିପଦ ଆଡ଼କୁ ଟାଣିନେଇଥାଏ । ନିକଟରେ ଏଭଳି ଏକ ଦୃଶ୍ୟ ସୋଶିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି । ଯାହାକୁ ଦେଖିଲା ପରେ ଆପଣ ରୋଷେଇ କରିବା ସମୟରେ…

କାହିଁକି ପାଳନ କରାଯାଏ ହୋଲି ? ଏହା ପଛର କ’ଣ ରହିଛି ରହସ୍ୟ…

ରଙ୍ଗର ପର୍ବ ହୋଲି ପର୍ବ। ଫଗୁଣ ମାସରେ ପୂର୍ଣ୍ଣିମା ତିଥିରେ ପାଳନ କରାଯାଏ ହୋଲି ପର୍ବ । ଏହି ଦିନକୁ ସମସ୍ତେ ବଡ଼ ଆନନ୍ଦର ସହ ପାଳନ କରିଥାଆନ୍ତି । ସମସ୍ତେ ସାଙ୍ଗ, ସାଥୀଙ୍କ ସହ ମିଶି ରଙ୍ଗ ଖେଳିବା ସହିତ ଫଗୁଣର ଗୀତ ବୋଲି ଖୁବ୍ ମଜା କରିଥାନ୍ତି। ତେବେ ହୋଲି ପର୍ବ ପାଳନ ପଛରେ ଭିନ୍ନ…

ଭୁବନେଶ୍ୱରରୁ ଗଞ୍ଜାମ ରଙ୍ଗେଇଲୁଣ୍ଡାକୁ ଉଡ଼ାଣ ଭରିଲା ବିମାନ  

ଭୁବନେଶ୍ୱର : ଆଜି ରଙ୍ଗେଇଲୁଣ୍ଡା ଏୟାର ଷ୍ଟ୍ରିପ୍‌ରୁ ଉଡ଼ିଲା ବିମାନ । ଏଥିପାଇଁ ସରିଛି ସମସ୍ତ ପ୍ରସ୍ତୁତି । ଆଜି ପଞ୍ଚାୟତିରାଜ ଦିବସ ଅବସରରେ ଭୁବନେଶ୍ବର-ରଙ୍ଗେଇଲୁଣ୍ଡା-ଭୁବନେଶଜ୍ବର ବିମାନ ଉଡ଼ାଣକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭାରମ୍ଭ କରିବେ। ପ୍ରାଥମିକ ପର୍ଯ୍ୟାୟରେ…

ଅକ୍ସିଜେନ୍ ପ୍ଲାଣ୍ଟରେ ବିସ୍ଫୋରଣ, ଚାଲିଗଲା ୬ ଜୀବନ ୩୦ରୁ ଅଧିକ ଗୁରୁତର

କେଶବପୁର : ବାଂଲାଦେଶର ଚିତରଗାଁଓର ସୀତାକୁଣ୍ଡ ଉପଜିଲ୍ଲାର କଦମ ରସୁଲ (କେଶବପୁର) ଅଞ୍ଚଳରେ ଅକ୍ସିଜେନ୍ ପ୍ଲାଣ୍ଟରେ ବିସ୍ଫୋରଣ । ବିସ୍ଫୋରଣରେ ୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୦ ଜଣ ଆହତ ହୋଇଛନ୍ତି। ଏହି ବିସ୍ଫୋରଣରେ ମୃତ୍ୟୁବରଣ କରିଥିବା ୬ ମୃତକଙ୍କ ମଧ୍ୟରୁ ୫ ଜଣ ହେଉଛନ୍ତି ଅକ୍ସିଜେନ୍…

ଫୋନ୍‌ ଦେଖି ଦେଖି ଖାଦ୍ୟ ଖାଉଛନ୍ତି କି ! ତେବେ ଦେଖା ଦେଇପାରେ ଏହି ସମସ୍ୟା…..

ଆଜିକାଲିର ଫ୍ୟାସନ୍‌ ଖାଦ୍ୟ ଖାଇବା ସମୟରେ ମୋବାଇଲ୍‌ ଦେଖି ଦେଖି ଖାଦ୍ୟ ଖାଇବା । ପିଲା ଠୁ ବଡ଼ ପର୍ଯ୍ୟନ୍ତ ସମସ୍ତଙ୍କ ଘରେ ଦେଖିବାକୁ ମିଳି ଏହି ଦୃଶ୍ୟ । ଫୋନ୍‌ ଦେଖି ଖାଇବା ଦ୍ୱାରା ଆପଣଙ୍କ ଓଜନ ବଢ଼ିପାରେ । ଜୀବନଶୈଳୀ ଏବଂ ଖାଇବା ଅଭ୍ୟାସ ବଦଳାଇବା ଦ୍ୱାରା ଲୋକଙ୍କ ଶରୀରରେ ଅଧିକରୁ…

ଓଡ଼ିଶା ହାଇକୋର୍ଟରେ ବାହାରିଲା ନିଯୁକ୍ତି; ଇଚ୍ଛୁକ ଯୋଗ୍ୟ ପ୍ରାର୍ଥୀମାନେ କରିପାରିବେ ଆବେଦନ

ଭୁବନେଶ୍ୱର : ଯୁବପୀଢ଼ିଙ୍କ ପାଇଁ ଆସିଲା ଖୁସି ଖବର । ଓଡ଼ିଶା ହାଇକୋର୍ଟରେ ପାଇପାରିବେ ନିଯୁକ୍ତି। ଏନେଇ ଓଡ଼ିଶା ହାଇକୋର୍ଟରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜୁନିୟର ଆସିଷ୍ଟାଣ୍ଟ ଏବଂ ଆସିଷ୍ଟାଣ୍ଟ ସେକ୍ସନ ଅଫିସର ପଦବୀ ପାଇଁ ଏହି ବିଜ୍ଞପ୍ତି ଜାରି କରାଯାଇଛି । ଇଚ୍ଛୁକ…

ଯାହା ପ୍ରେମରେ ପଡ଼ି ଫେରାର ହେଲେ ପତ୍ନୀ, ତାଙ୍କ ସ୍ତ୍ରୀକୁ ବାହା ହେଲେ ସ୍ୱାମୀ

ପାଟନା : ବିହାରର ଖାଗାରିଆ ଜିଲ୍ଲାରୁ ଆସିଛି ଏକ ଆଶ୍ଚର୍ଯ୍ୟ ଜନକ ଘଟଣା । ପର ସ୍ୱାମୀ ପ୍ରେମରେ ପଡ଼ି ଫେରାର ହୋଇଗଲେ ସ୍ତ୍ରୀ । ସ୍ତ୍ରୀର ଏଭଳି କାଣ୍ଡ ଦେଖି ସ୍ୱାମୀ ମଧ୍ୟ ତାଙ୍କ ସ୍ତ୍ରୀଙ୍କୁ ବିବାହ କରିଛନ୍ତି । ସବୁଠୁ କୌତୁହଳ ବିଷୟ ହେଉଛି ୨ ମହିଳାଙ୍କ ନାମ ହେଉଛି ରୁବୀ ଦେବୀ । ଏହି…

ଖରାଦିନେ ପିଅନ୍ତୁ ଆଖୁରସ…

ଋତୁ ପରିବର୍ତ୍ତନ ହେଉଛି । ଦିନକୁ ଦିନ ବଢ଼ୁଛି ତାତି । ସେଥିପାଇଁ ଖାଇବା ପିଇବା ପ୍ରତି ଧ୍ୟାନ ଦେବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ଖାଇବା ଅପେକ୍ଷା ପାନୀୟ ପ୍ରତି ଅଧିକ ଧ୍ୟାନ ଦେବାର ଆବଶ୍ୟକତା ରହିଛି । ବିଶେଷ କରି ଖରାଦିନେ ଲୋକମାନେ ବିଭିନ୍ନ ପ୍ରକାରର ଆମ୍ବ, କମଳା ପରି ଫଳ ପସନ୍ଦ…