Latest Odisha News

ଭୂତ ନେଇଗଲା ଘର, ତଦନ୍ତ ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

କାମାକ୍ଷାନଗର : ଲୋକଙ୍କ ପାଇଁ ସରକାର କରିଛନ୍ତି ମାଳମାଳ ଯୋଜନା । ହେଲେ ପ୍ରକୃତ ହିତାଧିକାରୀ ପାଉନାହାଁନ୍ତି ଘର ଭୂତ ହଡ଼ପ କରୁଛି ଘର । ଏଭଳି ଘଟଣା କାମାକ୍ଷାନଗର ବ୍ଲକ ବାଉଁଶପାଳ ଗାଁରେ ଘଟିଛି  । ଜଣେ ଦଳିତ ବସ୍ତିର ଲୋକଙ୍କ ଘର ହଡ଼ପ ହୋଇଥିବା ଅଭିଯୋଗ ହୋଇଛି  । ପଞ୍ଚାୟତ…

ଶୋଇଥିବା ବେଳେ ଘରେ ଲାଗିଗଲା ନିଆଁ, ଗୋଟିଏ ପରିବାରର ୬ଜଣ ଜୀବନ୍ତ ଦଗ୍ଧ

ହାଇଦ୍ରାବାଦ : ଘରେ ନିଆଁ ଲାଗି ୬ ଜଣ ଜୀବନ୍ତ ଦଗ୍ଧ  । ଏଭଳି ଦୁଃଖଦ ଖବର ମନଚାଯ୍ୟାଲା ଜିଲ୍ଲାର ମାଣ୍ଡାମାରି ମଣ୍ଡଳର ଭେଙ୍କଟାପୁରରୁ ଆସିଛି  । ସୂଚନା ଅନୁଯାୟୀ, କୌଣସି କାରଣରୁ ବିଳମ୍ବିତ ରାତିରେ ଘରେ ନିଆଁ ଲାଗିଯାଇଥିଲା  । ନିଆଁର ପ୍ରକୋପ ଏତେ ମାତ୍ରାରେ ରହିଥିଲା ଯେ ପରିବାର ଲୋକେ…

ସୁନ୍ଦର ତ୍ୱଚା ପାଇଁ ହଳଦୀ..

ସକାଳୁ ଉଠିଲେ ମହିଳା ମାନଙ୍କ ପ୍ରଥମ ଚିନ୍ତା ନିଜ ସୌନ୍ଦର୍ଯ୍ୟର ସୁରକ୍ଷା  । ବୟସ ତ ବଢ଼ିବ କିନ୍ତୁ ତା’ ସତ୍ତ୍ୱେ କିପରି ନିଜର ସୁନ୍ଦରତା ବଜାୟ ରଖିପାରିବେ ସେନେଇ ସଭିଏଁ ତତ୍ପର  । ଏମିତି ତ ପ୍ରତ୍ୟେକ ଶୁଭ କାମରେ ହଳଦୀର ବ୍ୟବହାର କଥା ଆମେ ସମସ୍ତେ ଜାଣୁ  । ଏତଦ୍‌ବ୍ୟତୀତ ହଳଦୀର…

ଲଭ୍‌ରେ ନୂଆ ଛୁଙ୍କ ଦେବ ‘କଫି ସପ୍‌’ ଫିଲ୍ମ

ଭୁବନେଶ୍ୱର : ଖୁବ୍‌ଶୀଘ୍ର ପ୍ରେକ୍ଷାଳୟକୁ ଆସୁଛି ‘କଫି ସପ୍‌’ ଫିଲ୍ମ । ପୁଣି ପରଦାରେ ଓଡ଼ିଆ ଦର୍ଶକ ଦେଖିବେ ଲଭ୍‌ ଓ ଏଣ୍ଟରଟେନମେଣ୍ଟର ତଡ଼କା  । ରୌଦ୍ରୀ ଟେଲି ଆର୍ଟ ପ୍ରାଇଭେଟ ଲିମିଟେଡ ବ୍ୟାନରରେ ଏହି ଚଳଚ୍ଚିତ୍ର ପ୍ରସ୍ତୁତ କରାଯାଇଛି  । ଏହି ଚଳଚ୍ଚିତ୍ରରେ ନାୟକ ଏବଂ ନାୟିକାଙ୍କ…

ଖୁଣ୍ଟ ପୋତି ବାଲି ଜଗିଲା ପ୍ରଶାସନ

ଯାଜପୁର : ବାଲି ଚୋରା ଚାଲାଣରେ ଅସଫଳ ହେଲେ ବାଲିମାଫିଆ । ବାଲିଘାଟରେ ଖୁଣ୍ଟ ପୋତି ବନ୍ଦ କଲେ ପ୍ରଶାସନ । ବିଂଝାରପୁର ତହସିଲ ପକ୍ଷରୁ ସଏଦପୁର ପଞ୍ଚାୟତର୨ଟି ବାଲିଘାଟରେ ଖୁଣ୍ଟ ପୋତି ବନ୍ଦ କଲା ପ୍ରଶାସନ  । ସୟଦପୁର ପଂଚାୟତର ପଠାନ ମୋହଲ୍ଲା ଓ ଭୋଲା ମୋହଲ୍ଲା ଖରସ୍ରୋତା ନଦୀଶଯ୍ୟାରୁ…

ସମ୍ପର୍କୀୟଙ୍କ ସହ ଲାଗିଥିଲା ପ୍ରେମିକାର ବିବାହ, ସହିପାରିଲାନି ପ୍ରେମିକ ତା’ପରେ…. 

ନୂଆଦିଲ୍ଲୀ : ନିଜ ପ୍ରେମକୁ ପାଇବା ପାଇଁ ସମ୍ପର୍କୀୟକୁ ବି ଛାଡ଼ିଲା ନାହିଁ ଜହ୍ଲାଦ ପ୍ରେମିକ । ଯୋଜନାବନ୍ଧ ଭାବେ ସମ୍ପର୍କୀୟଙ୍କୁ ଛୁରି ଭୁସି ହୋଇଗଲା ଫେରାର୍‌ । ପ୍ରେମିକାର ନିଜ ସମ୍ପର୍କୀୟଙ୍କ ସହ ଲାଗିଥିଲା ବିବାହ ପ୍ରସ୍ତାବ, ସହିପାରିଲାନି ପ୍ରେମିକ । ଦୁହିଁଙ୍କ ରାସ୍ତାରେ କଣ୍ଟା…

ବନାରସୀ ଶାଢ଼ୀ ଡିଜାଇନର କେକ୍‌ କରି ଚର୍ଚ୍ଚାରେ ମହିଳା

 ପୁଣେ : କେକ୍‌ ତ ସମସ୍ତଙ୍କର ପସନ୍ଦ  । ସାଧାରଣତଃ ଆପଣମାନେ ଚକୋଲେଟ କେକ୍‌,ଷ୍ଟ୍ରବେରୀ କେକ୍‌ଠାରୁ ଆରମ୍ଭ କରି ବିଭିନ୍ନ କେକ୍‌ ଦେଖିଥିବେ କେବେ କଣ ଆପଣ ଦେଖିଛନ୍ତି ବନାରସୀ କେକ୍‌  । ନାଁ ଟା ଶୁଣି ଆପଣମାନଙ୍କୁ ଆଶ୍ଚର୍ଯ୍ୟ ଲାଗୁ ଥାଇପାରେ କିନ୍ତୁ ଏହି ବନାରସୀ କେକ୍‌ ତିଆରି କରି…

ଆଜିଠୁ ମକର ସଂକ୍ରାନ୍ତି ଯାଏଁ ମହାପ୍ରଭୁଙ୍କ ପାଖରେ ଲାଗି ହେବ ପହିଲି ଭୋଗ

ପୁରୀ : ଆଜି ହେଉଛି ପବିତ୍ର ଧନୁ ସଂକ୍ରାନ୍ତି । ଏହି ପବିତ୍ର ଧନୁ ସଂକ୍ରାନ୍ତି ଅବସରରେ ମହାପ୍ରଭୁଙ୍କ ଶ୍ରୀ ମନ୍ଦିରରେ ଲାଗି ହୋଇଛି ପହଲି ଭୋଗ । ତେବେ ଏହି ଧନୁ ସଂକ୍ରାନ୍ତି ଠାରୁ ମକର ସଂକ୍ରାନ୍ତି  ପର୍ଯ୍ୟନ୍ତ ମହାପ୍ରଭୁଙ୍କ ପାଖରେ ଲାଗି ହେବ ପହିଲି ଭୋଗ । ଏଥିପାଇଁ ଶ୍ରୀମନ୍ଦିର…

କେଶ ଓ ଚର୍ମ ପାଇଁ ଲାଭଦାୟକ କଲରା …

ସାଧାରଣତଃ କଲରା ଖାଇବାକୁ କେହି ପସନ୍ଦ କରିନଥାନ୍ତି  । କଲରା ନାଁ ଶୁଣିଲେ ଅଧିକାଂଶ ଲୋକେ ନାକ ଟେକିଥାନ୍ତି ।କାରଣ କଲରାର ସ୍ୱାଦ ପିତା ଲାଗିଥାଏ ।  କିନ୍ତୁ କଲରାରେ ରହିଛି ଅନେକ ଫାଇଦା… କଲରା କେଶ ଓ ଚର୍ମ ପାଇଁ ଲାଭକାରୀ ହୋଇଥାଏ ଆସନ୍ତୁ ଜାଣିବା … ଚର୍ମ ସଂକ୍ରମଣରୁ ବଞ୍ଚାଇ ଥାଏ…

ବାହାହେବାକୁ ଯାଉଥିବା ବର ଶିଶୁପାଳ ହୋଇ ଫେରିଲା ଘର

ଉନ୍ନାଉ : ଚାଲିଥିଲା ବାହାଘର । ଫୁଟୁଥିଲା ବାଣ, ବାଜୁଥିଲା ବାଜା ବାହାହେବାକୁ ବି ରେଡି ବି ଥିଲା ବର ହେଲେ ବରକୁ ମହଙ୍ଗା ପଡ଼ିଲା ମଦ୍ୟପାନ । ବିବାହ ବେଦୀରେ ବାହା ହେବା ପାଇଁ ମନା କରିଦେଲା କନିଆ । ଫଳରେ ଶିଶୁପାଳ ହୋଇ ଘରକୁ ଫେରିଥିଲା ବର । ଏଭଳି ଅଭାବନୀୟ ଘଟଣା ଉତ୍ତରପ୍ରଦେଶର…