Latest Odisha News

BREAKING NEWS

ଆଜିଯାଏଁ ଖାଲି ପଡ଼ିଛି ସୁଶାନ୍ତଙ୍କ ବିଳାସ ପୂର୍ଣ୍ଣ ଆପାର୍ଟମେଣ୍ଟ

ନୂଆଦିଲ୍ଲୀ : ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ଆଜି ବି ବିଶ୍ୱାସ କରିପାରୁ ନାହାଁନ୍ତି ଫ୍ୟାନ୍ସ । ସୁଶାନ୍ତ ସିଂଙ୍କ ମୃତ୍ୟୁ ୨ବର୍ଷ ବିତି ଯାଇଥିଲେ ମଧ୍ୟ ଫ୍ୟାନ୍ସଙ୍କ ମନରୁ ଭୁଲିନି ସୁଶାନ୍ତଙ୍କ ସ୍ମୃତି  । ତାଙ୍କର ପ୍ରତିଟି ଜିନିଷକୁ ନେଇ ଫ୍ୟାନ୍ସ ମାନେ ଆଜି ବି…

ହତ୍ୟାର ୭ ବର୍ଷ ପରେ ଜୀବିତ ଫେରିଲେ ମହିଳା, ସଜ୍ଜା କାଟିଲେ୨ ନିର୍ଦୋଷ  

ରାଜସ୍ଥାନ : ହତ୍ୟାର ସାତବର୍ଷ ପରେ ଜୀବିତ ଅବସ୍ଥାରେ ପୋଲିସକୁ ମିଳିଲେ ମହିଳା । ଜେଲ୍‌ରେ ସଜ୍ଜା କାଟିଲେ ୨ନିର୍ଦୋଷ । ଏଭଳି ଆଶ୍ଚର୍ଯ୍ୟକର ଘଟଣା ରାଜସ୍ଥାନର ଦୌସା ଅଞ୍ଚଳରେ ଘଟିଛି  । ସୂଚନା ଅନୁଯାୟୀ, ଜଣେ ମହିଳାଙ୍କ ହତ୍ୟା ଘଟଣା ନେଇ ଥାନାରେ ମାମଲା ରୁଜୁ ହୋଇଥିଲା  । ଏହି ଘଟଣାରେ…

ରିସେପସନ୍‌ରେ ସ୍ତ୍ରୀଙ୍କୁ ଗଧ ଛୁଆ ଗିପ୍ଟ କରି ଚର୍ଚ୍ଚାରେ ପାକିସ୍ତାନ ୟୁଟ୍ୟୁବର

ନୂଆଦିଲ୍ଲୀ: ସାଧାରଣତଃ ବିବାହକୁ ସମସ୍ତେ ଅଧିକ ସ୍ପେଶିଆଲ କରିବାକୁ ଚାହିଁଥାଆନ୍ତି । ସେଥିପାଇଁ ନିଜ ପ୍ରିୟଜନଙ୍କୁ ନିମନ୍ତ୍ରିତ କରିଥାଆନ୍ତି । ଆଉ ସମ୍ପର୍କିୟମାନେ ନବବିବାହିତ ବର-କନ୍ୟାଙ୍କୁ ଢ଼େର ସାରା ଉପହାର ମଧ୍ୟ ଦେଇଥାଆାନ୍ତି । ସେହିପରି ବର ମଧ୍ୟ ନିଜ ସ୍ତ୍ରୀକୁ କିଛି ଗିଫ୍ଟ…

ଯୌନ ରାକ୍ଷସର ଉନ୍ମତ୍ତ କାଣ୍ଡ; ଚଳନ୍ତା ଗାଡ଼ିରୁ ଫୋପାଡ଼ିଦେଲା ୧୦ ମାସର ଶିଶୁ

ମୁମ୍ବାଇ : ହଜିଗଲା ମାନବିକତା । ନିଜ ଉଦ୍ଦେଶ୍ୟରେ ଅସଫଳ ହେବାରୁ ଚଳନ୍ତା ଗାଡ଼ିରୁ ଫିଙ୍ଗି ଦେଲା ୧୦ ମାସର ଛୁଆ । ଏଭଳି ଅମାନୁଷିକ ଘଟଣା ମୁମ୍ବାଇ ଉପକଣ୍ଠ ପାଲକର ଜିଲ୍ଲାର ମୁମ୍ବାଇ-ଅହମ୍ମଦାବାଦ ଜାତୀୟ ରାଜପଥରେ ଘଟିଛି । ସୂଚନା ଅନୁଯାୟୀ, ନିଜ ଝିଅ ସହ ଏକ କାର୍‌ରେ ଗୁଜୁରାଟ ଯାଉଥିବା…

ଏହି ଶଯ୍ୟାରେ ଶୋଇଲେ ଭୂକମ୍ପରେ ରହିବେ ସୁରକ୍ଷିତ

ନୂଆଦିଲ୍ଲୀ : ସୋସିଆଲ ମିଡିଆରେ ଅନେକ ସମୟରେ ଆମେ ଆମେ ପ୍ରତିଦିନ ବିଭିନ୍ନ ଭିଡିଓ ଦେଖିଥାଉ  ।  କିନ୍ତୁ ସେଥିମଧ୍ୟରୁ କିଛି ଭିଡିଓ ଆମକୁ ମଜା ଦେଇଥିବା ବେଳେ କିଛି ଆମ ପାଇଁ ପ୍ରକୃତରେ ଅର୍ଥପୂର୍ଣ୍ଣ ଥାଏ  । ବର୍ତ୍ତମାନ ଏଭଳି ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଭୂକମ୍ପ…

ବିବାହ ଭୋଜିରେ ଫାଟିଲା ଗ୍ୟାସ୍‌ ଟାଙ୍କି, ୫ ମୃତ ୬୦ ଆହତ

ରାଜସ୍ଥାନ : ଯୋଧପୁରରେ ବଡ଼ ଧରଣର ଅଘଟଣ । ବରଯାତ୍ରୀ ଯିବା ପୂର୍ବରୁ ଗ୍ୟାସ୍‌ ସିଲିଣ୍ଡରର ବିସ୍ଫୋରଣ ଘଟିଲା । ଖୁସିର ମାହୋଲରେ ଲାଗିଗଲା ନିଆଁ  । ବିବାହ ମହତ୍ସୋବରେ ଭୋଜି ପ୍ରସ୍ତୁତ ସମୟରେ ଏହି ଅଘଟଣ ଘଟିଥିଲା । ଦୁର୍ଘଟଣାରେ ୫ ଜଣ ଅତିଥିଙ୍କ ମୃତ୍ୟୁ ଘଟିଥିବାବେଳେ ୬୦ ଜଣ ଆହତ…

ମକା ପାଇଁ ନାହିଁ ମଣ୍ଡି, ଦଲାଲଙ୍କ କବ୍ଜାରେ ମକାଚାଷୀ

ନବରଙ୍ଗପୁର : ମକା ପାଇଁ ନାହିଁ ମଣ୍ଡି  । ଦଲାଲଙ୍କ କବ୍ଜାରେ ଚାଷୀ  । ପ୍ରତିଶ୍ରୁତି କେବଳ ପ୍ରତିଶ୍ରୁତି ହୋଇ ରହିଯାଉଛି । ସରକାରଙ୍କର ସମସ୍ତ ସୁବିଧାରୁ ବଞ୍ଚିତ ହେଉଛନ୍ତି ନବରଙ୍ଗପୁରର ମକା ଚାଷୀ । ମକା ଚାଷ ପାଇଁ ନବରଙ୍ଗପୁର ଜିଲ୍ଲା ସମଗ୍ର ଦେଶରେ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଛି,…

ରାଜଧାନୀରେ କଙ୍ଗାରୁ କୋର୍ଟ, ଲଜ୍ଜାରେ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର : କମେଣ୍ଟ ମାରିବା ଯୁବକଙ୍କୁ ପଡ଼ିଲା ମହଙ୍ଗା । ଆଇନକୁ ହାତକୁ ନେଲେ ଗ୍ରାମବାସୀ । ୨ପୁଅ ସହ ବାପାକୁ ଉଠବସ୍‌ କରାଇଲେ ଗାଁ ଲୋକେ । ସୋଶିଆଲ ମିଡିଆରେ ଭିଡିଓ କଲେ ଭାଇରାଲ  । ତେବେ ଏଭଳି ନିନ୍ଦନୀୟ ଦୃଶ୍ୟ ଦେଖିବାକୁ ମିଳିଛି ରାଜଧାନୀର ବରମୁଣ୍ଡା ପାଲା ମଣ୍ଡପଠାରେ  ।…

ଲୁଟ୍‌ ବେଳେ ଆକ୍ରମଣର ଶିକାର ହେଲେ ସ୍ୱାମୀ ସ୍ତ୍ରୀ

ସାଲେପୁର: ନେମାଳ ଲେଣ୍ଡର ଭଗବାନପୁରରେ ଲକ୍ଷାଧିକ ଟଙ୍କା ଲୁଟିଲେ ଦୁର୍ବୁତ୍ତ  । ଲୁଟ ସମୟରେ ପ୍ରତିବାଦ କରିବାରୁ ସ୍ୱାମୀ ଓ ସ୍ତ୍ରୀଙ୍କ ଉପରେ ମରଣାନ୍ତକ ଆକ୍ରମଣ କରିଛନ୍ତି  ।  ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ସାଲେପୁର ନେମାଳ ଲେଣ୍ଡର ଭଗବାନପୁର ଗାଁରେ ଜଣକ ଘରେ ପଶି…

ଧାନ ବିଲରେ ହେଲା ପ୍ରେମ, ୬୦ ବର୍ଷରେ ବିବାହ କଲେ ବୃଦ୍ଧ-ବୃଦ୍ଧା

କେନ୍ଦ୍ରାପଡ଼ା : ବୁଢ଼ା ବୟସରେ ହେଲା ପ୍ରେମ । ବରକୁ ୬୩, କନିଆଁକୁ ୬୭ । ଉଭୟଙ୍କର ରହିଛି ୬ଟି ସନ୍ତାନ  । ପଚାରିଲାନି ପରିଚାର । ବାହାହେଲେ ବୃଦ୍ଧ-ବୃଦ୍ଧା ଦମ୍ପତ୍ତି । ଏପରି ଅଜବ ପ୍ରେମ କାହାଣୀ ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ଗଗୁଆ ପଞ୍ଚାୟତର ଗୁଳୁଦିଆ ଗାଁରେ ।…