ସେଲଫି ହେଲା କାଳ ; ପାଣିରେ ଭାସି ୪ ଯୁବତୀ ମୃତ
ନୂଆଦିଲ୍ଲୀ: ସେଲଫି ନେବା ଯୁବତୀଙ୍କୁ ପଡ଼ିଲା ମହଙ୍ଗା । ଫଟୋ ଉଠାଇବା ସମୟରେ ପାଣିରେ ଭାସିଗଲେ ୪ ଯୁବତୀ । ଆଜିକାଲି ଫଟୋ ଉଠାଇବା ଗୋଟାଏ ଫେସନ ହୋଇଗଲାଣି । ବର୍ତ୍ତମାନ ଏହି ଯୁବପିଢ଼ିଙ୍କୁ ସେଲଫି ଉଠାଇବାର ନିଶା ଘାରିଛି । ସେଲଫି ଉଠାଇବା ସମୟରେ ସେମାନେ ଭୁଲିଯାଉଛନ୍ତି ତାଙ୍କ…