Latest Odisha News

BREAKING NEWS

ଭାରତୀୟ ସେନାକୁ ବିବାହ କାର୍ଡ ପଠାଇ ଚର୍ଚ୍ଚାରେ ନବ ଦମ୍ପତି

ନୂଆଦିଲ୍ଲୀ : ସମସ୍ତେ ନିଜର ବିବାହକୁ ଖାସ୍ କରିବା ପାଇଁ କିଛି ନାଁ କିଛି ଉପାୟ ଆପଣାଇ ଥାଆନ୍ତି । ସୁନ୍ଦର ଆଲୋକ ସାଜସଜ୍ଜା ସାଙ୍ଗକୁ ନିଜ ବନ୍ଧୁ ପରିଜନଙ୍କୁ ନିମନ୍ତ୍ରଣ କରି ବିବାହର ଦିନଟିକୁ ସ୍ବତନ୍ତ୍ର କରିଥାନ୍ତି । ଏହାରି ଭିତରେ ଏହି ବିବାହରେ କିଛି ନିଆରା ଘଟଣା ଦେଖିବାକୁ ମିଳିଛି…

ଶ୍ରଦ୍ଧା ହତ୍ୟା ଘଟଣା ଉପରେ ନିର୍ମିତ ହେବ ଫିଲ୍ମ

ନୂଆଦିଲ୍ଲୀ : ବହୁ ଚର୍ଚ୍ଚିତ ଶ୍ରଦ୍ଧା ହତ୍ୟା ମାମଲାରେ ପ୍ରତିଦିନ ସାମ୍ନାକୁ ଆସୁଛି ନୂଆ ନୂଆ କାହାଣୀ । ଏହି ଲୋମଟାଙ୍କୁରା ହତ୍ୟାକାଣ୍ଡକୁ ନେଇ ସମଗ୍ର ଦେଶରେ ଚର୍ଚ୍ଚା ଜୋର ଧରିଥିବା ବେଳେ ନିକଟରେ ଶ୍ରଦ୍ଧା ହତ୍ୟା ଘଟଣା ଉପରେ ଆଧାରିତ ଏକ ଫିଲ୍ମ ପ୍ରସ୍ତୁତ ହେବାକୁ ଯାଉଛି । ଯାହାକୁ…

ଝିଅ ନିର୍ବନ୍ଧରେ ଡ୍ୟାନ୍ସ କରି ଚର୍ଚ୍ଚାରେ ଆମିର ଖାନ

ନୂଆଦିଲ୍ଲୀ : ଖୁବ୍‌ ଶୀଘ୍ର ବିବାହ କରିବେ ବଲିଓଡ ଷ୍ଟାର ଆମିର ଖାନଙ୍କ ଝିଅ ଇରା  । ମୁମ୍ବାଇରେ ପ୍ରେମିକ ନୁପୂର ଶିଖରେଙ୍କ ସହିତ ନିର୍ବନ୍ଧ କରିଛନ୍ତି ଇରା । ଏହି ଅବସରରେ ଏକ ଗ୍ରାଣ୍ଡ ପାର୍ଟି ଆୟୋଜନ କରାଯାଇଥିଲା। ଏହି ପାର୍ଟିରେ ଇରା ଖାନ ଲାଲ୍ ଗାଉନରେ ନଜର ଆସିଥିବା ବେଳେ ଆମିର ଖାନ…

ମନ୍‌ ଷ୍ଟାଇଲ୍‌ରେ ବାହା ହେଲେ ପ୍ରେମ ଚଢ଼େଇ, ହ୍ବିଲ୍‌ ଚେୟାରରେ ନେଲେ ସାତ ଫେରା

ବାଲେଶ୍ବର : ପ୍ରେମ ହେଉଛି ଶାଶ୍ବତ ଓ ଚିରନ୍ତନ । ତ୍ୟାଗର ଅନ୍ୟ ନାମ ହେଉଛି ପ୍ରେମ  । ପ୍ରେମ ଏପରି ଏକ ଶଦ୍ଦ ଯାହାର ତୁଳନା କେବେ କାହା ସହ କରିହେବ ନାହିଁ  । ଆଜିର ଡିଜିଟାଲ ଯୁଗରେ ପ୍ରେମ କରି କିଏ ପ୍ରତାରଣାର ଶିକାର ହେଉଛି ତ କାହାର ଜୀବନ ଚାଲିଯାଉଛି  । ତେବେ ଏଭଳି ସ୍ଥିତିରେ ଏକ ନିଛକ…

ମହାପ୍ରଭୁଙ୍କ ପଇତାଲାଗି ନୀତି

ପୁରୀ : ଆଜି ଶ୍ରୀଜିଉଙ୍କ ପଇତାଲାଗି ନୀତି ସମ୍ପନ୍ନ ହେବ । ତେଣୁ ଭକ୍ତଙ୍କ ପାଇଁ ୪ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର  । ପଇତାଲାଗି ନୀତି ପାଇଁ ଅପରାହ୍ଣ ୫ରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଅପରାହ୍ନରେ ଦ୍ବିତୀୟ ଭୋଗ ମଣ୍ଡପ ନୀତି ପରେ ସମସ୍ତ ରୀତିନୀତି…

ନ୍ୟାୟ ପାଇଁ ପ୍ରେମିକର ଘର ସାମ୍ନାରେ ପ୍ରେମିକାର ଧାରଣା

କାମାକ୍ଷାନଗର: ବିବାହର ପ୍ରତିଶୃୁତି ଦେଇ ଅଧା ବାଟରେ ପ୍ରେମିକାକୁ ଛାଡ଼ି ଛୁ ମାରିଲା ପ୍ରେମିକ । ଶଙ୍ଖା ସିନ୍ଦୂର ଧରି ପ୍ରେମିକର ଘର ସାମ୍ନାରେ ଧାରଣାରେ ବସିଲା ପ୍ରେମିକା । ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି କଙ୍କଡାହାଡ଼ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ । ଦୀର୍ଘ ୧୪ ବର୍ଷ ଧରି…

ସେଣ୍ଟେଡ କ୍ୟାଣ୍ଡେଲ ବାସ୍ନାରେ ମହକୁଛି ବାଲିଯାତ୍ରା, ଚର୍ଚ୍ଚାରେ ତନିଶା ମଲ୍ଲ

କଟକ: ମନଲୋଭା ବାସ୍ନାରେ ପୁରି ଉଠୁଛି ବାଲିଯାତ୍ରା  । ବାସ୍ନାର ମହକ ପାଇ ଧାଇଁ ଯାଉଛନ୍ତି ଗ୍ରାହକ  । ଏ କୌଣସି ସୁସ୍ବାଦୁ ଖାଦ୍ୟ ନୁହେଁ ଖାଦ୍ୟର ବାସ୍ନା ଦେଉଥିବା ସେଣ୍ଟେଡ କ୍ୟାଣ୍ଡେଲ । ଯାହା ଗ୍ରାହକଙ୍କୁ ନିଜ ଆଡ଼କୁ ଆକୃଷ୍ଟ କରି ବାନ୍ଧି ରଖୁଛି  । ତେବେ ବାଲିଯାତ୍ରାର ମୁଖ୍ୟ…

ବାଲିଯାତ୍ରାରେ ସମ୍ବଲପୁରୀ ଗାୟକ ମଣ୍ଟୁ ଛୁରିଆଙ୍କ ଗୀତରେ ଝୁମିଲେ ଦର୍ଶକ

କଟକ: ଲୋକଙ୍କ ମନମୋହୁଛି କଟକର ବାଲିଯାତ୍ରା । ଦୁଇ ବର୍ଷର କରୋନା କଟକଣା ପରେ ଏଥର ଝଲସୁଛି ବାଲିଯାତ୍ରା ପଡ଼ିଆ । ଭଳିକି ଭଳି ଖାଦ୍ୟ ସାଙ୍ଗକୁ ଅନେକ ପ୍ରକାରର ଦୋଳି ଲୋକଙ୍କୁ କରୁଛି ଆକୃଷ୍ଟ । ସନ୍ଧ୍ୟା ହେଲେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମର ମଜା ନେଉଛନ୍ତି ଦର୍ଶକ ।  ବିଶେଷ କରି  ଝିଲମିଲ…

ଆରପାରିରେ ପୂର୍ବତନ ରାଷ୍ଟ୍ରଦୂତ ଅବସର ବେଉରିଆ

ଭୁବନେଶ୍ବର : ବିଳମ୍ବିତ ରାତିରେ ଅବସର ବେଉରିଆଙ୍କର ପରଲୋକ ହୋଇଛି । ହୃତଘାତର ଶିକାର ହୋଇ ମୃତ୍ୟୁବରଣ କରିଥିବା ସୂଚନା ।  ମୃତ୍ୟୁବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା  । ହଠାତ୍ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ତୁରନ୍ତ ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ…

ଖୁବ୍‌ ଶୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି ତମନ୍ନା ଭାଟ୍ଟିଆ

ନୂଆଦିଲ୍ଲୀ : ବଲିଉଡର ସୁନ୍ଦରୀ ଅଭିନେତ୍ରୀ ତମନ୍ନାଙ୍କ ଘରେ ବାଜିବ ଶାହାନାଇ । ହାତ କୁ ଦି ହାତ ହେବେ ତମନ୍ନା ଭାଟ୍ଟିଆ । ବିବାହ ପାଇଁ ଚାଲିଛି ଜୋରଦାର ପ୍ରସ୍ତୁତି । ସବୁବେଳେ ଚର୍ଚ୍ଚାରେ ରହିଥିବା ତମନ୍ନା ନିଜର ବିବାହକୁ ନେଇ ଏବେ ଚର୍ଚ୍ଚାରେ ରହିଛନ୍ତି । ଖବର ଅନୁଯାୟୀ , ତମନ୍ନା…