Latest Odisha News

BREAKING NEWS

ଆଜି ସରୁଛି ଐତିହାସିକ ବାଲିଯାତ୍ରା,ଉଦ୍‌ଯାପନୀ ସମାରୋହରେ ଯୋଗଦେବେ ରାଜ୍ୟପାଳ

କଟକ : ଆଜି ସରିବ କଟକର ଐତିହାସିକ ବାଲିଯାତ୍ରା। ନଭେମ୍ବର ୮ତାରିଖରୁ ଆରମ୍ଭ ହୋଇଥିଲା କଟକ ପ୍ରସିଦ୍ଧ ବାଲିଯାତ୍ରା।ପ୍ରଶାସନ ନିଷ୍ପତ୍ତି ଅନୁଯାୟୀ ଏହି ବାଲିଯାତ୍ରାକୁ ଗୋଟିଏ ଦିନ ବୃଦ୍ଧି କରାଯାଇଥିଲା। ତେଣୁ ଆଜି ସରୁଛି ଏହି ଐତିହାସିକ ବାଲିଯାତ୍ରା । କାର୍ତ୍ତିକ ପୂର୍ଣ୍ଣିମାରୁ ଆରମ୍ଭ…

ବିଶ୍ବର ସବୁଠାରୁ ପତଳା ବିଲଡିଂ

ନୂଆଦିଲ୍ଲୀ : ଆପଣ ବିଲଡିଂ ବିଷୟରେ ଜାଣିଛନ୍ତି କି ଯାହା ବିଶ୍ବର ସବୁଠାରୁ ପତଳା ଆକାଶ ଛୁଆଁର ମାନ୍ୟତା ପାଇଛି? ଏଭଳି ବିଲଡିଂ ଯାହା ପବନ  ବହିବା ମାତ୍ରେ ଏହା ପୁରା ଦୋହଲିଥାଏ । ଆମେରିକାର ମେନହଟ୍ଟନରେ ଅବସ୍ଥିତ ଏହି ଆକାଶ ଛୁଆ ଟାୱାର । ଯାହା ସମଗ୍ର ବିଶ୍ୱରେ ପ୍ରସିଦ୍ଧ । ତେବେ ଆସନ୍ତୁ…

ପ୍ରେମିକା ହେବା ପାଇଁ ୫୭ ଲକ୍ଷ ଟଙ୍କା ଖର୍ଚ୍ଚ କରି ଚର୍ଚ୍ଚାରେ ଯୁବତୀ

ନୂଆଦିଲ୍ଲୀ : ପ୍ରେମ ଚିରନ୍ତନ ଶାଶ୍ବତ । କଥାରେ ଅଛି ପ୍ରେମ ମଣିଷକୁ ଅନ୍ଧ କରିଦିଏ । ତେବେ ଆମେ ଅନେକ ପ୍ରକାରର ପ୍ରେମ କାହାଣୀ ଶୁଣିଛନ୍ତି । ହେଲେ ଏଭଳି ଏକ ପ୍ରେମ କାହାଣୀ ଆମ ସାମ୍ନାକୁ ଆସିଛି ଯାହା ବିଷୟରେ ଆପଣ ଶୁଣିଲେ ତାଜୁବ୍‌ ହୋଇଯିବେ । ଆପଣ କେବେ ଶୁଣିଛନ୍ତି କି ଜଣେ ଝିଅ କାହାର…

ଦିନଟିଏ ବଢ଼ିଲା କଟକ ପ୍ରସିଦ୍ଧ ଐତିହାସିକ ବାଲିଯାତ୍ରା

କଟକ : ଗୋଟିଏ ଦିନ ବଢ଼ିଲା ଐତିହାସିକ ବାଲିଯାତ୍ରା । ବୁଧବାର ଶେଷ ହେବାର ଥିଲା ଗୁରୁବାର ସରିବ ବାଲିଯାତ୍ରା । ଏନେଇ ସୂଚନା ଦେଲେ କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ। ସାଧାରଣ ଲୋକ ଓ ବ୍ୟବସାୟୀଙ୍କ ଦାବିକୁ ଦୃଷ୍ଟିରେ ରଖି ବାଲିଯାତ୍ରାକୁ ଆଉ ଦୁଇ ଦିନ ବଢ଼ାଇବା ପାଇଁ କଟକ ମେୟରଙ୍କ ତରଫରୁ…

୧୦ ମହଲାରୁ ଡେଇଁ ଆତ୍ମହତ୍ୟା କଲେ RAW ଅଫିସର

ନୂଆଦିଲ୍ଲୀ : RAW ଅଫିସରଙ୍କ ଆତ୍ମହତ୍ୟା ଅଭିଯୋଗ । ୧୦ ମହଲାରୁ ଡେଇଁ ଆତ୍ମହତ୍ୟା କଲେ (RAW)ର ଜଣେ ଓଡିଆ ଅଫିସର । ଦିଲ୍ଲୀ ଲୋଦି କଲୋନୀ ସ୍ଥିତ ମୁଖ୍ୟାଳୟର ଇଣ୍ଟେଲିଜେନ୍ସ ଏଜେନ୍ସି ରିସର୍ଚ୍ଚ ଆଣ୍ଡ ଆନାଲିସିସ୍ ୱିଙ୍ଗ (RAW)ର ଜଣେ ଓଡିଆ ଅଫିସର ଏଭଳି କାଣ୍ଡ କରିଥିବା ଅଭିଯୋଗ ହୋଇଛି …

ୟୁନିଭର୍ସିଟି ଅଫ୍ ଭିର୍ଜିନିଆରେ ଗୁଳିକାଣ୍ଡ, ୩ ଛାତ୍ର ମୃତ

ୱାଶିଂଟନ୍: ଆମେରିକାରେ ୟୁନିଭର୍ସିଟି ଅଫ୍ ଭିର୍ଜିନିଆରେ ଗୁଳିକାଣ୍ଡ । ଏହି ଗୁଳିକାଣ୍ଡରେ ୩ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଛି । ଏନେଇ ଗୁଳିକାଣ୍ଡର କାରଣ ଜଣାପଡ଼ିନଥିବା ବେଳେ ଘଟଣାରେ କିଛି ଲୋକ ଆହତ ହୋଇଥିବା ସୂଚନା ମିଳିଛି । ବିଳମ୍ବିତ ରାତିରେ ଏହି ଗୁଳିକାଣ୍ଡ ଘଟିଥିଲା । ଯେଉଁଥିରେ ତିନି…

ନିର୍ଦ୍ଦିଷ୍ଟ ଧର୍ମର ସ୍ଲୋଗାନ ଉଚ୍ଚାରଣ କରାଇବା ପାଇଁ ଯୁବକଙ୍କୁ ନିସ୍ତୁକ ମାଡ଼

ହାଇଦ୍ରାବାଦ : ହଷ୍ଟେଲରେ ରହୁଥିବା ଛାତ୍ର ଉପରେ ମରଣାନ୍ତକ ଆକ୍ରମଣ । ସୋଶିଆଲ ମିଡିଆାରେ ଭିଡିଓ ଭାଇରାଲ । ଛାତ୍ର ଜଣକ ହେଲେ ଆଇସିଏଫଏଆଇ(ICFAI) ଫାଉଣ୍ଡେସନର ତୃତୀୟ ବର୍ଷ ଛାତ୍ର  । ତାଙ୍କ ନାଁ ହେଉଛି ହିମାଙ୍କ ବଂଶଲ । ଏହି ଦୃଶ୍ୟରେ ହିମାଙ୍କକୁ ତଳେ ପକାଇ କେତେକ ଛାତ୍ର ଗୋଇଠା ବିଧା…

ବାପା ହେବେ ବରୁଣ ଧଓ୍ବନ, ହିଣ୍ଟ୍‌ ଦେଲେ ସଲମାନ ଖାନ୍‌

ନୂଆଦିଲ୍ଲୀ : ବାପା ହେବାକୁ ଯାଉଛନ୍ତି ବରୁଣ ଧଓ୍ପନ । ଘରକୁ ଆସିବେ କୁନି ଅତିଥି  । ବାପା ହେବା କଥା ନେଇ ରିୟାଲିଟି ଟିଭି ଶୋ ବିଗ୍‌ବସ୍‌ରେ ଖୁଲାସା । ଲାଜେଇ ଗଲେ ବରୁନ ଧଓ୍ବନ ।  ରଣବୀର କପୁର କରଣ ସିଂ ଗ୍ରୋଭର ପରେ ବରୁଣ ମଧ୍ୟ ବାପା ହେବେ । ବଲିଓଡ ଅଭିନେତ୍ରୀ ଆଲିଆଭଟ ଓ ବିପାଶା…

ପଞ୍ଜାବର ଅମୃତସରରେ ଭୂମିକମ୍ପର ଝଟକା

ନୂଆଦିଲ୍ଲୀ : ଭୂମିକମ୍ପରେ ଥରିଲା ପଞ୍ଜାବର ଅମୃତସର । ଆଜି ଭୋର ପ୍ରାୟ ୩ଟା ୪୨ ମିନିଟ୍‌ରେ ଏହି ଭୂକମ୍ପର ଝଟକା ଅନୁଭୂତ ହୋଇଥିଲା। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୪.୧ ଥିଲା ।  ରାଷ୍ଟ୍ରୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଅନୁଯାୟୀ ଭୂକମ୍ପର ଗଭୀରତା ଭୂମି ଭିତରେ ୧୨୦ କିମି ଯାଏ ବ୍ୟାପିଛି।…

ହେତୁବାଦୀଙ୍କୁ ଗିରଫ କରିବା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି

ପୁରୀ : ଧର୍ମ ସଂସ୍କୃତି ଓ ପରମ୍ପରା ସହ ଜଗନ୍ନାଥଙ୍କ ପ୍ରତି ଅଶାଳୀନ ମନ୍ତବ୍ୟ ଦେଇ ବିବାଦ ଘେରରେ ହେତୁବାଦୀ। ହେତୁବାଦୀଙ୍କୁ ଗିରଫ କରିବା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଶ୍ରୀମନ୍ଦିର ଛତିଶା ନିଯୋଗ । ହେତୁବାଦୀଙ୍କ ଏଭଳି କଥାବାର୍ତ୍ତା ସେବାୟତଙ୍କ ମନରେ ଗଭୀର ଦୁଃଖ ଦେଇଥିବା…