ଧାରାବାହିକ ଉପନ୍ୟାସ : ଦଗ୍ଧ ଉପବନ (୭୫)
ଶକ୍ତିପ୍ରଦା ମହାପାତ୍ରଙ୍କ ଧାରାବାହିକ ଉପନ୍ୟାସ ‘ଦଗ୍ଧ ଉପବନ’
ମାଆ ଆଜି ଓପାସ କାଲି ବ୍ରତ , ବାର ମାସରେ ତେର ପର୍ବ , ଶ୍ରାଦ୍ଧ ମଉଳା ବିଧି ବିଧାନ, ଯେଉଁ ପର୍ବରେ ସେଇ ପିଠା ଆଜି ଯାଏ ଯେତେ ଅସୁବିଧା ହେଉ ପଛକେ ସବୁ କରି ଆସିଛନ୍ତି । ନିଜେ ଓପାସ ରହି ଅନ୍ୟକୁ ଖୁଏଇବାରେ ତାଙ୍କର ଯେଉଁ…