ଧାରାବାହିକ ଉପନ୍ୟାସ : ଦଗ୍ଧ ଉପବନ (୬୨)
ଶକ୍ତିପ୍ରଦା ମହାପାତ୍ରଙ୍କ ଧାରାବାହିକ ଉପନ୍ୟାସ ‘ଦଗ୍ଧ ଉପବନ’
ଫୋନ ରିସିଭ୍ କଲା ଆସ୍ଥା । ନିମିଅପା ! ଗୁଡାଏ ଦିନ ପରେ ! ଖୁସିରେ ଗଦ୍ ଗଦ୍ ହୋଇଗଲା । ଖୁସିର ଲୁହ ଟଳମଳ ହେଉଥିଲା ତା ଆଖିରେ ! " କେମିତି କହିବି ନିମିଅପା ଏକା ସାଙ୍ଗରେ ଏତେ ଗୁଡ଼ିଏ ଖୁସି ! ସମ୍ଭବଙ୍କ ଅନିଚ୍ଛା ସତ୍ତ୍ୱେ…